ଇସ୍ହାକ ଯାକୁବକୁ ଡ଼ାକି ଆଶୀର୍ବାଦ ଦେଲେ। ଏହି ଆଜ୍ଞାଦଇେ ତାଙ୍କୁ କହିଲେ, ତୁମ୍ଭେ କିଣାନୀଯ କନ୍ଯାକୁ ବିବାହ କରିବ ନାହିଁ।
Cross references
ପରମେଶ୍ବରଙ୍କର ପୁତ୍ରଗଣ ଦେଖିଲେ,
ତୁମ୍ଭେ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ବରଙ୍କର ନାମ ରେ ପ୍ରତିଜ୍ଞା, ୟିଏ ପୃଥିବୀ ଓ ଆକାଶର ନିର୍ମାଣକାରୀ, ଯେ ତୁମ୍ଭମାନେେ ମାରେ ପୁତ୍ରର ବିବାହ କିଣାନୀଯମାନଙ୍କର କନ୍ଯାଗଣ ସହିତ କରାଇବ ନାହିଁ, ଯେଉଁମାନଙ୍କ ସହିତ ମୁଁ ବାସ କରୁଅଛି।
ମାରେ କର୍ତ୍ତା ମାେତେ ପ୍ରତିଜ୍ଞା କରାଇ କହିଲେ, ମାରେ ପୁତ୍ରଙ୍କୁ କୀଣାନୀଯ ସଙ୍ଗେ ବିବାହ ଦବେ ନାହିଁ। ଯେ ହତେୁ ଆମ୍ଭେ ସମାନଙ୍କେ ଦେଶ ରେ ବାସ କରୁଅଛୁ।
ଏହାପରେ ଏଷୌ ଚାଳିଷ ବର୍ଷ ବଯସ ରେ ହିତ୍ତୀଯ ବରେିର ୟିହୁଦୀତ୍ ନାମ୍ନୀ କନ୍ଯାକୁ ଓ ହିତ୍ତୀଯ ଏଲୋନର ବାସମତ୍ ନାମ୍ନୀ କନ୍ଯାକୁ ବିବାହ କଲେ।
ମୁଁ ଯେଉଁ ପିର ଖାଦ୍ୟକୁ ଭଲପାଏ ସହେିପରି ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମାେ ପାଇଁ ଆଣ। ତହିଁରେ ମାରେ ମୃତ୍ଯୁ ପୂର୍ବରୁ ତୁମ୍ଭକୁ ଆଶିର୍ବାଦ କରିବି।
ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲା ଓ ତାଙ୍କୁ ନୁମ୍ବନ ଦଲୋ। ଇସ୍ହାକ ତାଙ୍କର ଗନ୍ଧ ବାରି ପାରିଲେ। ତାହା ଏଷୌର ପୋଷାକର ଗନ୍ଧ ଥିଲା। ଏବଂ ଇସ୍ହାକ ତାଙ୍କୁ ଆଶୀର୍ବାଦ ଦେଲେ।
ଏହାପରେ ଇସ୍ହାକ ବହୁତ ବ୍ଯସ୍ତ ହେଲେ ଏବଂ କହିଲେ, ତବେେ ସିଏ କିଏ ଥିଲା। ଯେ ପ୍ରଥମେ ତୁମ୍ଭ ପୂର୍ବରୁ ରନ୍ଧାମାଂସ ଧରି ଆସିଥିଲା? ମୁଁ ତାହା ଖାଇ ତାଙ୍କୁ ଆଶିର୍ବାଦ କଲି। ବର୍ତ୍ତମାନ ମାରେଆଶୀର୍ବାଦ ଫରୋଇବା ପାଇଁ ଡ଼ରେି ହାଇେଛି।
ଏହାପରେ ରିବିକା ଇସ୍ହାକକୁ କହିଲେ, ତୁମ୍ଭର ପୁତ୍ର ଏଷୌ ହିତ୍ତୀଯ କନ୍ଯାକୁ ବିବାହ କଲା, ଏହା ମାରେ ପ୍ରାଣକୁ କଷ୍ଟ ଦେଉଅଛି। କାହିଁକି? କାରଣ ସମାନେେ ଆମ୍ଭର ଲୋକ ନୁହଁନ୍ତି। ଯଦି ଯାକୁବ ଏହି ଦେଶର କନ୍ଯାକୁ ବିବାହ କରେ ତବେେ ମୁଁ ମରିୟିବି।
ସର୍ବଶକ୍ତିମାନ ପରମେଶ୍ବର ଆଶୀର୍ବାଦ କରି ଅନକେ ଜନସମାଜ ହବୋ ପାଇଁ ୟଥେଷ୍ଟ ବଂଶଧର କରନ୍ତୁ।
ଏହି ବିବାହ ଆମ୍ଭ ମଧିଅରେ ଏକ ଚୁକ୍ତି ହବେ। ଏହାପରେ ଆମ୍ଭର ଲୋକମାନେ ତୁମ୍ଭର କନ୍ଯାମାନଙ୍କୁ ଏବଂ ତୁମ୍ଭର ଲୋକମାନେ ଆମ୍ଭର କନ୍ଯାମାନଙ୍କୁ ବିବାହ କରିପାରିବେ।
ଏହାପରେ ତୁମ୍ଭର ଲୋକମାନେ ଆମ୍ଭର କନ୍ଯାମାନଙ୍କୁ ବିବାହ କରିପାରିବେ। ଏବଂ ଆମ୍ଭର ପୁରୁଷମାନେ ତୁମ୍ଭର କନ୍ଯାମାନଙ୍କୁ ବିବାହ କରିପାରିବେ। ଏହାପରେ ଆମ୍ଭମାନେେ ଏକା ସଙ୍ଗେ ବାସ କରି ଏକାପରି ହାଇପୋରିବା।
ସଠାେରେ ଯିହୁଦା ଏକ ସ୍ତ୍ରୀଲୋକକୁ ଦେଖିଲା ଏବଂ ବିବାହ କଲା। ତା'ର ପିତା ଜଣେ କିଣାନୀଯ ଥିଲେ। ତାଙ୍କର ନାମ ଥିଲା ଶୂଯ।
ଅନନ୍ତର ଇଶ୍ରାୟେଲ ଯୋଷଫଙ୍କେୁ ଆଶୀର୍ବାଦ କରି କହିଲେ,
ଏମାନେ ଇଶ୍ରାୟେଲର ଦ୍ବାଦଶ ଗୋଷ୍ଠୀ। ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହିକଥା କହି, ଏମାନଙ୍କର ପ୍ରତି ଜଣକୁ ବିଶଷେ ଆଶୀର୍ବାଦ କଲେ।
ସାବଧାନ, ତୁମ୍ଭେ ଯେଉଁ ଦେଶ ରେ ବାସ କରିବ ସମାନଙ୍କେ ସହିତ କୌଣସି ଚୁକ୍ତି କରିବ ନାହିଁ। ଯଦି ତୁମ୍ଭେ ଏପରି କର,, ତବେେ ତୁମ୍ଭମାନେେ ସମାନଙ୍କେ ଦବଗେଣମାନଙ୍କର ଅନୁଚର ଦବେ। କିମ୍ବା ସମାନେେ ତୁମ୍ଭମାନଙ୍କୁ ନିମନ୍ତ୍ରଣ କଲେ ତୁମ୍ଭେ ସମାନଙ୍କେ ସହିତ ୟୋଗ ଦବେ। ତୁମ୍ଭେ ସମାନଙ୍କେର ବଳିଦାନ ଭକ୍ଷଣ କରିବ।
ମାଶାେ ଏହି ଆଶୀର୍ବାଦମାନ ଦଇେଥିଲେ, ଯେ କି ପରମେଶ୍ବରଙ୍କର ଲୋକ ଇଶ୍ରାୟେଲକକ୍ସ୍ଟ ମଲା ପୂର୍ବରକ୍ସ୍ଟ ଦଇେଥିଲେ।
ମାଶାେ ମନଃଶିର ଅର୍ଦ୍ଧବଂଶକକ୍ସ୍ଟ ବାଶନ ରେ ଅଧିକାର ଦଇେଥିଲେ। ମାତ୍ର ଅନ୍ୟ ଅର୍ଦ୍ଧବଂଶକକ୍ସ୍ଟ ଯିହାଶୂେୟ ୟର୍ଦ୍ଦନର ପଶ୍ଚିମ ପାରି ରେ ଅଧିକାର ଦେଲେ। ଆହକ୍ସ୍ଟରି ତୁମ୍ଭକୁ ବିଦାଯ କରିବା ସମୟରେ ଯିହାଶୂେୟ ଆଶୀର୍ବାଦ କରି ସମାନଙ୍କେୁ କହିଲେ।
ତୁମ୍ଭମାନେେ ବିବାହ କରି ପୁତ୍ର କନ୍ଯା ଉତ୍ପାଦନ କର। ଆଉ ତୁମ୍ଭମାନଙ୍କର ସହେି ପୁତ୍ର କନ୍ଯାମାନଙ୍କୁ ବିବାହ କରାଇ ସମାନଙ୍କେଠାରୁ ପୁତ୍ରକନ୍ଯା ଜନ୍ମ କରାଅ। ଏହିପରି ବାବିଲର ଲୋକସଂଖ୍ଯା ବୃଦ୍ଧି କର କିନ୍ତୁ ଊଣା କର ନାହିଁ।
ଯେଉଁମାନେ ବିଶ୍ବାସ କରନ୍ତି ନାହିଁ, ତୁମ୍ଭମାନେେ ତାହାଙ୍କ ସହିତ ସମାନ ନୁହଁ। ଅତଏବ ସମାନଙ୍କେ ସହିତ ୟୋଗ ଦିଅ ନାହିଁ। ଭଲ ଓ ମନ୍ଦ ଏକାଠି ରୁହନ୍ତି ନାହିଁ। ଆଲୋକ ଓ ଅନ୍ଧକାର ମଧିଅରେ କି ସହଭାଗିତା ଅଛି ?