Home Bibles ☰ Books ଆଦି ପୁସ୍ତକ 28:17 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 28:17 · ଓଡ଼ିଆ ବାଇବେଲ

ଯାକୁବ ଭୟ କଲେ ଓ ସେ କହିଲେ, ଏହିସ୍ଥାନ ଭୟାନକ ଅଟେ। ଏହା ପରମେଶ୍ବରଙ୍କର ପବିତ୍ର ଗୃହ ଅଟେ। ଏହି ସ୍ଥାନ ହେଉଛି ସ୍ବର୍ଗର ଦ୍ବାର।

Cross references

ଆଦି ପୁସ୍ତକ 28:22

ମୁଁ ଏହି ପଥରଖଣ୍ଡକୁ ଏକ ସ୍ମରଣାର୍ଥକ ପ୍ରସ୍ତର ସ୍ଥାପନ କରିବି। ଏହା ପରମେଶ୍ବରଙ୍କର ଏକ ପବିତ୍ରସ୍ଥାନ ହବେ। ଆଉ ତୁମ୍ଭେ ଯାହା ସବୁ ମାେତେ ଦବେ, ତହିଁର ଦଶମାଂଶ ମୁଁ ତୁମ୍ଭକୁ ଅବଶ୍ଯ ଦବେି।

ଆଦି ପୁସ୍ତକ 35:1

ପରମେଶ୍ବର ଯାକୁବକୁ କହିଲେ, ବୈଥଲକେୁ ୟାଅ, ସଠାେରେ ବାସକର ଏବଂ ସଠାେରେ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳି ଉତ୍ସର୍ଗ କରିବା ପାଇଁ ଏକ ୟଜ୍ଞବଦେୀ ସ୍ଥାପନ କର। ୟିଏ ତୁମ୍ଭ ଭାଇ ଏଷୌଠାରୁ ତୁମ୍ଭର ପଳାଯନ ବେଳେ ଆର୍ବିଭାବ ହାଇେଥିଲେ।

ଆଦି ପୁସ୍ତକ 35:7

ଯାକୁବ ୟଜ୍ଞବଦେୀ ନିର୍ମାଣ କଲେ। ଯାକୁବ ସହେି ସ୍ଥାନର ନାମ ଦେଲେ ଏଲ୍-ବୈଥେଲ୍। ଯାକୁବ ଏପରି ନାମ ସ୍ଥିର କଲେ କାରଣ ସହେି ସ୍ଥାନ ରେ ପରମେଶ୍ବର ତାଙ୍କୁ ପ୍ରଥମେ ଦଖାେ ଦଇେଥିଲେ। ଯେତବେେଳେ ସେ ତାଙ୍କ ଭାଇଙ୍କ ନିକଟରୁ ଦୌଡ଼ି ପଳାଉଥିଲେ।

ଯାତ୍ରା ପୁସ୍ତକ 3:5

ଏହାପରେ ସଦାପ୍ରଭୁ କହିଲେ, ଆମ୍ଭର ଅଧିକ ନିକଟବର୍ତ୍ତୀ ହାଇେ ନାହୁଁ। ତୁମ୍ଭ ପାଦରୁ ପାଦୁକା କାଢି ଦିଅ କାରଣ ତୁମ୍ଭେ ଯେଉଁ ଭୂମିରେ ଛିଡା ହାଇେଛ ତାହା ପବିତ୍ର ଭୂମି ଅଟେ।

ଯାତ୍ରା ପୁସ୍ତକ 3:6

ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ବର ଅଟୁ। ଆମ୍ଭେ ଅବ୍ରହାମଙ୍କର ପରମେଶ୍ବର ଅଟୁ। ଆମ୍ଭେ ଇସ୍ହାକର ପରମେଶ୍ବର ଅଟୁ ଏବଂ ଆମ୍ଭେ ଯାକୁବର ପରମେଶ୍ବର ଅଟୁ। ମାଶାେ ପରମେଶ୍ବରଙ୍କୁ ଦେଖି ଭୟ ରେ ତାଙ୍କର ମୁହଁ ଆବୃତ କଲେ।

ବିଚାରକର୍ତାମାନଙ୍କ ବିବରଣ 13:22

ମ ନୋହ ତାଙ୍କ ସ୍ତ୍ରୀଙ୍କକ୍ସ୍ଟ କହିଲେ, ଆମ୍ଭେ ପରମେଶ୍ବରଙ୍କର ଦର୍ଶନ ପାଇଲକ୍ସ୍ଟ। ଆମ୍ଭେ ନିଶ୍ଚିତ ମରିବା!

ଦିତୀୟ ବଂଶାବଳୀ 5:14

ସହେି ମେଘ ହତେୁ ଯାଜକମାନେ ସମାନଙ୍କେର ସବୋ ଜାରି ରଖିପାରିଲେ ନାହିଁ। କାରଣ, ସଦାପ୍ରଭୁଙ୍କ ମହିମା ପରମେଶ୍ବରଙ୍କ ମନ୍ଦିରକୁ ପୂର୍ଣ୍ଣ କରିଥିଲା।

ଉପଦେଶକ 5:1

ଯେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କୁ ଉପାସନା କରିବାକୁ ୟାଅ, ବହୁତ ସାବଧାନ ହୁଅ। ମୂର୍ଖମାନଙ୍କ ପରି ବଳିଦବୋ ଅପେକ୍ଷା ପରମେଶ୍ବରଙ୍କୁ ମାନିବା ଅଧିକ ଉତ୍ତମ। ମୂର୍ଖମାନେ ଜାଣନ୍ତି ମଧ୍ଯ ନାହିଁ, ଯେତବେେଳେ ସମାନେେ ମନ୍ଦକର୍ମ କରନ୍ତି।

ମାଥିଉଲିଖିତ ସୁସମାଚାର 17:6

ଯୀଶୁଙ୍କ ଶିଷ୍ଯମାନେ ଏକଥା ଶୁଣି ଅଧିକ ଭୟଭୀତ ହାଇେ ପଡିଲେ। ସମାନେେ ଭୂଇଁ ଉପରେ ପଡିଗଲେ।

ଲୂକଲିଖିତ ସୁସମାଚାର 2:9

ପ୍ରଭୁଙ୍କର ଜଣେ ଦୂତ ମଷେପାଳକମାନଙ୍କ ସମ୍ମୁଖ ରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ଯୋତିଃ ସମାନଙ୍କେର ଚତୁର୍ଦ୍ଦିଗ ରେ ଝଲକି ଉଠିଲା।

ଲୂକଲିଖିତ ସୁସମାଚାର 8:35

ଲୋକମାନେ ଏହି ଘଟଣା ଦେଖିବା ପାଇଁ ବାହାରି ଆସିଲେ। ସମାନେେ ଯୀଶୁଙ୍କ ପାଦତଳେ ସହେି ଲୋକଟିକୁ ବସିଥିବାର ଦେଖିଲେ। ଲୋକଟି ଲୁଗା ପିନ୍ଧିଥିଲା ଓ ତା'ମନ ପୁରାପୁରୀ ବଦଳି ଯାଇଥିଲା। ତା' ଦହରେୁ ଭୂତମାନେ ବାହାରି ଯାଇଥିଲେ। ଏହା ଦେଖି ସମସ୍ତେ ଡରିଗଲେ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 3:15

କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତବେେ ମଧ୍ଯ ତୁମ୍ଭମାନେେ ଜାଣି ପାରିବ ଯେ ପରମେଶ୍ବରଙ୍କ ପରିବାର ରେ ଲୋକମାନେ କ'ଣ କ'ଣ କରିବା ଅବଶ୍ଯକ। ସହେି ପରିବାର ଜୀବିତ ପରମେଶ୍ବରଙ୍କର ମଣ୍ଡଳୀ ଅଟେ। ପରମେଶ୍ବରଙ୍କ ମଣ୍ଡଳୀ ସତ୍ଯର ଅବଲମ୍ବନ କରେ ଓ ମୂଳଦୁଆ ଅଟେ।

ଏବ୍ରୀ 10:21

ପରମେଶ୍ବରଙ୍କ ଘରକୁ ଶାସନ କରୁଥିବା ଭଳି ଆମ୍ଭର ମଧ୍ଯ ଜଣେ ମହାୟାଜକ ଅଛନ୍ତି।

ପିତରଙ୍କ ପ୍ରଥମ ପତ୍ 4:17

ଏବେ ବିଚାରର ସମୟ ଆସିଛି। ତାହା ପରମେଶ୍ବରଙ୍କ ପରିବାରଠାରୁ ଆରମ୍ଭ ହବେ। ଯଦି ସହେି ବିଚାର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ବରଙ୍କ ସୁସମାଚାର ଗ୍ରହଣ କରି ନାହାଁନ୍ତି, ସମାନଙ୍କେର କି ଅବସ୍ଥା ହବେ ?

Interlinear

Choose Theme