ଆଦି ପୁସ୍ତକ 29:28 · ଓଡ଼ିଆ ବାଇବେଲ
ତେଣୁ ଯାକୁବ ଏହିପରି କଲେ, ଏବଂ ଏକ ସପ୍ତାହ ବିତାଇଲେ। ଏହାପରେ ଲାବନ ରାହେଲକୁ ତା'ର ସ୍ତ୍ରୀ ଭାବେ ତାଙ୍କୁ ଦେଲେ।
Cross references
ଆଦି ପୁସ୍ତକ 44:27
ଏହାପରେ ଆମ୍ଭର ପିତା ଆମ୍ଭକୁ କହିଲେ, 'ତୁମ୍ଭେ ଜାଣ ମାରେସ୍ତ୍ରୀ ରାହେଲଠାରୁ ମାତ୍ର ଦୁଇଟି ପୁତ୍ର ଜନ୍ମ ନଇେଥିଲେ।
ଲେବୀୟ ପୁସ୍ତକ 18:18
ତୁମ୍ଭର ସ୍ତ୍ରୀ ଜୀବିତ ଥିଲେ ତୁମ୍ଭେ ତୁମ୍ଭର ଶାଳୀକୁ ବିବାହ କରି ତାହା ସହିତ ୟୌନ ସଂପର୍କ ରଖିବା ଉଚିତ୍ ନୁହେଁ।
ହିତୋପଦେଶ 18:22
ଯେଉଁ ଲୋକ ଭାର୍ୟ୍ଯା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।