ମୁଁ ଏହା କରିବି, କାରଣ ତୁମ୍ଭର ପିତା ଅବ୍ରହାମ ମାରେ କଥା ମାନିଥିଲେ ଓ ମୁଁ ଯାହା କହିଥିଲି ତାହା କରିଥିଲେ। ଅବ୍ରହାମ ମାରେ ଆଦେଶ, ନିଯମ ଓ ବିଧିସବୁ ମାନିଲେ।
Cross references
ସଦାପ୍ରଭୁଙ୍କର ବାକ୍ଯାନୁସା ରେ ଅବ୍ରାମ ହାରୋଣକୁ ପରିତ୍ଯାଗ କଲେ ଏବଂ ଲୋଟ ମଧ୍ଯ ତାଙ୍କ ସଙ୍ଗ ରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବଯସ ପଞ୍ଚସ୍ତରି ବର୍ଷ ହାଇେଥିଲା।
ତା'ପରେ ଠିକ୍ ସହେିଦିନ ଅବ୍ରହାମ ଇଶ୍ମାଯଲେ ଓ ତାଙ୍କର ସମସ୍ତ ସବେକଗଣଙ୍କୁ ଏବଂ ଦାସଗଣଙ୍କୁ ଏକତ୍ରୀତ କଲେ। ଅବ୍ରହାମ ମଧ୍ଯ କ୍ରିତଦାସମାନଙ୍କୁ ଏକତ୍ରୀତ କଲେ। ଅବ୍ରହାମ ପରିବାରର ସମସ୍ତ ପୁରୁଷଗଣ ଏକତ୍ରିତ ହେଲେ। ଏବଂ ସମସ୍ତେ ସୁନ୍ନତ ହେଲେ। ପରମେଶ୍ବରଙ୍କ ବାକ୍ଯାନୁସା ରେ ଅବ୍ରହାମ ସମାନଙ୍କେୁ ସୁନ୍ନତ କରାଇଲେ।
ମୁଁ ତାଙ୍କୁ ମନୋନୀତ କରିଛି। ମୁଁ ଏପରି କଲି, ସେଥିପାଇଁ ସେ ତାଙ୍କର ପିଲାମାନଙ୍କୁ ଓ ବଂଶଧରଙ୍କୁ ନିର୍ଦ୍ଦେଶ ଦବେେ, ଯେଉଁପରି ଭାବରେ ମୁଁ ସମାନଙ୍କେୁ ଜୀବନଧାରଣ କରିବାକୁ ଏବଂ ଯାହା ନ୍ଯାଯ ଓ ଯଥାର୍ଥ ତାହା କରିବାକୁ ଚା ହେଁ। ତା'ପରେ ମୁଁ ସଦାପ୍ରଭୁ, ଯାହା ମୁଁ ପ୍ରତିଜ୍ଞା କଲି ତାହା ମୁଁ କରିବି।
ସଦାପ୍ରଭୁଙ୍କର ଦୂତ କହିଲେ, ତୁମ୍ଭର ଏକମାତ୍ର ପୁତ୍ର ଆମ୍ଭକୁ ଦବୋକୁ ସମ୍ମତ ହେଲ, ତୁମ୍ଭେ ଏପରି କଲ କାରଣ ମାେ ପାଇଁ। ମୁଁ ତୁମ୍ଭକୁ ଏହି ପ୍ରତିଜ୍ଞା କରାଇଥିଲି। ମୁଁ ସହେି ସଦାପ୍ରଭୁ ପ୍ରତିଜ୍ଞା କରିଥିଲି ଯେ,
ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରାପ୍ତ ହବେେ। ଆମ୍ଭେ ଏପରି କରିବୁ କାରଣ ତୁମ୍ଭେ ମାରେ ବାକ୍ଯ ମାନିଅଛ।
ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସମାନେେ ସମ୍ମାନରେ ଭାଗ୍ଯବାନ୍ ହୁଅନ୍ତି, ୟିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ବସ୍ତ ହାଇେଥାଏ,
ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସମାନଙ୍କେର ପ୍ରେତ୍ୟକକ ବ୍ଯକ୍ତି ଧନ୍ଯ ଓ ସଦାପ୍ରଭୁଙ୍କର ପଥରେ ଚାଲନ୍ତି।
ଏଣୁ ଲୋକେ ପ୍ରେତ୍ୟକକ ଆଦେଶ ମାନିବା ଉଚିତ, ଏପରିକି ମହତ୍ବପୂର୍ଣ୍ଣ ଦଖାେ ଯାଉ ନଥିବା େଛାଟ ଆଦେଶଟିଏ ମଧ୍ଯ ମାନିବା ଉଚିତ। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ବର୍ଗ ରାଜ୍ଯ ରେ ଅତି ନ୍ଯୁନ ବୋଲି ଗଣିତ ହବୋ କିନ୍ତୁ ଯେଉଁଲୋକ ସେ ବ୍ଯବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ବର୍ଗ ରାଜ୍ଯ ରେ ମହାନ୍ ହବେ।
ତେଣୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ଯକ୍ତିଭଳି।
ଏହା ଜାଣି ପ୍ରଭୁଙ୍କ କାର୍ୟ୍ଯ ରେ ସର୍ବଦା ନିଜକୁ ନିଯୋଜିତ କର।
ଆତ୍ମାଙ୍କ ସାହାୟ୍ଯ ରେ ଆମେ ଏଥି ପାଇଁ ଅପେକ୍ଷା କରି ରହିଛୁ। ଯଦି କହେି ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛି, ତା ହେଲେ ସେ ସୁନ୍ନତ ହାଇେଛି ନା ନାହିଁ, ଏହା ମହତ୍ବପୂର୍ଣ୍ଣ ନୁହେଁ। ମହତ୍ବପୂର୍ଣ୍ଣ ବିଷୟ ହେଲା, ପ୍ ରମଜେନକ ବିଶ୍ବାସ, ଯାହା କାର୍ୟ୍ଯ ରେ ପରିପ୍ରକାଶ ହୁଏ।
ପରମେଶ୍ବର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ୟିବା ପାଇଁ ଡାକିଲେ। ପରମେଶ୍ବର ତାହାଙ୍କୁ ସହେି ଦେଶ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ବାସ ଦ୍ବାରା ମାନିଲେ, ଓ ସହେି ସ୍ଥାନ ପାଇଁ ପ୍ରସ୍ଥାନ କଲେ।
ଅବ୍ରହାମ ଆମ୍ଭର ପିତା। ସେ ନିଜର କର୍ମଗୁଡ଼ିକ ଦ୍ବାରା ପରମେଶ୍ବରଙ୍କ ନିକଟରେ ଧାର୍ମିକ ଭାବେ ଗଣାଗଲେ। ସେ ବଦେୀ ଉପରେ ନିଜ ପୁତ୍ର ଇସ୍ହାକଙ୍କୁ ବଳି ରୂପରେ ପରମେଶ୍ବରଙ୍କଠା ରେ ଉତ୍ସର୍ଗ କଲେ।