ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକଟିକୁ କହିଲେ, ମୁଁ ତୁମ୍ଭର କାର୍ୟ୍ଯଭାର ଏବଂ ତୁମ୍ଭର ଗର୍ଭ ବଦନୋ ମଧ୍ଯ ବଢ଼ାଇବି। ତୁମ୍ଭେ ବ୍ଯଥା ରେ ସନ୍ତାନ ପ୍ରସବ କରିବ। ପୁଣି ସ୍ବାମୀ ପ୍ରତି ତୁମ୍ଭର ବାସନା ରହିବ ସେ ତୁମ୍ଭ ଉପରେ କତ୍ତୃର୍ତ୍ବ କରିବ।
Cross references
ତୁମ୍ଭେ ଯଦି ଠିକ୍ ବିଷଯ କରିବ, ତବେେ ମୁଁ ତୁମ୍ଭକୁ ଗ୍ରହଣ କରିବି। ଯଦି ତୁମ୍ଭେ ଭୁଲ କର ତବେେ ତାହା ପାପ ହବେ। ପାପ ଏକ ପ୍ରାଣୀପରି, ତୁମ୍ଭ ଦ୍ବାରା ସମ୍ମୁଖ ରେ ନଇଁ କରି ତୁମ୍ଭ ଉପରେ ଝାମ୍ପମାରି ଧରିବାକୁ ଅପେକ୍ଷା କରିଅଛ। ତୁମ୍ଭେ ନିଶ୍ଚଯ ତା' ଉପରେ ରାଜତ୍ବ କରିବ।
ଯାକୁବ ଏବଂ ତାଙ୍କର ଦଳ ବୈଥଲେ ଛାଡ଼ିଲେ, ସମାନେେ ଇଫ୍ରାଥା ରେ ଉପସ୍ଥିତ ହବୋପାଇଁ ଅଳ୍ପ ବାଟ ଥିଲା। ରାହେଲର ପ୍ରସବ ବଦନୋ ହେଲା ଏବଂ ତା'ର ପ୍ରସବ କରିବ ରେ ଅତିଶଯ କଷ୍ଟ ହେଲା।
ପୁଣି ତା'ର ସ୍ବାମୀ ତାହା ଶୁଣି କୌଣସି ଅଭିଯୋଗ ନକରେ, ତବେେ ତା'ର ପ୍ରତିଜ୍ଞା ପାଳନ ହବେ ଓ ସେ କରିଥିବା ଶପଥ ପାଳନ କରାୟିବ।
ତାହାର ସ୍ବାମୀ ତାହାର ପ୍ରେତ୍ୟକକ ମାନତ ଓ ପ୍ରାଣକୁ କ୍ଲେଶ ଦବୋର ପ୍ରତିଜ୍ଞାୟୁକ୍ତ ପ୍ରେତ୍ୟକକ ଶପଥ ସ୍ଥିର କରିପା ରେ, କିମ୍ବା ତାହା ସ୍ବାମୀ ଭଙ୍ଗ କରିପା ରେ।
ସେ ସମୟରେ ଏଲିର ପକ୍ସ୍ଟତ୍ରବଧୂ ପୀନହସର ସ୍ତ୍ରୀ ଗର୍ଭବତୀ ଥିଲା ଓ ତା'ର ପ୍ରସବକାଳ ନିକଟ ଥିଲା ଏହା ଶକ୍ସ୍ଟଣିବା ପରେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଧରା ପଡିଲା। ତା'ର ଶ୍ବଶକ୍ସ୍ଟର ଓ ସ୍ବାମୀ ମୃତକ୍ସ୍ଟ୍ଯବରଣ କଲେ। ଅତି ପ୍ରସବକାଳିନ ୟନ୍ତ୍ରଣା ଭୋଗ କରୁକରୁ ସେ ପ୍ରସବ କଲା।
ୟାବେଷ୍ ତାଙ୍କର ଭ୍ରାତାମାନଙ୍କ ଅପେକ୍ଷା ଅଧିକ ସମ୍ମାନିତ ହେଲ। ତାଙ୍କର ମାତା କହିଲେ, ମୁଁ ତାହାର ନାମ ୟାବେଷ୍ ଦଇେଅଛି, କାରଣ ତାହାକୁ ଜନ୍ମ ଦବୋ ସମୟରେ ମାେତେ ଅତିଶଯ ୟନ୍ତ୍ରଣା ହାଇେଥିଲା।
ଆହୁରି ରାଜ୍ଯ ବୃହତ୍, ଏଣୁ ରାଜ୍ଯର ସବୁସ୍ଥାନ ରେ ଏହି ରାଜାଜ୍ଞା ପ୍ରକାଶିତ ହେଲା। ସ୍ବାମୀ ସାମାଜିକ କ୍ଷେତ୍ର ରେ କ୍ଷୁତ୍ର ହେଉ କି ମହାନ ହେଉ, ସମସ୍ତ ସ୍ତ୍ରୀମାନେ ନିଜନିଜ ସ୍ବାମୀମାନଙ୍କୁ ସମ୍ମାନ କରିବେ।
ଭୟ ସହେି ରାଜାମାନଙ୍କୁ ଥରାଇ ଦଲୋ ଓ ସମାନେେ ଭୟରେ ଥରି ଉଠିଲେ।
ପ୍ରେତ୍ୟକକ ଲୋକ ଭୟ କରିବେ। ପ୍ରସବକାଳୀନ ସ୍ତ୍ରୀଲୋକର ବଦନୋ ପରି ସମାନଙ୍କେର ଭୟ ସମାନଙ୍କେୁ ଅନୁରୂପ ବଦନୋ ଦବେ। ସମାନଙ୍କେର ମୁଖମଣ୍ଡଳ ନିଆଁ ପରି ଲାଲ ହବେ। ଲୋକମନେ ପରସ୍ପରକୁ ଦେଖିବେ ଏବଂ ଆଶ୍ଚର୍ୟ୍ଯ ହବେେ।
ସହେି ଭୟଙ୍କର ଦୃଶ୍ଯ ଦେଖି ମାରେ ପଟେ ୟନ୍ତ୍ରଣା ରେ ପରିପୂର୍ଣ୍ଣ ହାଇେଅଛି। ସହେି ୟନ୍ତ୍ରଣା ପ୍ରସବକାଳୀନ ସ୍ତ୍ରୀ ଲୋକର ବଦନୋ ତୁଲ୍ଯ ମାେତେ କଷ୍ଟ ଦେଉଛି। ମୁଁ ସେ ସମସ୍ତ ଶୁଣି ଭୟଭୀତ ହାଇେ ପଡ଼ିଛି। ମୁଁ ଏତେ ଭୀତ ଯେ ଭୟ ରେ ଥରୁଅଛି।
ଅନ୍ତଃସତ୍ତ୍ବା ନାରୀ ଗର୍ଭ ବଦନୋ ରେ ବ୍ଯଥିତ ହାଇେ ଯେପରି କ୍ରନ୍ଦନ କରେ, ଆମ୍ଭମାନେେ ସହେିପରି ତୁମ୍ଭ ସହିତ ନ ଥିଲା ବେଳେ ହାଇେଅଛୁ।
ଭୟଙ୍କର ୟାତନା ପ ରେ ମଧ୍ଯ ସେ ତୃପ୍ତ ହବେେ। ସେ ନିଜର ଜ୍ଞାନ ବଳ ରେ ପରିତୃପ୍ତ ହବେେ। ନିଜର ଧାର୍ମିକ ଦାସ ଅନକଙ୍କେୁ ଧାର୍ମିକ କରିବେ ଓ ସେ ସମାନଙ୍କେର ଅପରାଧ ବହନ କରିବେ।
ପ୍ରସବକାରିଣୀ ସ୍ତ୍ରୀର ରବପରି ଓ ପ୍ରଥମ ସନ୍ତାନ ପ୍ରସବକାଳୀନ ବଦନୋ ପରି ସିୟୋନ୍ କନ୍ଯାର ରବ ଆମ୍ଭେ ଶୁଣିଅଛୁ। ସେ ଦୀର୍ଘନିଶ୍ବାସ ଛାଡ଼ି ଓ ଆପଣା ହସ୍ତ ପ୍ରସାରଣ କରି କହୁଅଛି, ହାୟ, ହାୟ ! ହତ୍ଯାକାରୀମାନଙ୍କ ଆଗ ରେ ମାରେ ପ୍ରାଣ ମୂର୍ଚ୍ଛିତ ହେଲା।
ଆମ୍ଭମାନେେ ସହେି ସୈନ୍ଯବାହିନୀ ବିଷଯ ରେ ଏକ ଜନରବ ଶୁଣିଅଛୁ। ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ, ୟନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବଦନୋ ତୁଲ୍ଯ ବଦନୋ ଆମ୍ଭମାନଙ୍କୁ ଆକ୍ରାନ୍ତ କରେ।
ତୁମ୍ଭମାନେେ କ'ଣ କହିବ ଯେତବେେଳେ ସଦାପ୍ରଭୁ ସହେି ଲୋକମାନଙ୍କୁ ତୁମ୍ଭମାନଙ୍କ ଉପ ରେ ନିୟୁକ୍ତି କରିବେ ଯେଉଁମାନଙ୍କୁ ତୁମ୍ଭର ମିତ୍ର ହବୋ ପାଇଁ ଶିକ୍ଷା ଦିଆୟାଇଥିଲା। ପ୍ରସବ କାଳୀନ ସ୍ତ୍ରୀ ଲୋକର ବଦନୋ ତୁଲ୍ଯ ତୁମ୍ଭମାନେେ ଅନୁଭବ କରିବ, ନୁହେଁ କି ?
ହେ ରାଜା, ତୁମ୍ଭେ ଏରସ କାଠ ନିର୍ମିତ ଗୃହ ରେ ଉଚ୍ଚ ପର୍ବତ ଉପ ରେ ବାସ କରି ଲିବା ନୋନ ରେ ରହିଲା ପରି ନିଜକୁ ନିରାପଦ ମନେ କରନ୍ତୁ। ମାତ୍ର ଯେତବେେଳେ ତୁମ୍ଭେ ଶାସ୍ତି ପାଇବ, ତୁମ୍ଭେ ପ୍ରସବ ବଦନୋ ତୁଲ୍ଯ ବିଳାପ କରିବ।
ଦମ୍ମେଶକ ଦୁର୍ବଳ ହାଇେଅଛି। ଏହା ରକ୍ଷା ପାଇବା ପାଇଁ ଆଶା କରୁଛି। ସମାନଙ୍କେୁ ଭୟ ଆକ୍ରାନ୍ତ କରିଅଛି, ପ୍ରସବକାଳୀନ ତୀବ୍ର ବଦନୋଗ୍ରସ୍ତ ସ୍ତ୍ରୀ ପରି ସମାନେେ ଦୁଃଖ ଓ ୟନ୍ତ୍ରଣା ଅନୁଭବ କରୁଛନ୍ତି।
ବର୍ତ୍ତମାନ ତୁମ୍ଭେ କାହିଁକି ଉଚ୍ଚ ସ୍ବର ରେ ବିଳାପ କରୁଛ? ତୁମ୍ଭର ରାଜା କ'ଣ ଗ୍ଭଲିୟାଇଛନ୍ତି? ତୁମ୍ଭେ କ'ଣ ତୁମ୍ଭର ମନ୍ତ୍ରୀଙ୍କୁ ହରାଇଛ? ପ୍ରସବକାଳୀନ ରମଣୀଙ୍କ ପରି ତୁମ୍ଭେ ବଦନୋ ପାଉଛ।
ଯେତବେେଳେ ଜଣେ ସ୍ତ୍ରୀଲୋକ ଗୋଟିଏ ସନ୍ତାନକୁ ଜନ୍ମ ଦିଏ, ସେ ୟନ୍ତ୍ରଣା ଭୋଗ କରେ କାରଣ ଜନ୍ମ ଦବୋର ସମୟ ଆସିଯାଇଥାଏ। କିନ୍ତୁ ତାର ସନ୍ତାନ ଜନ୍ମ ହବୋ ପରେ ସେ କଷ୍ଟ ଭୁଲିଯାଏ। ଜଗତ ରେ ସନ୍ତାନଟିଏ ଜନ୍ମ ହଇେଥିବା କାରଣରୁ ସେ ଏବେ ଖୁସି ଅନୁଭବ କରେ।
ପତ୍ନୀର ତା' ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା'ର ଶରୀର ଉପରେ ତା' ସ୍ବାମୀର ଅଧିକାର ଅଛି। ସହେିଭଳି ସ୍ବାମୀର ତା' ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା'ର ଶରୀର ଉପରେ ତା'ର ସ୍ତ୍ରୀର ଅଧିକାର ଅଛି।
ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ : ପ୍ରେତ୍ୟକକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ବର।
ମଣ୍ଡଳୀର ସଭାମାନଙ୍କ ରେ ସ୍ତ୍ରୀମାନେ ଚୁପ୍ ରହିବା ଉଚିତ୍। ପରମେଶ୍ବରଙ୍କ ଲୋକମାନଙ୍କର ସମସ୍ତ ମଣ୍ଡଳୀ ରେ ଏହି ନିୟମ ଲାଗୁ ଅଛି। ସ୍ତ୍ରୀ ଲୋକଙ୍କୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମାଶାଙ୍କେ ନିୟମାନୁଯାଯୀ ସମାନେେ ବଶୀଭୂତ ହାଇେ ରହିବା ଉଚିତ୍।
ହେ ପତ୍ନୀମାନେ ! ତୁମ୍ଭମାନେେ ଯେପରି ପ୍ରଭୁଙ୍କ ପ୍ରତି ବଶୀଭୂତା ହାଇେଛ, ସପରେି ନିଜ ସ୍ବାମୀମାନଙ୍କର ବଶୀଭୂତା ହୁଅ।
ପତ୍ନୀଗଣ ! ତୁମ୍ଭର ପତିଙ୍କ ପ୍ରତି ବଶୀଭୂତା ରୁହ। ପ୍ରଭୁଙ୍କ ଅନୁଗାମୀମାନଙ୍କ ଭଳି ଏହା କରିବା ଉଚିତ ଅଟେ।
ଲୋକେ କହିବେ : ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ। ସହେି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବଦନୋ ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସମାନେେ ରକ୍ଷା ପାଇପାରିବେ ନାହିଁ।
ଜଣେ ସ୍ତ୍ରୀଲୋକ ନୀରବ ଭାବରେ ଶୁଣି ଶିକ୍ଷା ଗ୍ରହଣ କରୁ ଓ ତାହାର ବାଧ୍ଯ ହେଉ।
କିନ୍ତୁ ସ୍ତ୍ରୀମାନେ ସନ୍ତନା ପ୍ରସବ କରିବା ଦ୍ବାରା ପରିତ୍ରାଣ ପାଇବେ। ସମାନେେ ନିରନ୍ତର ବିଶ୍ବାସ, ପ୍ ରମେ, ପବିତ୍ରତା ଓ ଆତ୍ମସଂୟମ ସହିତ ଜୀବନଯାପନ କଲେ, ମୁକ୍ତି ପାଇବେ।
ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।
ଠିକ୍ ସହେି ଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା' ହେଲେ, ଯଦି ପତିମାନଙ୍କ ମଧ୍ଯରୁ କେତଜେଣ ପରମେଶ୍ବରଙ୍କ ଶିକ୍ଷା ମାନୁ ନାହାଁନ୍ତି, ସମାନଙ୍କେୁ ବିଶ୍ବାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହବେ ନାହିଁ। ସମାନେେ ସମାନଙ୍କେର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହବେେ।