ଆଦି ପୁସ୍ତକ 26:15 · ଓଡ଼ିଆ ବାଇବେଲ
ଏଣୁ ଇସ୍ହାକଙ୍କର ପିତା ଅବ୍ରହାମ ଇସ୍ହାକଙ୍କର ପିତାଙ୍କର ଦାସମାନେ ସେସମୟରେ ଯେଉଁ ସବୁ କୂପ ଖାେଳିଥିଲେ ପଲେଷ୍ଟୀୟ ଲୋକମାନେ ମାଟି ଦ୍ବାରା ସେସବୁ ପୋତି ପକାଇଲେ।
Cross references
ଆଦି ପୁସ୍ତକ 21:25
ଏହାପରେ ଅବ୍ରହାମ ଅବିମଲକଠାେ ରେ ଅଭିଯୋଗ କଲେ। କାରଣ ଅବିମଲକରେ ଦାସମାନେ ଏକ କୂଅକୁ କବ୍ଜା ରେ କରି ନଇେଛନ୍ତି।
ଆଦି ପୁସ୍ତକ 21:30
ଅବ୍ରହାମ ଉତ୍ତର ଦଲୋ, ମୁଁ ଯେ ଏହି କୂପ ଖାେଳିଅଛି ତହିଁର ପ୍ରମାଣ ନିମନ୍ତେ ମାଠାରୁେ ଏହି ସାତଟା ମଷେ ବତ୍ସା ନବୋକୁ ହବେ।