Home Bibles ଆଦି ପୁସ୍ତକ 3:23 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 3:23 · ଓଡ଼ିଆ ବାଇବେଲ

ତେଣୁ ସଦାପ୍ରଭୁ ପରମେଶ୍ବର, ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ। ଓ ସେ ଯେଉଁ ମୃତ୍ତିକାରୁ ସୃଷ୍ଟି ହାଇେଥିଲେ, ତହିଁରେ କୃଷି କର୍ମ କରିବାକୁ ନିୟୁକ୍ତ କଲେ।

Cross references

ଆଦି ପୁସ୍ତକ 2:5

ସହେି ସମୟରେ କୌଣସି ବୁଦା ବା ଘାସ ବଢ଼ିନଥିଲା, ସଦାପ୍ରଭୁ ପୃଥିବୀ ରେ ବର୍ଷା କରାଇ ନଥିଲେ। କାରଣ ପୃଥିବୀର ଯତ୍ନ ନବୋପାଇଁ କହେି ନଥିଲେ।

ଆଦି ପୁସ୍ତକ 2:7

ଏହାପରେ ସଦାପ୍ରଭୁ ପରମେଶ୍ବର ଭୂମିରୁ ଧୂଳି ନଇେ ମନୁଷ୍ଯ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ର ରେ ଫୁଙ୍କ ଦଇେ ପ୍ରାଣ ବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ଯ ଜୀବିତପ୍ରାଣୀ ହେଲା।

ଆଦି ପୁସ୍ତକ 2:8

ଏହାପରେ ସଦାପ୍ରଭୁ ପରମେଶ୍ବର, ଏଦନ୍ର ପୂର୍ବ ଦିଗ ରେ ଏକ ଉଦ୍ୟାନ ରୋପଣ କଲେ, ଏବଂ ସଠାେରେ ସେ ସୃଷ୍ଟି କରିଥିବା ମନୁଷ୍ଯକୁ ରଖିଲେ।

ଆଦି ପୁସ୍ତକ 3:19

ତୁମ୍ଭେ ମରିବା ପର୍ୟ୍ଯନ୍ତ ମୂଖର ଝାଳ ରେ ଆହାର କରିବ, ତୁମ୍ଭେ ଖାଦ୍ୟ ପାଇବା ପାଇଁ କଠିନ ପରିଶ୍ରମ କରିବ। ତୁମ୍ଭେ ଧୂଳିରୁ ନିଆୟାଇଛ, ଏଣୁ ଧୂଳି ରେ ଫରେିୟିବ।

ଆଦି ପୁସ୍ତକ 4:2

ଏହାପରେ ହବା କଯିନର ଭାଇ ଏବଲଙ୍କୁ ଜନ୍ମ କଲେ। ଏବଲ ମଷେପାଳକ ଓ କଯିନ କୃଷକ ହେଲ।

ଆଦି ପୁସ୍ତକ 4:12

ଅତୀତ ରେ ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦଇେ ଆଉ ତୁମ୍ଭର ସବୋ କରିବ ନାହିଁ। ତୁମ୍ଭେ ଗୋଟିଏ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ବୁଲୁଥିବ, ପୃଥିବୀ ରେ ତୁମ୍ଭର ଗୃହ ରହିବ ନାହିଁ।

ଆଦି ପୁସ୍ତକ 9:20

ନୋହ କୃଷକ ହେଲ। ସେ କ୍ଷେତ୍ର ରେ ଦ୍ରାକ୍ଷା ବୃକ୍ଷ ରୋପଣ କଲେ।

ଉପଦେଶକ 5:9

ଏହିସବୁ ପଛ ରେ ଭୂମିରୁ ପାଇଥିବା ଲାଭ ଅଛି। ଏପରିକି କ୍ଷେତ୍ର ଦ୍ବାରା ରାଜା ମଧ୍ଯ ସବେିତ ହୁଅନ୍ତି।

Interlinear

Choose Theme