ଲୟୋ କହିଲା, ମୁଁ ସ୍ବାମୀ ପାଇଁ ଆପଣା ଦାସୀକୁ ଦଇେଥିଲି, ପରମେଶ୍ବର ତାହାର ବର୍ତ୍ତନ ମାେତେ ଦଇେଛନ୍ତି। ଏଥିପାଇଁ ସେ ତାହାର ନାମ ଇଷାଖର ରଖିଲା।
Cross references
ସମାନଙ୍କେ ମଧିଅରେ ରୁବନ୍େ ଯାକୁବଙ୍କର ଜେଷ୍ଠ ପୁତ୍ର। ଶିମିୟୋନ, ଲବେୀ, ୟହୁଦା, ଇଷାଖର ଓ ସବୂଲୂନ ଏମାନେ ଲୟୋର ସନ୍ତାନ।
ଇଷାଖର ପୁତ୍ର: ତାେଲୟ, ପୂଯ, ୟୋବ ଓ ଶିମ୍ରୋନ୍।
ସେ ଗୋଟିଏ ଗଧ ପରି କଠିନ ପରିଶ୍ରମ କରିବ। ଭାରି ବୋଝ ବହିଲା ପରେ ସେ ଶୁଏ।
ମାଶାେ ସବୂଲୂନ୍ଙ୍କ ବିଷଯ ରେ ଏହିକଥା କହିଲେ, ହେ ସବୂଲୂନ୍, ଯେତବେେଳେ ତୁମ୍ଭେ ବାହାରକକ୍ସ୍ଟ ଯାଉଛ, ଖକ୍ସ୍ଟସି ହକ୍ସ୍ଟଅ। ଇଷାଖର ତୁମ୍ଭେ ଆପଣା ତମ୍ବୁ ରେ ଆନନ୍ଦିତ ହକ୍ସ୍ଟଅ।
ଇଷାଖର ଗୋଷ୍ଠୀରୁ 200 ଜଣ ଜ୍ଞାନୀ ନେତା ଥିଲେ। ସହେି ବ୍ଯକ୍ତିମାନେ ଇଶ୍ରାୟେଲ ନିମନ୍ତେ ଯଥାର୍ଥ ସମୟରେ କି ପ୍ରକାର କର୍ମ କରିବା ଉଚିତ୍, ତାହା ବୁଝିପାରୁଥିଲେ। ସମାନଙ୍କେର ଆତ୍ମୀଯମାନେ ସମାନଙ୍କେ ସହିତ ରେ ଓ ସମାନଙ୍କେ ଅଧୀନ ରେ ଥିଲେ।
ଶିମିୟୋନ ପରିବାରବର୍ଗରୁ 12,000, ଲେବୀ ପରିବାରବର୍ଗରୁ 12,000, ଇସାଖର ପରିବାରବର୍ଗରୁ 12,000