Home Bibles ☰ Books ଆଦି ପୁସ୍ତକ 29:26 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 29:26 · ଓଡ଼ିଆ ବାଇବେଲ

ଲାବନ କହିଲା, ଆମ୍ଭ ଦେଶ ରେ ଅଛି ଯେ ବଡ଼ ବିବାହ କରିବା ପୂର୍ବରୁ ସାନ ବିବାହ କରିପାରିବ ନାହିଁ।

Cross references

ଆଦି ପୁସ୍ତକ 48:18

ଯୋଷଫେ ତାଙ୍କର ପିତାଙ୍କୁ କହିଲେ, ଆପଣ ଆପଣଙ୍କର ଦକ୍ଷିଣ ହସ୍ତ ଭୁଲ ରେ ରଖି ଅଛନ୍ତି। ମନଃଶି ପ୍ରଥମଜାତ ସନ୍ତାନ। ଆପଣ ଆପଣଙ୍କର ଦକ୍ଷିଣ ହସ୍ତ ମନଃଶିର ମସ୍ତକରେ ରଖନ୍ତୁ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:10

ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ଛାଡ଼ି ଦଇେଛନ୍ତି। କିନ୍ତୁ ସପରେି କରିବା ଦ୍ବାରା ସମାନେେ ନିଜ ଉପରକୁ ଅନକେ ଦୁଃଖ ଟାଣି ଆଣିଛନ୍ତି।

Interlinear

Choose Theme