Home Bibles ☰ Books ଆଦି ପୁସ୍ତକ 28:16 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 28:16 · ଓଡ଼ିଆ ବାଇବେଲ

ଏହାପରେ ଯାକୁବ ନିଦ୍ରାରୁ ଉଠିଲା, ଏବଂ କହିଲେ, ମୁଁ ଜାଣେ ଯେ ସଦାପ୍ରଭୁ ଏହିଠା ରେ ଅଛନ୍ତି। କିନ୍ତୁ ମୁଁ ସଦାପ୍ରଭୁ ଏଠା ରେ ଥିଲେ ବୋଲି ଜାଣି ନଥିଲି।

Cross references

ଯାତ୍ରା ପୁସ୍ତକ 3:5

ଏହାପରେ ସଦାପ୍ରଭୁ କହିଲେ, ଆମ୍ଭର ଅଧିକ ନିକଟବର୍ତ୍ତୀ ହାଇେ ନାହୁଁ। ତୁମ୍ଭ ପାଦରୁ ପାଦୁକା କାଢି ଦିଅ କାରଣ ତୁମ୍ଭେ ଯେଉଁ ଭୂମିରେ ଛିଡା ହାଇେଛ ତାହା ପବିତ୍ର ଭୂମି ଅଟେ।

ଯାତ୍ରା ପୁସ୍ତକ 15:11

ହେ ସଦାପ୍ରଭୁ, ତୁମ୍ଭ ତୁଲ୍ଯ ଆଉ କୌଣସି ଦବେତା ଅଛି କି? ନା, ତୁମ୍ଭ ପରି ଆଉ କହେି ନାହିଁନ୍ତି। ତୁମ୍ଭେ ପବିତ୍ର ଅଟ। ତୁମ୍ଭେ ଆଶ୍ଚର୍ୟ୍ଯ ଶକ୍ତି ରେ ପରିପୂର୍ଣ୍ଣ, ତୁମ୍ଭେ ବଡ ଅଦ୍ଭୁତ କାର୍ୟ୍ଯ କର!

ଗଣନା ପୁସ୍ତକ 12:6

ସଦାପ୍ରଭୁ କହିଲେ, ମାରେ ବାକ୍ଯ ଶୁଣ, ଯଦି ତୁମ୍ଭମାନଙ୍କ ମଧିଅରେ କହେି ଭବିଷ୍ଯଦ୍ ବକ୍ତା ଥାଏ, ତବେେ ମୁଁ ସଦାପ୍ରଭୁ ଦର୍ଶନ ଦ୍ବାରା ତାହାପ୍ରତି ଆପଣାକୁ ପ୍ରକାଶ କରିବି, ମୁଁ ସ୍ବପ୍ନଦ୍ବାରା ତାହା ସହିତ କଥା କହିବି।

ଯିହୋଶୂୟ 5:15

ସଦାପ୍ରଭୁଙ୍କର ସୈନ୍ଯ ଦଳର ସନୋପତି ଉତ୍ତର ଦେଲେ, ତକ୍ସ୍ଟମ୍ଭ ପାଦରକ୍ସ୍ଟ ପାଦୂକା କାଢ, କାରଣ ଯେଉଁ ସ୍ଥାନ ରେ ତୁମ୍ଭେ ଛିଡା ହାଇେଅଛ, ସେ ସ୍ଥାନ ପବିତ୍ର। ତେଣୁ ୟିହୋଶୂଯ ସହେିପରି କଲେ।

ପ୍ରଥମ ଶାମୁୟେଲ 3:4

ସେତବେେଳେ ସଦାପ୍ରଭୁ ଶାମକ୍ସ୍ଟଯଲକେକ୍ସ୍ଟ ଡାକିଲେ ଓ ଶାମକ୍ସ୍ଟଯଲେ ଉତ୍ତର ଦେଲେ, ମୁ ଏଠା ରେ ଅଛି।

ଆୟୁବ ପୁସ୍ତକ 9:11

ପରମେଶ୍ବର ମାେ ନିକଟରେ ଗମନ କରନ୍ତି। କିନ୍ତୁ ମୁଁ ତାଙ୍କୁ ଦେଖେ ନାହିଁ। ପରମେଶ୍ବର ଯେତବେେଳେ ମାେ ନିକଟ ଦଇେ ୟାଆନ୍ତି। ମୁଁ ତାଙ୍କୁ ଚିହ୍ନିପା ରେ ନାହିଁ।

ଆୟୁବ ପୁସ୍ତକ 33:14

କିନ୍ତୁ ହୁଏତ ପରମେଶ୍ବର ଏପରି ଭାବରେ କହନ୍ତି ଯେ ମନୁଷ୍ଯମାନେ ବୁଝିପାରନ୍ତି ନାହିଁ।

ଗୀତସଂହିତା 68:35

ପରମେଶ୍ବର ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ। ଇଶ୍ରାୟେଲର ପରମେଶ୍ବର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ଯ ପ୍ରଦାନ କରନ୍ତି। ପରମେଶ୍ବରଙ୍କର ପ୍ରଶଂସା ଗୁଣଗାନ କର।

ଯିଶାଇୟ 8:13

ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ତୁମ୍ଭେ କବଳେ ଭୟ କର। ତାଙ୍କୁ ହିଁ କବଳେ ଭକ୍ତି କରିବ। ସହେି ହେଉଛନ୍ତି ଏକମାତ୍ର ଯାହାଙ୍କୁ ତୁମ୍ଭେ ଭୟକର।

Interlinear

Choose Theme