Home Bibles ଆଦି ପୁସ୍ତକ 25:31 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 25:31 · ଓଡ଼ିଆ ବାଇବେଲ

କିନ୍ତୁ ଯାକୁବ କହିଲା, ଆଜି ତୁମ୍ଭେ ମତେ ଆପଣାର ପ୍ରଥମଜାତ ପୁତ୍ର ଅଧିକାର ବିକ୍ରଯ କର।

Cross references

ଆଦି ପୁସ୍ତକ 27:36

ଏଷୌ କହିଲା, ତା'ର ନାମ ହେଲା ଯାକୁବ ତାହା କ'ଣ ଯଥାର୍ଥ ନୁହେଁ। ସେ ମାେତେ ଦୁଇଥର ପ୍ରବଞ୍ଚନା କଲା। ସେ ମାରେ ଜେଷ୍ଠ ଅଧିକାର ଛଡ଼ାଇ ନଲୋ। ଏବଂ ମାରେଆଶୀର୍ବାଦ ନଇଗେଲା। ଏହାପରେ ଏଷୌ କହିଲା, ମାେ ପାଇଁ କିଛି ଆଶୀର୍ବାଦ ରଖିଛନ୍ତି କି?

ଆଦି ପୁସ୍ତକ 32:28

ଏହାପରେ ସହେି ମନୁଷ୍ଯଟି କହିଲା, ଆଉ ତୁମ୍ଭର ନାମ ଯାକୁବ ହବେ ନାହିଁ। ତୁମ୍ଭର ନାମ ଇଶ୍ରାୟେଲ ହବେ ଏବଂ ତୁମ୍ଭେ ସହେି ନାମ ରେ ପରିଚିତ ହବେ କାରଣ ତୁମ୍ଭେ ପରମେଶ୍ବରଙ୍କ ସହିତ ଏବଂ ଲୋକମାନଙ୍କ ସହିତ ୟୁଦ୍ଧ କରି ଜଯଲାଭ କଲ।

ଦିତୀୟ ବିବରଣ 21:17

ମାତ୍ର ସେ ଅପ୍ରିଯାର ପକ୍ସ୍ଟତ୍ରକକ୍ସ୍ଟ ଜ୍ଯୈଷ୍ଠ ବୋଲି ସ୍ବୀକାର କରି ଆପଣା ସର୍ବସ୍ବରକ୍ସ୍ଟ ଦକ୍ସ୍ଟଇଗକ୍ସ୍ଟଣ ଅଂଶ ତାହାକକ୍ସ୍ଟ ଦବେ। କାରଣ ସେ ତା'ର ଶକ୍ତିର ପ୍ରଥମଜାତ ସନ୍ତାନ ଓ ଜେଷ୍ଠ ଅଧିକାର ତା'ର ଅଟେ।

ଏବ୍ରୀ 12:16

ସାବଧାନ ରୁହ ଯେପରି କହେି ହେଲେ ୟୌନ ବ୍ଯଭିଚାର ନ କରେ। ସାବଧାନ ରୁହ ଯେପରି କହେି ଏସେ ୗ ଭଳି ନ ହେଉ। ସେ ପରମେଶ୍ବରଙ୍କ ବିଷୟ ରେ ଚିନ୍ତା କରେ ନାହିଁ। ଏସେ ୗ ଜେଷ୍ଠପୁତ୍ର ଥିଲା, ଓ ସେ ତା' ପିତାଙ୍କଠାରୁ ସବୁକିଛି ଉତ୍ତରାଧିକାରୀ ଭାବରେ ପାଇଥାନ୍ତା। କିନ୍ତୁ ଥରକର ଭୋଜନ ବଦଳ ରେ ସେ ସବୁକିଛି ବିକ୍ରି କରି ଦଲୋ।

Interlinear

Choose Theme