ଅବ୍ରହାମ ମୃତ୍ଯୁ ପୂର୍ବରୁ ସେ ଦାମୀମାନଙ୍କ ପୁତ୍ରଗଣଙ୍କୁ କିଛି ଉପହାର ଦେଲେ ଓ ସହେି ପୁତ୍ରଗଣଙ୍କୁ ପୂର୍ବ ଦିଗସ୍ଥ ଦେଶ ରେ ରହିବାକୁ ବିଦାଯ କଲେ। ସେ ସମାନଙ୍କେୁ ଇସ୍ହାକଠାରୁ ହୂରକୁ ପଠାଇଲେ। ତା'ପରେ ଅବ୍ରହାମ ତାଙ୍କର ସମସ୍ତ ସମ୍ପତ୍ତି ଇସ୍ହାକକୁ ଦେଲେ।
Cross references
ଅବ୍ରାମ କିଣାନ ଦେଶ ରେ ଦଶ ବର୍ଷ କଟାଇଲାପରେ ଏହିପରି ହାଇେଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀଯ ଦାସୀ ହାଗାରକୁ ତାଙ୍କ ସ୍ବାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳ ରେ ସେ ତା' ସହିତ ସହବାସ କରିପାରିବ।
ତା'ପର ଦିନ ପ୍ରତ୍ଯୁଷରୁ ଅବ୍ରହାମ କିଛି ଖାଦ୍ୟ ଓ ପାଣିଥଳି ଆଣିଲା। ଅବ୍ରହାମ ତାହା ହାଗାରକୁ ଦେଲେ। ଅବ୍ରହାମ ହାଗାର ଓ ତା'ର ପୁତ୍ରକୁ ପଠାଇ ଦେଲେ ସହେି ଜିନିଷ ସହିତ। ହାଗାର ସେ ସ୍ଥାନ ଛାଡ଼ି ବରେଶବୋ ମରୁଭୂମିରେ ଭ୍ରମଣ କଲେ।
ଅବ୍ରହାମ ପୁନ୍ନରାଯ ବିବାହ କଲେ, ତାଙ୍କର ନୂତନ ସ୍ତ୍ରୀର ନାମ ଥିଲା କଟୂରା।
ଏହାପରେ ଯାକୁବ ତାଙ୍କର ୟାତ୍ରା ଚାଲୁ ରଖିଲେ, ସେ ପୂର୍ବଦିଗସ୍ଥ ଦେଶକୁ ଗଲେ।
ତେଣୁ ରାହେଲ ବିଲହାକୁ ଆଣି ଯାକୁବକୁ ଦଲୋ, ଯାକୁବ ତାହା ସହିତ ସହବାସ କଲେ।
ଲୟୋ ଦେଖିଲା ସେ ଆଉ ପିଲା ଜନ୍ମ କରିପାରିବ ନାହିଁ। ତେଣୁ ସେ ଆପଣା ଦାସୀ ସିଳ୍ପାକୁ ଆଣି ଯାକୁବକୁ ଦଲୋ।
ସହେି ରାତ୍ରି ରେ ଯାକୁବ ଉଠି ସହେି ସ୍ଥାନ ଛାଡ଼ିଲା। ଯାକୁବ ତା'ର ଦୁଇ ସ୍ତ୍ରୀ, ଏଗାର ଜଣ ପିଲାମାନଙ୍କୁ ଏବଂ ତା'ର ଦାସୀକୁ ନଇେ ଗଲେ। ଯାକୁବ ୟଜ୍ବୋକ ପାର କରାଇବା ପାଇଁ ସଙ୍ଗ ରେ ନେଲେ।
ଇଶ୍ରାୟେଲ ଯେତବେେଳେ ସଠାେରେ ରହୁଥିଲେ, ରୁବନ୍େ ୟାଇ ଏବଂ ବିଲହା ସହିତ ଶଯନ କଲା। ୟିଏ ଇଶ୍ରାୟେଲର ଉପପତ୍ନୀ ଥିଲା। ଏହି ବିଷଯ ରେ ଇଶ୍ରାୟେଲ ଜାଣିବାକୁ ପାଇଲେ।
ସମାନେେ ଏହିପରି କଲେ, କାରଣ ମିଦିଯନୀଯ ଓ ଅମାଲକେୀଯ ଓ ପୂର୍ବ ଦେଶିଯ ଗୋଷ୍ଠୀମାନେ ସର୍ବଦା ଆସି ସମାନଙ୍କେର ଫସଲ ନଷ୍ଟ କରି ଦେଉଥିଲେ।
ସହେି ସମୟରେ ଇଶ୍ରାୟେଲୀୟମାନଙ୍କର କହେି ରାଜା ନଥିଲେ।
ସହେି ସ୍ତ୍ରୀ ଲୋକଟିର ପିତା ଲବେୀୟ ଲୋକଜଣଙ୍କକ୍ସ୍ଟ ତାଙ୍କ ଘରକକ୍ସ୍ଟ ପା େଛାଟି ନେଲେ। ଏବଂ ସେ ଦିନ ସଠାେରେ ରହିବା ପାଇଁ ତାଙ୍କୁ ନିମନ୍ତ୍ରଣ କଲେ। ତେଣୁ ସହେି ଲବେୀୟ ଲୋକଜଣଙ୍କ ସଠାେରେ ତିନିଦିନ ଧରି ରହିଲେ। ସେ ତାଙ୍କ ଶ୍ବଶକ୍ସ୍ଟର ଘ ରେ ଖାଇପିଇ ଶାଇେ ରହିଲେ।
ଊଷ୍ ଦେଶ ରେ ଆୟୁବ ନାମ ରେ ଜଣେ ବ୍ଯକ୍ତି ବାସ କରୁଥିଲା। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ଯକ୍ତି ଥିଲା। ଆୟୁବ ପରମେଶ୍ବରଙ୍କ ଉପାସନା କରିବା ବ୍ଯତୀତ ଅନ୍ୟ ସମସ୍ତ ପ୍ରକାର ମନ୍ଦ କାର୍ୟ୍ଯରୁ ବିରତ ରହୁଥିଲା।
ଆୟୁବ 7 ,000 ମେଣ୍ଢା, 3 ,000 ଓଟ, 1 ,000 ଷଣ୍ଢ ଏବଂ 500 ମାଇ ଗଧର ମାଲିକ ଥିଲା। ତା'ର ଅନକେ ଗୁଡ଼ିଏ ଭୃତ୍ଯ ଥିଲେ। ଆୟୁବ ପୂର୍ବାଞ୍ଚଳ ଦେଶମାନଙ୍କ ମଧିଅରେ ସବୁଠାରୁ ବେଶୀ ଧନୀ ଥିଲା।
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରଯୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାୟ୍ଯ ପାଇଁ ଆସନ୍ତି। ସମାନଙ୍କେ ମଧ୍ଯରୁ ଅନକଙ୍କେର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସହେି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସମାନଙ୍କେର ଶିଶୁମାନଙ୍କର ଆବଶ୍ଯକତାକୁ ପୂରଣ କର। ସମାନଙ୍କେର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ୟେ, ୟାହା ସବୁଦିନ ପାଇଁ ସମାନଙ୍କେର ଆବଶ୍ଯକତା ପୂରଣ କରିବ।
ତା ହେଲେ ତୁମ୍ଭେ ସ୍ବର୍ଗ ରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହାଇେ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ୟ୍ଯଙ୍କୁ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି।
ତୁମ୍ଭମାନଙ୍କ ଭିତରୁ କାହାର ପୁଅଟିଏ ଅଛି କି? ତୁମ୍ଭକୁ ତୁମ୍ଭ ପୁଅ ମାଛଟିଏ ମାଗିଲେ ତୁମ୍ଭେ କ'ଣ କରିବ? କୌଣସି ବାପା ତା ପୁଅକୁ ମାଛଟିଏ ବଦଳ ରେ ସାପଟିଏ ଦିଏ କି? ନା, ତୁମ୍ଭମାନେେ ତାକୁ ମାଛ ଦବେ।
କିନ୍ତୁ ସେ ତୁମ୍ଭମାନଙ୍କ ନିକଟରେ ନିଜର ସାକ୍ଷ୍ଯ ଦଇେ ଅଛନ୍ତି। କାରଣ ସେ ତୁମ୍ଭମାନଙ୍କ ପାଇଁ ବହୂତ ଭଲ କାମ କରିଛନ୍ତି। ସେ ତୁମ୍ଭକୁ ସ୍ବର୍ଗରୁ ବର୍ଷା ଓ ଋତୁ ଅନୁସାରେ ଶସ୍ଯ ଦଇେଛନ୍ତି। ସେ ତୁମ୍ଭମାନଙ୍କୁ ଖାଦ୍ୟ ଦିଅନ୍ତି। ସେ ତୁମ୍ଭମାନଙ୍କର ହୃଦୟ ଆନନ୍ଦ ରେ ଭରି ଦିଅନ୍ତି।