ଆଦି ପୁସ୍ତକ 27:10 · ଓଡ଼ିଆ ବାଇବେଲ
ଏହାପରେ ତୁମ୍ଭେ ତୁମ୍ଭ ପିତାଙ୍କ ନିକଟକୁ ଖାଦ୍ୟ ନଇେ ୟିବ। ଏବଂ ସେ ମରିବା ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ ଦବେେ।
Cross references
ଆଦି ପୁସ୍ତକ 24:12
ଦାସ ପ୍ରାର୍ଥନା କଲେ ଏବଂ କହିଲେ, ହେ ସଦାପ୍ରଭୁ! ତୁମ୍ଭେ ମାରେ ପ୍ରଭୁଙ୍କର ପରମେଶ୍ବର । ମାରେ ଜୀବନର ଲକ୍ଷ୍ଯ ସଫଳ କରାଇ, ମାହେର କର୍ତ୍ତା ଅବ୍ରହାମଙ୍କୁ ଦୟାକରି ଅନୁଗ୍ରହ କର।