ସଂନ୍ଧ୍ଯା ସମୟରେ ସଦାପ୍ରଭୁ ପରମେଶ୍ବର ଉଦ୍ୟାନ ମଧିଅରେ ଭ୍ରମଣ କରୁଥିଲେ। ନର ଓ ନାରୀ ଏକଥା ଶୁଣିବାକୁ ପାଇଲେ ଏବଂ ସମାନେେ ପରମେଶ୍ବରଙ୍କ ଠାରୁ ନିଜ ନିଜକୁ ବୃକ୍ଷ ଆଢ଼ୁଆଳ ରେ ଲୁଚ଼ାଇ ରଖିଲେ।
Cross references
ମନୁଷ୍ଯ ଉତ୍ତର ଦେଲେ, ମୁଁ ତୁମ୍ଭେ ଉଦ୍ୟାନ ରେ ଚ଼ାଲିବାର ଶୁଣିଲି। ମୁଁ ଭୟ କଲି, ମୁଁ ଉଲଗ୍ନ ଥିଲି ତେଣୁ ମୁଁ ଲୁଚ଼ିଲି।
ତୁମ୍ଭେ ଯେପରି ଶକ୍ସ୍ଟଣିଅଛ, ସପରେି ଅନ୍ୟ କୌଣସି ଦେଶୀଯ ଲୋକ ପରମେଶ୍ବରଙ୍କର କଥା ଅଗ୍ନି ମଧ୍ଯରକ୍ସ୍ଟ କହିବାର ଶକ୍ସ୍ଟଣି ବଞ୍ଚିଲେ?
କିନ୍ତୁ ଯଦି ଆମ୍ଭମାନେେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ବାକ୍ଯ ଅଧିକ ଶକ୍ସ୍ଟଣକ୍ସ୍ଟ, ତା ନ ହେଲେ ଆମ୍ଭମାନେେ ମୃତକ୍ସ୍ଟ୍ଯବରଣ କରିବକ୍ସ୍ଟ। ସହେି ଭୟଙ୍କର ଅଗ୍ନି ଆମ୍ଭମାନଙ୍କୁ ଧ୍ବଂସ କରିବ। ଆମ୍ଭମାନେେ ମରିବାକକ୍ସ୍ଟ ଚାହକ୍ସ୍ଟଁ ନାହକ୍ସ୍ଟଁ।
ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତକ୍ସ୍ଟମ୍ଭ ହସ୍ତ ରେ ତୁମ୍ଭର ଶତୃମାନଙ୍କୁ ସମର୍ପଣ କରିବ ପାଇଁ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ଛାଉଣୀ ମଧିଅରେ ଗମନାଗମନ କରନ୍ତି। ଏଥିପାଇଁ ସେ ଯେପରି ତୁମ୍ଭମାନଙ୍କ ମଧିଅରେ ଲଜ୍ଜାକର ବିଷଯ ନ ଦେଖନ୍ତି ଓ ତକ୍ସ୍ଟମ୍ଭ ନିକଟରକ୍ସ୍ଟ ବିମକ୍ସ୍ଟଖ ନ ହକ୍ସ୍ଟଅନ୍ତି। ଏଥିପାଇଁ ତୁମ୍ଭର ଛାଉଣୀ ସର୍ବଦା ପବିତ୍ର ହବୋ ଉଚିତ୍।
ଘନ ବାଦଲ ପରମେଶ୍ବରଙ୍କୁ ଆମ୍ଭଠାରୁ ଲୁଚାଇ ରେଖ, ତେଣୁ ସେ ଆମ୍ଭକୁ ଦେଖିପାରନ୍ତି ନାହିଁ। ସେ ଆକାଶ ସୀମାର ଉପରେ ଚାଲି ପାରନ୍ତି ?
ଅନ୍ୟ ଲୋକମାନେ ସମାନଙ୍କେର ପାପକୁ ଗୁପ୍ତ ରଖିବାକୁ ଚାହାଁନ୍ତି। ମୁଁ କବେେ ମାରେ ଦୋଷକୁ ଲୁଚାଏ ନାହିଁ।
ପରମେଶ୍ବର ଲୋକମାନଙ୍କର କାର୍ୟ୍ଯ ପଳାପକୁ ଲକ୍ଷ୍ଯ କରନ୍ତି। ପରମେଶ୍ବର ମଣିଷର ପ୍ରେତ୍ୟକକ ପାଦ ଗତିକୁ ଜାଣନ୍ତି।
ତା'ପରେ ସଦାପ୍ରଭୁ ଆୟୁବକୁ ଘୂର୍ଣ୍ଣିବାଯୁ ମଧ୍ଯରୁ ଉତ୍ତର ଦଇେ କହିଲେ,
ହେ ସଦାପ୍ରଭୁ, ତୁମ୍ଭେ ମାେତେ ପରୀକ୍ଷା କରିଅଛ। ତୁମ୍ଭେ ମାରେ ସମସ୍ତ ବିଷଯରେ ଜାଣିଅଛ।
ସଦାପ୍ରଭୁ ସର୍ବଦା ସବୁଠା ରେ ଘଟୁଥିବା ଘଟଣାକୁ ଦେଖନ୍ତି। ସେ ଅଧମ ଓ ଉତ୍ତମ ଲୋକମାନଙ୍କୁ ମଧ୍ଯ ନୀରିକ୍ଷଣ କରନ୍ତି।
ସଦାପ୍ରଭୁ କହନ୍ତି, କୌଣସି ବ୍ଯକ୍ତି ଆମ୍ଭଠାରୁ ନିଜକୁ ଗୋପନୀଯ କରି ରହିପାରିବ ନାହିଁ। କାରଣ ଆମ୍ଭେ ସ୍ବର୍ଗ ଓ ମର୍ତ୍ତ୍ଯ ସବୁଠା ରେ ବ୍ଯାପି ରହିଅଛୁ।
ଯଦି ସମାନେେ ଭୂମି ଖାେଳି ପାତାଳକୁ ଯିବେ, ସଠାରୁେ ମଧ୍ଯ ଆମ୍ଭେ ସମାନଙ୍କେୁ ଟାଣି ଆଣିବା। ଯଦି ସମାନେେ ସ୍ବର୍ଗକୁ ୟାଆନ୍ତି, ଆମ୍ଭେ ସମାନଙ୍କେୁ ସହେି ସ୍ଥାନରୁ ମଧ୍ଯ ତଳକୁ ଖସାଇ ଆଣିବା।
ୟୂନସ ପରମେଶ୍ବରଙ୍କ କଥା ମାନିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟିବାକୁ ଚେଷ୍ଟା କଲା। ସେ ୟୋଫୋକୁ ଗ୍ଭଲିଗଲା। ସେ ଦେଖିଲା ଗୋଟିଏ ନେ ୗକା ସୁଦୂର ତର୍ଶୀଶ ନଗରୀକୁ ଯାଉଥିଲା। ସେ ଅର୍ଥ ଦଇେ ସହେି ନେ ୗକା ରେ ୟାତ୍ରା କଲା। ସେ ତର୍ଶୀଶ ଯାଉଥିବା ଲୋକମାନଙ୍କ ସହିତ ଭ୍ରମଣ କରିବାକୁ ଇଚ୍ଛା କଲା ଏବଂ ସଦାପ୍ରଭୁଙ୍କଠାରୁ ଦୂ ରଇେ ଗଲା।
ୟୂନସ ସହେି ନାବିକମାନଙ୍କୁ କହିଲେ, ମୁଁ ଜଣେ ହିବ୍ରୁ ଏବଂ ସଦାପ୍ରଭୁଙ୍କୁ ଉପାସନା କରେ ୟିଏକି ସ୍ବର୍ଗର ପରମେଶ୍ବର। ସହେି ହେଉଛନ୍ତି ପରମେଶ୍ବର ୟିଏକି ସମୁଦ୍ର ଓ ଦେଶର ସୃଷ୍ଟିକର୍ତ୍ତା।
ସମାନେେ ହୃଦୟ ରେ ଜାଣି ପାରନ୍ତି ଯେ କଣ ଠିକ୍ ଓ କଣ ଭୁଲ୍। ଯାହା ଠିକ୍ ତାହା ବ୍ଯବସ୍ଥା ଚ଼ା ହେଁ। ସମାନେେ ଠିକ୍ ଓ ଭୁଲ୍ ବିଷୟ ରେ ଯାହା ଅନୁଭବ କରନ୍ତି, ତାହା ଦଖାଇେ ମଧ୍ଯ ଦିଅନ୍ତି। େ ବେଳବେଳେ ସମାନଙ୍କେ ବିଚ଼ାର ସମାନଙ୍କେୁ କୁ ହେ ଯେ, ସମାନେେ ମନ୍ଦ କାମ କଲେ, ସମାନେେ ଦୋଷୀ ହୁଅନ୍ତି ଓ େ ବେଳବେଳେ ସମାନଙ୍କେର ବିଗ୍ଭର ସମାନଙ୍କେୁ କୁ ହେ ଯେ, ସମାନେେ ଉତ୍ତମ କାମ କଲେ, ସମାନେେ ନିଜକୁ ଦୋଷୀ ବିବଚେିତ କରନ୍ତି ନାହିଁ।
ସମଗ୍ର ବିଶ୍ବ ରେ ପରମେଶ୍ବରଙ୍କ ଦୃଷ୍ଟି ରେ କୌଣସି କଥା ଲୁଚି ରହି ପା ରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁ କିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖ ରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁ ରେ ତହିଁର ହିସାବ ଦବୋକୁ ହବେ।