Home Bibles ଆଦି ପୁସ୍ତକ 3:22 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 3:22 · ଓଡ଼ିଆ ବାଇବେଲ

ସଦାପ୍ରଭୁ ପରମେଶ୍ବର କହିଲେ, ଦେଖ ମନୁଷ୍ଯ ଭଲ ଓ ମନ୍ଦର ବୋଧପ୍ରାପ୍ତ ହାଇେ ଆମ୍ଭମାନଙ୍କ ପରି ଜଣେ ହାଇେଅଛି। ଆଉ ଏବେ ସେ ଯେପରି ହାତବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ଯ ଖାଇବା ଉଚ଼ିତ୍ ନୁହଁ। ଯଦି ସେ ଏହା ଖାଇଥାନ୍ତା, ସେ ଅମର ହାଇେଥାନ୍ତା।

Cross references

ଆଦି ପୁସ୍ତକ 1:26

ଏହାପରେ ପରମେଶ୍ବର କହିଲେ, ଆମ୍ଭମାନେେ ଆପଣା ପ୍ରତିମୂର୍ତ୍ତୀ ରେ ଓ ଆପଣା ସାଦୃଶ୍ଯ ରେ ମନୁଷ୍ଯର ନିର୍ମାଣ କରୁ। ସମାନେେ ଜଳଚ଼ର ମତ୍ସ୍ଯଗଣ ଓ ଆକାଶର ପକ୍ଷୀଗଣ, ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କତ୍ତୁର୍ତ୍ବ କରିବେ। ଏବଂ ପ୍ରେତ୍ୟକକ ଭୂଚ଼ର ପ୍ରାଣୀ ପୃଥିବୀ ଉପରେ ଗମନ କରୁଥିଲା।

ଆଦି ପୁସ୍ତକ 2:9

ସଦାପ୍ରଭୁ ପରମେଶ୍ବର ପ୍ରେତ୍ୟକକ ପ୍ରକାର ବୃକ୍ଷ ଯାହା ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ, ପୃଥିବୀ ରେ ସୃଷ୍ଟି କଲେ। ସହେି ଭାବରେ ଉଦ୍ୟାନ ରେ ମଧ୍ଯଭାଗ ରେ ଜୀବନ ଦାୟକ ବୃକ୍ଷ ଓ ଭଲ ଓ ମନ୍ଦ ବିଷଯ ରେ ଜ୍ଞାନ ଦବୋ ବୃକ୍ଷ ମଧ୍ଯ ଉତ୍ପନ୍ନ କଲେ।

ଆଦି ପୁସ୍ତକ 3:5

ପରମେଶ୍ବର ଜାଣନ୍ତି ଯେ, ଯେତବେେଳେ ତୁମ୍ଭେ ସହେି ବୃକ୍ଷରୁ ଫଳ ଖାଇବ ତବେେ ତୁମ୍ଭମାନଙ୍କର ଚ଼କ୍ଷୁ ଖାଲିୟିବେ ଏବଂ ତୁମ୍ଭେ ପରମେଶ୍ବରଙ୍କ ପରି ହବେ, କାରଣ ତୁମ୍ଭେ ଜାଣିବ କଣ ଭଲ ଏବଂ କଣ ମନ୍ଦ ଅଟେ।

ଆଦି ପୁସ୍ତକ 11:6

ସଦାପ୍ରଭୁ କହିଲେ, ଏହି ସମସ୍ତ ଲୋକ ଏକ ଓ ସମାନଙ୍କେର ଭାଷା ଏକ, ସମାନେେ ଏହି କାମ କରିବାକୁ ଏକତ୍ରିତ ହାଇେଛନ୍ତି। ଏହା ତାଙ୍କର ଆରମ୍ଭ ମାତ୍ର। ସମାନେେ ଯେତବେେଳେ ଯାହା ଚ଼ାହିଁବେ ତାହା କରିବେ।

ଗୀତସଂହିତା 22:26

ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ। ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜଯଗାନ କର। ତୁମ୍ଭର ହୃଦଯ ଚିରଦିନ ପାଇଁ ଜୀବନ୍ତ ରହୁ।

ହିତୋପଦେଶ 3:18

ଜ୍ଞାନ ହେଉଛି ଜୀବନଦାୟକ ବୃକ୍ଷ ସ୍ବରୂପ। ଯେଉଁମାନେ ତା'ର ଆଶ୍ରଯ ନିଅନ୍ତି ସମାନେେ ଜୀବନ ପାଆନ୍ତି। ସହେିମାନେ ବାସ୍ତବ ରେ ଧନ୍ଯ।

ଯିଶାଇୟ 19:12

ହେ ମିଶର, ତୁମ୍ଭର ଜ୍ଞାନୀ ବ୍ଯକ୍ତିଗଣ କେଉଁଠା ରେ ? ସହେି ଜ୍ଞାନୀ ବ୍ଯକ୍ତିଗଣଙ୍କୁ ଜଣାନ୍ତୁ ସର୍ବଶକ୍ତିମାନ ସଦାପ୍ରଭୁ ମିଶର ବିଷଯ ରେ କି ମନ୍ତ୍ରଣା କରିଛନ୍ତି। ସମାନଙ୍କେୁ କ'ଣ ଘଟିବ କୁହନ୍ତୁ।

ଯିଶାଇୟ 47:12

ବର୍ତ୍ତମାନ ତୁମ୍ଭମାନେେ ମାଯାବୀ ୟାଦୁବିଦ୍ଯା ଉପ ରେ ନିର୍ଭର କର, ଯାହା ତୁମ୍ଭମାନେେ ଶିଖିବାକୁ ବହୁତ ପରିଶ୍ରମ କର। ତୁମ୍ଭମାନେେ ସଗେୁଡ଼ିକୁ ବ୍ଯବହାର ରେ ଲଗାଇପାର କିମ୍ବା ସେଥିପାଇଁ ତୁମ୍ଭମାନେେ ଜିତିପାର।

ଯିରିମିୟ 22:23

ହେ ରାଜା, ତୁମ୍ଭେ ଏରସ କାଠ ନିର୍ମିତ ଗୃହ ରେ ଉଚ୍ଚ ପର୍ବତ ଉପ ରେ ବାସ କରି ଲିବା ନୋନ ରେ ରହିଲା ପରି ନିଜକୁ ନିରାପଦ ମନେ କରନ୍ତୁ। ମାତ୍ର ଯେତବେେଳେ ତୁମ୍ଭେ ଶାସ୍ତି ପାଇବ, ତୁମ୍ଭେ ପ୍ରସବ ବଦନୋ ତୁଲ୍ଯ ବିଳାପ କରିବ।

ଯୋହନଲିଖିତ ସୁସମାଚାର 6:48

ମୁଁ ନିଜେ ସହେି ଜୀବନଦାୟକ ଖାଦ୍ୟ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:7

ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:2

ଏହା ନଗରୀର ରାଜପଥ ଦଇେ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବୃକ୍ଷ ରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:14

ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସମାନେେ ଧନ୍ଯ ହବେେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସମାନଙ୍କେର ଅଧିକାର ରହିଛି। ସମାନେେ ନଗରୀ ଭିତରକୁ ନଗରୀ ଦ୍ବାର ଦଇେ ପ୍ରବେଶ କରିପାରିବେ।

Interlinear

Choose Theme