Cross references
ଯୋଷଫେର ପିତା କହିଲେ, ୟାଇ ଦେଖ ତୁମ୍ଭର ଭାଇମାନେ ଏବଂ ପଲସବୁ କିପରି ଅଛନ୍ତି। ତା' ହେଲେ ଫରେିଆସ ଏବଂ ମାେତେ କୁହ। ତେଣୁ ଯୋଷଫେର ପିତା ତାଙ୍କୁ ହିବ୍ରୋଣର ଶିଖିମ ଉପତ୍ୟକାକୁ ପଠାଇଲେ।
ଯୋଷଫେ ସମାନଙ୍କେୁ ସମାନଙ୍କେର ଭଲମନ୍ଦ ବିଷଯ ରେ ପଚାରିଲେ। ତା'ପରେ ଯୋଷଫେ କହିଲେ, ତୁମ୍ଭର ବୃଦ୍ଧ ପିତା କିପରି ଅଛନ୍ତି? ସେ ଏବେ ଭଲ ରେ ବଞ୍ଚିଛନ୍ତି ତ?
ତେଣୁ ମାଶାେ ତାଙ୍କ ଶ୍ବଶୁରଙ୍କୁ ସାକ୍ଷାତ କରିବାକୁ ବାହାରକୁ ଗଲେ। ମାଶାେ ତାଙ୍କ ଶ୍ବଶୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଓ ତାଙ୍କୁ ଚୁମ୍ବନ ଦଲେ। ଏବଂ ସମାନେେ ପରମେଶ୍ବରଙ୍କର ଉତ୍ତମ ଖବର ବୁଝିଲେ। ଏହାପରେ ସମାନେେ ମାଶାଙ୍କେ ତମ୍ବୁକୁ ଗଲେ ଓ ସଠାେରେ କଥା ହେଲ।
ଦାଉଦ ସାମଗ୍ରୀ ରକ୍ଷକ ହସ୍ତ ରେ, ନିଜର ସାମଗ୍ରୀ ରଖି ସୈନ୍ଯମାନଙ୍କ ମଝିକକ୍ସ୍ଟ ଆସି ନିଜର ଭାଇମାନଙ୍କୁ କକ୍ସ୍ଟଶଳବାର୍ତ୍ତା ପଚାରିଲେ।
ଦାଉଦ 10 ଜଣ ୟକ୍ସ୍ଟବକଙ୍କକ୍ସ୍ଟ କହିଲେ ଶକ୍ସ୍ଟଣ, କର୍ମିଲକକ୍ସ୍ଟ ୟାଅ ଓ ନାବଲକକ୍ସ୍ଟ ମାରେ 'ନମସ୍କାର' ଜଣାଅ।
ଯୋୟାବ ଅମାସାକକ୍ସ୍ଟ ପଗ୍ଭରିଲା, କି ଭାଇ ତୁମ୍ଭର ମଙ୍ଗଳ?