Home Bibles ଆଦି ପୁସ୍ତକ 27:3 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 27:3 · ଓଡ଼ିଆ ବାଇବେଲ

ତେଣୁ ତମ୍ଭେ ତୁମ୍ଭର ଧନୁ ଏବଂ ଶର ନଇେ ଶିକାର କରିବାକୁ ୟାଅ। ମାେ ଖାଦ୍ୟ ପାଇଁ ଏକ ମୃଗ ଶିକାର କର।

Cross references

ଆଦି ପୁସ୍ତକ 10:9

ସେ ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ନିମ୍ରୋଜ ତୁଲ୍ଯ ଥିଲେ ବୋଲି ଲୋକମାନେ କହୁଥିଲେ, ସେ ବ୍ଯକ୍ତି ନିମ୍ରୋଜ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖ ରେ ଗୋଟିଏ ପରାକ୍ରାନ୍ତ ବ୍ଯାଧ।

ଆଦି ପୁସ୍ତକ 25:27

ଏହାପରେ ବାଳକମାନେ ବଢ଼ିଲେ ଏବଂ ଏଷୌ ମୃଗଯା ରେ ଜଣେ ନିପୁଣ ଓ ବନବିହାରୀ ହେଲା। ଯାକୁବ ଜଣେ ମୃଦୁ ମନୁଷ୍ଯ ବ୍ଯକ୍ତି ତମ୍ବୁ ରେ ବାସ କଲା।

ଆଦି ପୁସ୍ତକ 25:28

ଇସ୍ହାକ ମୃଗଯା ମାଂସ ଅତି ସୁସ୍ବାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲେ।

ଯିଶାଇୟ 7:24

ସସହି ଭୂମି ବଣସହାଇଯିବ ଏବଂ ତାହା କଲବଳ ଶିକାରସଯାଗ୍ଯସହବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:12

ସମସ୍ତ ବିଷୟ ସାଧନ କରିବା ପାଇଁ ମାେତେ ଅନୁମତି ମିଳିଛି। କିନ୍ତୁ ପ୍ରେତ୍ୟକକ ବିଷୟ ଭଲ ନୁହେଁ। ସମସ୍ତ ବିଷୟ ସାଧନ କରିବା ପାଇଁ ମାେତେ ଅନୁମତି ମିଳିଛି କିନ୍ତୁ ମାେ ଉପରେ କତ୍ତୃର୍ତ୍ବ କରିବାକୁ ମୁଁ କାହାକୁ ଦବେି ନାହିଁ।

Interlinear

Choose Theme