Home Bibles ଆଦି ପୁସ୍ତକ 3:10 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 3:10 · ଓଡ଼ିଆ ବାଇବେଲ

ମନୁଷ୍ଯ ଉତ୍ତର ଦେଲେ, ମୁଁ ତୁମ୍ଭେ ଉଦ୍ୟାନ ରେ ଚ଼ାଲିବାର ଶୁଣିଲି। ମୁଁ ଭୟ କଲି, ମୁଁ ଉଲଗ୍ନ ଥିଲି ତେଣୁ ମୁଁ ଲୁଚ଼ିଲି।

Cross references

ଆଦି ପୁସ୍ତକ 2:25

ମନୁଷ୍ଯ ଓ ତାଙ୍କର ସ୍ତ୍ରୀ ଉଲଗ୍ନ ଥିଲେ, କିନ୍ତୁ ସମାନେେ ଲଜ୍ଜାବୋଧ କରୁନଥିଲେ।

ଆଦି ପୁସ୍ତକ 3:7

ସମାନଙ୍କେର ଚ଼କ୍ଷୁ ପ୍ରସନ୍ନ ହେଲା ଏବଂ ସମାନେେ ଜାଣିପାରିଲେ ଯେ, ସମାନେେ ଉଲଗ୍ନ। ତେଣୁ ସମାନେେ କିଛି ଡ଼ିମିରି ବୃକ୍ଷର ପତ୍ର ସଂଗ୍ରହ କରି ତାକୁ ସିଇଁ ତାହାକୁ ବସ୍ତ୍ର ଭାବରେ ଗ୍ରହଣ କଲେ।

ଯାତ୍ରା ପୁସ୍ତକ 3:6

ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ବର ଅଟୁ। ଆମ୍ଭେ ଅବ୍ରହାମଙ୍କର ପରମେଶ୍ବର ଅଟୁ। ଆମ୍ଭେ ଇସ୍ହାକର ପରମେଶ୍ବର ଅଟୁ ଏବଂ ଆମ୍ଭେ ଯାକୁବର ପରମେଶ୍ବର ଅଟୁ। ମାଶାେ ପରମେଶ୍ବରଙ୍କୁ ଦେଖି ଭୟ ରେ ତାଙ୍କର ମୁହଁ ଆବୃତ କଲେ।

ଯାତ୍ରା ପୁସ୍ତକ 32:25

ମାଶାେ ହୃଦ୍ ବୋଧ କଲେ ଯେ, ହାରୋଣ ଲୋକମାନଙ୍କୁ ନିଯନ୍ତ୍ରଣ ବାହାର କରି ଦଇେଛନ୍ତି। ତେଣୁ ଶତୃମାନଙ୍କ ଦ୍ବାରା ହାସ୍ଯାସ୍ପଦ ହବୋକୁ ହବେ।

ଆୟୁବ ପୁସ୍ତକ 23:15

ସେଥିପାଇଁ ମୁଁ ପରମେଶ୍ବରଙ୍କୁ ଭୟ କରେ। ମୁଁ ଏକଥା ବୁଝିପା ରେ। ତେଣୁ ମୁଁ ପରମେଶ୍ବରଙ୍କୁ ଭୟ କରେ।

ଗୀତସଂହିତା 119:120

ତୁମ୍ଭ ପ୍ରତି ଭୟ ଯୋଗୁଁ ମୁଁ ଥରେ। ମୁଁ ତୁମ୍ଭର ବ୍ଯବସ୍ଥାକୁ ଭୟ କରେ ଓ ସମ୍ମାନ କରେ।

ଯିଶାଇୟ 33:14

ସିୟୋନର ପାପୀଗଣ ଭୟଭୀତ, ମନ୍ଦାଚାରୀଗଣ ହଠାତ୍ କିତ ହେଉଛନ୍ତି। 2ଆମ୍ଭମାନଙ୍କ ମଧ୍ଯରୁ କହେି ସର୍ବଗ୍ରାସୀ ଅଗ୍ନି ରେ ବାସ କରିପାରିବ ? ପୁଣି କହେି କବେେ ଅନନ୍ତକାଳ ପର୍ୟ୍ଯନ୍ତ ଜ୍ବଳନ୍ତ ଅଗ୍ନି ରେ ବାସ କରିପାରିବ ?'

ଯିଶାଇୟ 47:3

ତୁମ୍ଭର ଉଲଙ୍ଗତା ପ୍ରକାଶିତ ହବେ ଓ ତୁମ୍ଭର ଲଜ୍ଜାର ବିଷଯ ଦୃଶ୍ଯ ହବେ ; ଆମ୍ଭେ ପ୍ରତିଶୋଧ ନଲୋ ବେଳେ କହେି ତୁମ୍ଭର ସୁରକ୍ଷା ନିମନ୍ତେ ଆସିବେ ନାହିଁ।

ଯିଶାଇୟ 57:11

ତାହାର ସକାଶୁ ଏପରି କ୍ଲେଶ ଓ ଭୀତା ଯେ, ତୁମ୍ଭେ ମିଥ୍ଯା କହୁଅଛ ଓ ଆମ୍ଭକୁ ଭୁଲି ୟାଇଛ ? ତୁମ୍ଭେ ସେଥି ରେ ନିଜର ମନୋଯୋଗ କରୁ ନାହଁ। ଆମ୍ଭେ କ'ଣ ଦୀର୍ଘକାଳ ପାଇଁ ନୀରବ ରହି ନାହୁଁ, ତୁମ୍ଭେ କ'ଣ ଆମ୍ଭକୁ ଭୟ କରୁ ନାହଁ ?

ଯୋହନଙ୍କ ପ୍ରଥମ ପତ୍ର 3:20

ଏହିପରି ଭାବରେ ଆମ୍ଭେ ସତ୍ଯମାର୍ଗ ରେ ଅଛୁ ବୋଲି ଜାଣିପାରିବା। ପୁଣି ଯଦି କୌଣସି ବିଷୟ ରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ତବେେ ମଧ୍ଯ ଆମ୍ଭମାନେେ ପରମେଶ୍ବରଙ୍କ ଛାମୁ ରେ ଶାନ୍ତ ରହିପାରିବା, କାରଣ ପରମେଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:17

ତୁମ୍ଭେ କୁହ ଯେ, ତୁମ୍ଭେ ଧନୀ। ତୁମ୍ଭର ବହୁତ ଧନ ଅଛି ଓ ତୁମ୍ଭର କୌଣସି ଅଭାବ ନାହିଁ। କିନ୍ତୁ ତୁମ୍ଭେ ଜାଣି ନାହଁ ଯେ, ତୁମ୍ଭେ ପ୍ରକୃତ ରେ ଅଭାଗା, ଦୟନୀୟ, ଦରିଦ୍ର ଅନ୍ଧ ଓ ଉଲଗ୍ନ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:15

ଦେଖ ! ମୁଁ ଗୋଟିଏ ଚୋର ଭଳି ଆସିବି। ଯେ ମାେ ଅପେକ୍ଷା ରେ ଚାହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସହେି ଲୋକ ସୁଖୀ। ତବେେ ତାହାକୁ ଉଲଗ୍ନ ହାଇେ ଚାଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।

Interlinear

Choose Theme