ଆଦି ପୁସ୍ତକ 27:23 · ଓଡ଼ିଆ ବାଇବେଲ
ଇସ୍ହାକ ତାଙ୍କୁ ଚିହ୍ନିପାରିଲେ ନାହିଁ, କାରଣ ତା'ର ହାତଗୁଡ଼ିକ ଏଷୌର ଲୋମଶ ହାତ ପରି। ତେଣୁ ସେ ତାଙ୍କୁ ଆଶୀର୍ବାଦ କଲେ।
Cross references
ଆଦି ପୁସ୍ତକ 27:11
କିନ୍ତୁ ଯାକୁବ ତା'ର ମାତା ରିବିକାକୁ କହିଲେ, ମାରେ ଭାଇ ଏଷୌ ଲୋମଶ ଶରୀର। ମୁଁ ତାଙ୍କ ପରି ଲୋମଶ ନୁହେଁ।
ଆଦି ପୁସ୍ତକ 27:16
ରିବିକା ଛଳେି ଚମଡ଼ା ଆଣି ଯାକୁବର ହାତ ରେ ଏବଂ ତାଙ୍କ ଗଳାଦେଶ ରେ ଗୁଡ଼ାଇ ଦଲୋ।
ରୋମୀୟଙ୍କ ପ୍ରତି ପତ୍ର 9:11
ଦୁଇଟି ପୁତ୍ର ଜନ୍ମ ହବୋ ପୂର୍ବରୁ ଓ ସମାନେେ କୌଣସି ଭଲ ବା ମନ୍ଦ କାମ କରି ନଥୀବା ପୂର୍ବରୁ ପରମେଶ୍ବର ରିବିକାକୁ କହିଥୀଲେ, ବଡ ପୁତ୍ରଟି ସାନଟିର ସବୋକରିବ।
ଏବ୍ରୀ 11:20
ବିଶ୍ବାସ କାରଣରୁ ଇସ୍ହାକ, ଯାକୁବ ଓ ଏସୌଙ୍କୁ ସମାନଙ୍କେ ଭବିଷ୍ଯତ ବିଷୟ ରେ ଆଶୀର୍ବାଦ ଦେଲେ।