Home Bibles ଆଦି ପୁସ୍ତକ 30:25 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 30:25 · ଓଡ଼ିଆ ବାଇବେଲ

ରାହେଲ ଯୋଷଫେକୁ ଜନ୍ମ ଦବା ପରେ, ଯାକୁବ ଲାବନକୁ କହିଲେ, ଏବେ ମାେତେ ମାରେ ନିଜ ଦେଶ ୟିବାକୁ ଦିଅ।

Cross references

ଆଦି ପୁସ୍ତକ 18:33

ସଦାପ୍ରଭୁ ଅବ୍ରହାମଙ୍କ ସହିତ କଥା ଶଷେ କଲାପରେ, ସଦାପ୍ରଭୁ ସଠାରୁେ ବିଦାଯ ନେଲେ ଓ ଏହାପରେ ଅବ୍ରହାମ ତାଙ୍କ ତମ୍ବୁକୁ ଫରେିଲେ।

ଆଦି ପୁସ୍ତକ 24:6

ଅବ୍ରହାମ ତାଙ୍କୁ କହିଲେ, ନା ମାରେ ପୁତ୍ରକୁ ସଠାେକୁ ନବେ ନାହିଁ।

ଆଦି ପୁସ୍ତକ 24:54

ଏହାପରେ ସେ ଏବଂ ତାଙ୍କର ଲୋକମାନେ ଖାଇପିଇ ବିଶ୍ରାମ ନେଲେ। ତା'ପର ଦିନ ପ୍ରଭାତରୁ ସମାନେେ ଉଠି କହିଲେ, ବର୍ତ୍ତମାନ ଆମ୍ଭେ ଆମ୍ଭ କର୍ତ୍ତାଙ୍କ ପାଖକୁ ଫରେିୟିବୁ।

ଆଦି ପୁସ୍ତକ 24:56

କିନ୍ତୁ ତାଙ୍କର ଦାସ କହିଲେ, ମାେତେ ଅପେକ୍ଷା କରିବାକୁ କୁହ ନାହିଁ। ସଦାପ୍ରଭୁ ମାରେ ୟାତ୍ରା ସଫଳ କରିଅଛନ୍ତି। ବର୍ତ୍ତମାନ ମାେତେ ମାରେ କର୍ତ୍ତାଙ୍କ ଗୃହକୁ ଫରେିବାକୁ ଦିଅ।

ଆଦି ପୁସ୍ତକ 26:3

ତୁମ୍ଭେ ଏହି ଦେଶ ରେ ପ୍ରବାସ କର। ତହିଁରେ ମୁଁ ତୁମ୍ଭକୁ ସାହାୟ୍ଯ ଓ ଆଶୀର୍ବାଦ କରିବି। ପୁଣି ମୁଁ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦବେି। ତୁମ୍ଭ ପିତା ଅବ୍ରାହାମଙ୍କ ନିକଟରେ କରିଥବା ଶପଥ ମୁଁ ସଫଳ କରିବି।

ଆଦି ପୁସ୍ତକ 27:44

ତାଙ୍କ ପାଖ ରେ ଅଳ୍ପ ସମୟ ପାଇଁ ରୁହ। ତୁମ୍ଭ ଭାଇର ରାଗ ଶାନ୍ତ ହବୋ ପର୍ୟ୍ଯନ୍ତ ତୁମ୍ଭେ ସଠାେରେ ରୁହ।

ଆଦି ପୁସ୍ତକ 28:13

ଏବଂ ଯାକୁବ ଦେଖିଲେ ସଦାପ୍ରଭୁ ସହେି ସିଢ଼ି ପାଖ ରେ ଛିଡ଼ା ହାଇେଛନ୍ତି। ସଦାପ୍ରଭୁ କହୁଥିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ବର, ମଧ୍ଯ ଇସ୍ହାକର ପରମେଶ୍ବର। ତୁମ୍ଭେ ଶାଇେଥିବା ଭୂମି ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ତାହା ଦବୋ।

ଆଦି ପୁସ୍ତକ 28:15

ମୁଁ ତୁମ୍ଭ ସହିତ ଅଛି। ମୁଁ ତୁମ୍ଭକୁ ସବୁଠା ରେ ସୁରକ୍ଷା ଦବେି। ପୁଣି ଆମ୍ଭେ ତୁମ୍ଭକୁ ଏହି ଭୂମିକୁ ଫରୋଇ ଆଣିବୁ। ଆମ୍ଭର ପ୍ରତିଜ୍ଞା ପୂର୍ଣ୍ଣ ନ ହବୋ ପର୍ୟ୍ଯନ୍ତ ଆମ୍ଭ ତୁମ୍ଭକୁ ଛାଡୁ ନାହୁଁ।

ଆଦି ପୁସ୍ତକ 31:13

ମୁଁ ବେଥଲରେ ସହେି ପରମେଶ୍ବର। ଯେଉଁଠା ରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଠିଆ କରିଥିଲ। ଏବଂ ମାେ ପାଖ ରେ ଏକ ଶପଥ କରିଥିଲ। ବର୍ତ୍ତମାନ ଉଠ ଏବଂ ଏହି ଭୂମି ପରିତ୍ଯାଗ କର ଏବଂ ତୁମ୍ଭର ଗୃହକୁ ୟାଅ।'

ଆଦି ପୁସ୍ତକ 31:55

ଏହାପରେ ଲାବନ ପ୍ରଭାତ ରେ ଉଠି ଆପଣା କନ୍ଯାଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲା। ଏହିରୂପେ ଲାବନ ସ୍ବସ୍ଥାନକୁ ଫରେିଗଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:4

ତେଣୁ ସେ କଲଦୀୟମାନଙ୍କ ସ୍ଥାନ ତ୍ଯାଗ କରି ହାରଣ ରେ ବାସ କଲେ। ତାହାଙ୍କ ପିତାଙ୍କ ମୃତ୍ଯୁ ପରେ ପରମେଶ୍ବର ତାହାଙ୍କୁ ଏଠାକୁ ଆଣିଲେ, ଯେଉଁଠି ତୁମ୍ଭମାନେେ ବର୍ତ୍ତମାନ ରହୁଛ।

ଏବ୍ରୀ 11:9

ପରମେଶ୍ବର ପ୍ରତିଜ୍ଞା ଅନୁସାରେ ଅବ୍ରହାମ ସହେି ସ୍ଥାନ ରେ ରହିଲେ। ସେ ଜଣେ ଯାତ୍ରୀ ଭଳି ରହିଲେ, ଜଣେ ବାସିନ୍ଦା ଭଳି ନୁହେଁ। ବିଶ୍ବାସ ଥିବା ହତେୁ ସେ ଏପରି କଲେ। ଇସ୍ହାକ ଓ ଯାକୁବଙ୍କ ସହିତ ଅବ୍ରହାମ ତମ୍ବୁ ରେ ରହିଲେ। ଇସ୍ହାକ ଓ ଯାକୁବ ମଧ୍ଯ

ଏବ୍ରୀ 11:15

ଯଦି ସମାନେେ ପୂର୍ବରୁ ଛାଡ଼ି ଥିବା ଦେଶ ବିଷୟ ରେ ଭାବୁ ଥିଲେ, ସମାନେେ ସହେି ସ୍ଥାନକୁ ଫରେିବାକୁ ଗୋଟିଏ ସୁଯୋଗ ଖାଜେି ପାଇ ପାରିଥାଆନ୍ତେ।

Interlinear

Choose Theme