Home Bibles ☰ Books ଆଦି ପୁସ୍ତକ 29:12 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 29:12 · ଓଡ଼ିଆ ବାଇବେଲ

ଯାକୁବ ରାହେଲକୁ କହିଲେ, ଯେ ସେ ହେଉଛନ୍ତି ରିବିକାର ପୁତ୍ର। ତେଣୁ ରାହେଲ ଘରକୁ ଦୌଡ଼ିୟାଇ ତାଙ୍କ ପିତାଙ୍କୁ କହିଲେ।

Cross references

ଆଦି ପୁସ୍ତକ 13:8

ତେଣୁ ଅବ୍ରାମ ଲୋଟଙ୍କୁ କହିଲେ, ତୁମ୍ଭେ ଆମ୍ଭ ମଧିଅରେ କଳହ ହବୋ ଉଚ଼ିତ ନୁହେଁ। ତୁମ୍ଭର ଲୋକ ଓ ମାେ ଲୋକ ମଧିଅରେ କଳହ ହବୋ ଠାକ୍ ନୁହେଁ କାରଣ ଆମ୍ଭମାନେେ ପରସ୍ପର ଭାଇ।

ଆଦି ପୁସ୍ତକ 14:14

ଯେତବେେଳେ ଅବ୍ରାମ ନିଜର ଜ୍ଞାତି ଧରା ହାଇେ ୟିବାର ସମାଚ଼ାର ଶୁଣିଲେ। ଅବ୍ରାମ ତା'ର ସମସ୍ତ ପରିବାରକୁ ଏକତ୍ରିତ କଲେ। ସଠାେରେ 318 ଜଣ ତାଲିମପ୍ରାପ୍ତ ସୈନିକ ଥିଲେ। ଅବ୍ରାମ ସେ ଶତୃମାନଙ୍କ ପେଛ ପେଛ ଗୋଡ଼ଇେ ଗୋଡ଼ଇେ ଦାନ ନଗର ପର୍ୟ୍ଯନ୍ତ ଗଲେ।

ଆଦି ପୁସ୍ତକ 24:28

ଏହାପରେ ରିବିକା ଦୌଡ଼ିୟାଇ ତାଙ୍କ ପରିବାର ରେ ଏହି କଥା ଜଣାଇଲା।

Interlinear

Choose Theme