Home Bibles ଆଦି ପୁସ୍ତକ 27:9 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 27:9 · ଓଡ଼ିଆ ବାଇବେଲ

ଆମ୍ଭର ଗୋଠରୁ ଦୁଇଟି ୟୁବା ଛଳେି ଆଣ। ତୁମ୍ଭର ପିତାଙ୍କର ରୁଚି ମୁତାବକ ଖାଦ୍ୟ ମୁଁ ପ୍ରସ୍ତୁତ କରି ଦବେି।

Cross references

ଆଦି ପୁସ୍ତକ 27:14

ତେଣୁ ଯାକୁବ ୟାଇ ଦୁଇଟି ଛଳେି ଆଣି ତା'ର ମା'କୁ ଦଲୋ। ଏହାପରେ ତାଙ୍କର ମା' ତାଙ୍କ ପିତାଙ୍କର ରୁଚି ଅନୁସାରେ ଖାଦ୍ୟ ପ୍ରସ୍ତୁତ କଲେ।

ବିଚାରକର୍ତାମାନଙ୍କ ବିବରଣ 13:15

ଏହାପରେ ମ ନୋହ ସଦାପ୍ରଭୁଙ୍କ ଦୂତଙ୍କକ୍ସ୍ଟ କହିଲେ, ବିନଯ କରୁଅଛକ୍ସ୍ଟ, ଆପଣ ଆମ୍ଭ ସହିତ କିଛି ସମୟ ରହନ୍ତକ୍ସ୍ଟ। ଆମ୍ଭେ ଆପଣଙ୍କ ପାଇଁ ଏକ ୟକ୍ସ୍ଟବାଛଳେି ପ୍ରସ୍ତକ୍ସ୍ଟତ କରିବକ୍ସ୍ଟ।

ପ୍ରଥମ ଶାମୁୟେଲ 16:20

ତା'ପରେ ୟିଶୀ କବଳେ ଦାଉଦଙ୍କକ୍ସ୍ଟ ପଠାଇଲେ ନାହିଁ, ତା ସହିତ ଶାଉଲ ନିମନ୍ତେ କିଛି ଉପହାର ପଠାଇଲେ: ଗୋଟିଏ ଛଳେି ଓ ଗୋଟିଏ ଗଧ ରେ ବୋଝାଇ ଖାଦ୍ୟ ଓ ଦ୍ରାକ୍ଷାରସ ପଠାଇଲେ।

Interlinear

Choose Theme