ତା' ପରଦିନ ପ୍ରଭାତ ରେ ଯାକୁବ ଦେଖିଲା ସେ ଯାହା ସହିତ ରାତି ବିତାଇଛି ସେ ଲୟୋ ଥିଲା। ଯାକୁବ ଲାବନକୁ କହିଲା, ତୁମ୍ଭେ ମାେତେ ଠକିଛ। ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କଲି, ୟଦ୍ବାରା ମୁଁ ରାହେଲକୁ ବିବାହ କରି ପାରିବି। ତୁମ୍ଭେ କାହିଁକି ମାେତେ ଠକିଲ।
Cross references
ତେଣୁ ଫାରୋ ଅବ୍ରାମଙ୍କୁ ଡ଼ାକି କହିଲେ, ତୁମ୍ଭେ କାହିଁକି ମାେ ପ୍ରତି ଏପରି ମନ୍ଦ ଆଚ଼ରଣ କଲ? ସାରୀ ତୁମ୍ଭର ସ୍ତ୍ରୀ ବୋଲି ତୁମ୍ଭେ କହି ନଥିଲ! କାହିଁକି?
ଇସ୍ହାକ କହିଲେ, ତୁମ୍ଭର ଭାଇ ମାେତେ ପ୍ରବଞ୍ଚନା କଲା। ସେ ଆସି ତୁମ୍ଭର ଆଶୀର୍ବାଦ ନଇଗେଲା।
ଲାବନର ଦୁଇଟି ଝିଅ ଥିଲେ। ବଡ଼ ଝିଅ ନାମ ଲୟୋ ଓ ସାନ ଝିଅର ନାମ ରାହେଲ।
ଲାବନ ଯାକୁବକୁ କହିଲେ, ତୁମ୍ଭେ କାହିଁକି ମାେତେ ପ୍ରତାରଣା କଲ? ତୁମ୍ଭେ କାହିଁକି ମାରେ ଝିଅମାନଙ୍କୁ ୟୁଦ୍ଧ ବନ୍ଦୀପରି ନଇଗେଲ?
ଏହାପରେ ଅଦୋନୀବଷେକ୍ ସମାନଙ୍କେୁ କହିଲେ, ହସ୍ତପାଦର ଛିନ୍ନା ଅଙ୍ଗକ୍ସ୍ଟଳି ସତକ୍ସ୍ଟରି ଜଣ ରାଜା ଆମ୍ଭ ମଜେ ତଳେ ନିଜର ଆହାର ସାଉଣ୍ଟକ୍ସ୍ଟ ଥିଲେ। ମୁ ଯେପରି କରିଥିଲି ପରମେଶ୍ବର ମାେତେ ସହେିପରି ଦେଲେ। ଏହାପରେ ୟିହକ୍ସ୍ଟଦାର ଲୋକମାନେ ଅଦୋନୀବଷେକ୍ଙ୍କକ୍ସ୍ଟ ଯିରୁଶାଲମକୁ ଆଣିଲେ ଓ ସେ ସଠାେରେ ମୃତକ୍ସ୍ଟ୍ଯବରଣ କଲା।
ଭଲ ଲୋକମାନେ ପୃଥିବୀ ରେ ପୁରସ୍କୃତ ହବେେ, ଦୁଷ୍ଟ ପାପୀଗଣ ତାଙ୍କର ପାପ ଭୋଗ କରିବେ।
ତୁମ୍ଭେ ଅନ୍ୟର ବିଚାର କଲେ ଠିକ୍ ସହେିଭଳି ତୁମ୍ଭର ବି ବିଚାର କରାୟିବ। ତୂମ୍ଭେ ଅନ୍ୟକୁ ଯେଉଁଥି ରେ ତଉଲିବ ପରମେଶ୍ବର ତୁମ୍ଭକୁ ସହେିଥି ରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆୟିବ।
ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଚାହୁଁଛ, ତୁମ୍ଭେ ନିଜେ ସମାନଙ୍କେ ପାଇଁ ସହେିଭଳି କର। ଏହା ହିଁ ମାଶାଙ୍କେ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତାମାନଙ୍କର ଶିକ୍ଷାର ଅର୍ଥ।
ପୁଣି ତୃତୀୟ ଥର ସେ ତାହାଙ୍କୁ ପଚାରିଲେ, ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ ମାେତେ ପ୍ ରମେ କର କି?
କିନ୍ତୁ ପ୍ରେତ୍ୟକକ ଲୋକର କାମ ସହେି ଦିନ ସ୍ପଷ୍ଟ ଭାବରେ ପ୍ରକାଶିତ ହବେ। ସହେି ଦିନଟି ନିଆଁ ଦଇେ ଆସିବ, ଓ ସହେି ନିଆଁ ପ୍ରେତ୍ୟକକ ଲୋକର କାର୍ୟ୍ଯକୁ ପରୀକ୍ଷା କରିବ।
ମୁଁ ଯେଉଁମାନଙ୍କୁ ପ୍ ରମେ କରେ ସମାନଙ୍କେୁ ସଂ ଶାଧେନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।