Home Bibles ଆଦି ପୁସ୍ତକ 30:29 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 30:29 · ଓଡ଼ିଆ ବାଇବେଲ

ଯାକୁବ ଉତ୍ତର ଦଲୋ, ତୁମ୍ଭେ ଜାଣ ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କରିଛି। ମୁଁ ତୁମ୍ଭର ପଶୁଗଣକୁ ବୃଦ୍ଧି କରିଅଛି। ଏବଂ ତାଙ୍କର ବହୁ ଯତ୍ନ ନଇେଅଛି।

Cross references

ଆଦି ପୁସ୍ତକ 30:5

ଏହାପରେ ବିଲହା ଗର୍ଭବତୀ ହାଇେ ପିଲାଜନ୍ମ କଲା।

ଆଦି ପୁସ୍ତକ 31:6

ତୁମ୍ଭେ ଉଭୟ ଜାଣ ମୁଁ ତୁମ୍ଭ ପିତାଙ୍କ ପାଇଁ ପାରୁପର୍ୟ୍ଯନ୍ତ ଖଟିଛି।

ଆଦି ପୁସ୍ତକ 31:38

ମୁଁ ତୁମ୍ଭ ପାଇଁ କୋଡ଼ିଏ ବର୍ଷ କଠିନ ପରିଶ୍ରମ କରିଅଛି। ସହେି ସମସ୍ତ ସମୟରେ ତୁମ୍ଭର ମଷେ ଓ ଛଳେିଗୁଡ଼ିକ ଗର୍ଭପାତ ହାଇନୋହିଁ, କିମ୍ବା ମୁଁ ସଗେୁଡ଼ିକୁ ଖାଇୟାଇ ନାହିଁ।

ମାଥିଉଲିଖିତ ସୁସମାଚାର 24:45

କିଏ ବିଶ୍ବାସ ଯୋଗ୍ଯ ଓ ବିଜ୍ଞ ଚ଼ାକର? ୟିଏ ଅନ୍ୟ ଚ଼ାକରମାନଙ୍କୁ ଠିକ୍ ସମୟରେ ସମାନଙ୍କେର ଖାଦ୍ୟ ଦବେ, ମାଲିକ ସହେିଭଳି ଚ଼ାକରକୁ ବିଶ୍ବାସ କରିଥାନ୍ତି। କିଏ ସେ ଚ଼ାକର, ସହେି କାମ କରିବା ପାଇଁ, ସେ କେଉଁ ଚ଼ାକରକୁ ବିଶ୍ବାସ କରିବେ?

ଏଫିସୀୟଙ୍କ ପ୍ରତି ପତ୍ର 6:5

ହେ ଦାସମାନେ ! ପୃଥିବୀ ରେ ତୁମ୍ଭ ମାଲିକମାନଙ୍କର ଆଜ୍ଞା, ଭୟ ଓ ସମ୍ମାନ ସହିତ, ନିଷ୍ଠାପୂର୍ଣ୍ଣ ହୃଦୟ ରେ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କ ଆଜ୍ଞା ପାଳନ କଲା ଭଳି ତୁମ୍ଭେ ଏହା କର।

କଲସୀୟଙ୍କ ପ୍ରତି ପତ୍ର 3:22

ସବେକଗଣ ! ଏହି ପୃଥିବୀ ରେ ପ୍ରେତ୍ୟକକ କଥା ରେ ନିଜର ମାଲିକମାନଙ୍କ ଆଜ୍ଞା ପାଳନ କର। ଯେତବେେଳେ ମାଲିକ ଦେଖୁ ନାହାଁନ୍ତି, ସେତବେେଳେ ମଧ୍ଯ ଓ ସର୍ବଦା ତାହାଙ୍କ ଆଜ୍ଞା ପାଳନ କର। ଏପରି କରିବା ଦ୍ବାରା ତୁମ୍ଭମାନେେ ପ୍ରକୃତ ରେ ମନୁଷ୍ଯକୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁ ନାହଁ, ବରଂ ପ୍ରଭୁଙ୍କୁ ସମ୍ମାନ ଦେଉଥିବାରୁ, ତୁମ୍ଭମାନେେ ନିଷ୍ଠାପର ସହିତ ଆଜ୍ଞା ପାଳନ କର।

ତୀତସଙ୍କ ପ୍ରତି ପତ୍ର 2:9

ମୂର୍ଖତାପୂର୍ଣ୍ଣ ତର୍କବିତର୍କ, ବଂଶାବଳୀ ବିଷୟ ରେ ୟୁକ୍ତି, ଝଗଡ଼ା, ମାଶାଙ୍କେ ବ୍ଯବସ୍ଥା ଶିକ୍ଷାଗୁଡ଼ିକ ବିଷୟକ ସଂଘର୍ଷ ଠାରୁ ଦୂର ରେ ରୁହ। ସଗେୁଡ଼ିକ ମୂଲ୍ଯହୀନ ଓ ଲୋକମାନଙ୍କୁ ସାହାୟ୍ଯ କରେ ନାହିଁ।

ପିତରଙ୍କ ପ୍ରଥମ ପତ୍ 2:15

ଅତଏବ ଭଲ କାମ କରିବା ଦ୍ବାରା, ଯେଉଁମାନେ ତୁମ୍ଭ ବିଷୟ ରେ ନିର୍ବୋଧ କଥାଗୁଡ଼ିକ କୁହନ୍ତି, ସମାନଙ୍କେ ମୁହଁ ବନ୍ଦ ହାଇଯେିବ।

ପିତରଙ୍କ ପ୍ରଥମ ପତ୍ 2:18

ହେ କ୍ରୀତଦାସଗଣ ! ତୁମ୍ଭ ମାଲିକର ଶାସନକୁ ସମ୍ମାନର ସହିତ ଗ୍ରହଣ କର। ତୁମ୍ଭମାନେେ ଭଲ ଓ ଭଦ୍ର ମାଲିକ ଏବଂ ମନ୍ଦ ମାଲିକର ମଧ୍ଯ ଆଜ୍ଞା ପାଳନ କରିବା ଉଚିତ।

Interlinear

Choose Theme