ଆଦି ପୁସ୍ତକ 30:14 · ଓଡ଼ିଆ ବାଇବେଲ
ଅନନ୍ତର ଗହମ କଟା ସମୟରେ ରୁବନ୍େ ବାହା ରେ ୟାଇ କ୍ଷତରେୁ ଦୂଦାଫଳ ପାଇଆଣି ଆପଣାମାତା ଲୟୋକୁ ଦଲୋ। ତହୁଁ ରାହେଲ ଲୟୋକୁ କହିଲା, ଦୟାକରି ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମାେତେ ଦିଅ।
Cross references
ଆଦି ପୁସ୍ତକ 25:30
ତହୁଁ ସେ ଯାକୁବକୁ କହିଲା, ମୁଁ ବହୁତ ଥକି ୟାଇଛି ମତେ ଦୟାକରି ସହେି ଲାଲ ପଦାର୍ଥରୁ କିଛି ଦିଅ। ଏହି ନାମନ୍ତେ ତା'ର ନାମ ଇଦୋମ ନାମ ରେ ଖ୍ଯାତ ହେଲେ।
ପରମଗୀତ 7:13
ଦୂଦା ଫୁଲ ସୁବାସ ହେଉଅଛି। ଆମ୍ଭମାନଙ୍କ ଦ୍ବାର ନିକଟରେ ସର୍ବପ୍ରକାର ବହୁମୂଲ୍ଯ ତଟକା ଫଳ ଓ ଶୁଖିଲା ଫଳ ଅଛି। ହେ ମାରେ ପ୍ରିଯତମ, ଏସବୁ ମୁଁ ତୁମ୍ଭ ପାଇଁ ରଖିଅଛି।
ଯିହିଜିକଲ 48:25
ପୂର୍ବ ସୀମାରୁ ମହହା ସମୁଦ୍ର ପର୍ୟ୍ଯନ୍ତ ପ୍ରେତ୍ୟକକ ପରିବାରବର୍ଗଙ୍କର ଗୋଟିଏ ଗୋଟିଏ ବିଭାଗ ଭୂମି ରହିବ।