Home Bibles ଆଦି ପୁସ୍ତକ 27:25 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 27:25 · ଓଡ଼ିଆ ବାଇବେଲ

ଏହାପରେ ଇସ୍ହାକ କହିଲେ, ସହେି ଖାଦ୍ୟ ମାେ ପାଇଁ ଆଣ। ମୁଁ ତାହାକୁ ଖାଇ ତୁମ୍ଭକୁ ଆଶୀର୍ବାଦ ଦବେି। ତେଣୁ ଯାକୁବ ତାଙ୍କୁ ଖାଦ୍ୟ ଦେଲେ ଏବଂ ସେ ତାକୁ ଖାଇଲେ। ଏବଂ ଯାକୁବ ତାଙ୍କୁ ଦ୍ରାକ୍ଷାରସ ଦେଲେ। ସେ ତାକୁ ପିଇଲେ।

Cross references

ଆଦି ପୁସ୍ତକ 27:4

ମୁଁ ଯେଉଁ ପିର ଖାଦ୍ୟକୁ ଭଲପାଏ ସହେିପରି ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମାେ ପାଇଁ ଆଣ। ତହିଁରେ ମାରେ ମୃତ୍ଯୁ ପୂର୍ବରୁ ତୁମ୍ଭକୁ ଆଶିର୍ବାଦ କରିବି।

Interlinear

Choose Theme