ସେତବେେଳେ ସଦାପ୍ରଭୁ ଇସ୍ହାକକୁ କହିଲେ, ତୁମ୍ଭେ ମିଶର ଦେଶକୁ ୟାଅ ନାହିଁ। ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସଠାେରେ ବାସ କର।
Cross references
ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ଯାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦଖାଇବେି ସହେି ଦେଶକୁ ୟାଅ।
ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।
ଯେତବେେଳେ ଅବ୍ରାମକୁ ଅନେଶ୍ବତ ବର୍ଷ ସେତବେେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ସର୍ବଶକ୍ତିମାନ ପରମେଶ୍ବର। ଉତ୍ତମ କାର୍ୟ୍ଯମାନ କର। ମାେତେ ମାନ ଏବଂ ନିଷ୍ଠାପର ଜୀବନୟାପନ କର।
ଏହାପରେ, ପୁନଃର୍ବାର ସଦାପ୍ରଭୁ ଅବ୍ରହାମଙ୍କୁ ମମ୍ରିର ଆଲୋନ ବୃକ୍ଷ ନିକଟରେ ଦଖାଦେେଲେ। ମଧ୍ଯାନ୍ନ ସମୟରେ ଅବ୍ରହାମ ତାଙ୍କର ଦମ୍ବୁର ଦ୍ବାର ଦେଶ ରେ ବସିଥିଲେ।
ତହୁଁ ସେ କହିଲେ, ବସନ୍ତ ସମୟରେ ଆମ୍ଭେ ପୁନ୍ନରାଯ ତୁମ୍ଭ ତମ୍ବୁକୁ ଆସିବୁ। ଏହି ସମୟରେ ତୁମ୍ଭ ସ୍ତ୍ରୀ ଏକ ପୁତ୍ର ସନ୍ତାନ ଜନ୍ମ ଦବେ।
ୟଦି ଜଣେ ବ୍ଯକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ, ତା'ପରେ ପରମେଶ୍ବର ତାକୁ ବଞ୍ଚିବା ପାଇଁ ଜୀବନପଥ ଦଖାେନ୍ତି।
ୟଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ବାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା' ହେଲେ ଆନନ୍ଦରେ ରହିବ ଓ ଅନକେ ଜିନିଷ ଉପଭୋଗ କରିବ ୟାହା ସହେି ଭୂମିରୁ ତୁମ୍ଭେ ପାଇବ।