Home Bibles ଆଦି ପୁସ୍ତକ 27:31 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 27:31 · ଓଡ଼ିଆ ବାଇବେଲ

ତାଙ୍କର ପିତାଙ୍କ ରୁଚି ଅନୁସାରେ ସେ ଖାଦ୍ୟ ପ୍ରସ୍ତୁତ କଲେ। ଏବଂ ତାହା ତାଙ୍କ ପିତାଙ୍କ ନିକଟକୁ ଆଣିଲେ। ସେ ତାଙ୍କ ପିତାଙ୍କୁ କହିଲେ, ପିତା, ମୁଁ ତୁମ୍ଭର ପୁତ୍ର, ଉଠ ଏବଂ ମାଂସ ଖାଅ, ମୁଁ ତାହା ତୁମ୍ଭ ପାଇଁ ରାନ୍ଧି ଆଣିଛି। ତା'ପରେ ତୁମ୍ଭେ ମାେତେ ଆଶୀର୍ବାଦ କରିବ।

Cross references

ଆଦି ପୁସ୍ତକ 27:4

ମୁଁ ଯେଉଁ ପିର ଖାଦ୍ୟକୁ ଭଲପାଏ ସହେିପରି ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମାେ ପାଇଁ ଆଣ। ତହିଁରେ ମାରେ ମୃତ୍ଯୁ ପୂର୍ବରୁ ତୁମ୍ଭକୁ ଆଶିର୍ବାଦ କରିବି।

ଆଦି ପୁସ୍ତକ 27:14

ତେଣୁ ଯାକୁବ ୟାଇ ଦୁଇଟି ଛଳେି ଆଣି ତା'ର ମା'କୁ ଦଲୋ। ଏହାପରେ ତାଙ୍କର ମା' ତାଙ୍କ ପିତାଙ୍କର ରୁଚି ଅନୁସାରେ ଖାଦ୍ୟ ପ୍ରସ୍ତୁତ କଲେ।

Interlinear

Choose Theme