Home Bibles ଆଦି ପୁସ୍ତକ 30:4 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 30:4 · ଓଡ଼ିଆ ବାଇବେଲ

ତେଣୁ ରାହେଲ ବିଲହାକୁ ଆଣି ଯାକୁବକୁ ଦଲୋ, ଯାକୁବ ତାହା ସହିତ ସହବାସ କଲେ।

Cross references

ଆଦି ପୁସ୍ତକ 16:3

ଅବ୍ରାମ କିଣାନ ଦେଶ ରେ ଦଶ ବର୍ଷ କଟାଇଲାପରେ ଏହିପରି ହାଇେଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀଯ ଦାସୀ ହାଗାରକୁ ତାଙ୍କ ସ୍ବାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳ ରେ ସେ ତା' ସହିତ ସହବାସ କରିପାରିବ।

ଆଦି ପୁସ୍ତକ 21:10

ସାରା ଅବ୍ରହାମକୁ କହିଲା, ସହେି ଦାସୀ ଓ ତା'ର ପୁତ୍ରକୁ ଦୂରସ୍ଥାନକୁ ତଡ଼ିଦିଅ। ଯେତବେେଳେ ଆମ୍ଭେ ମରିୟିବା ମାରେ ପୁତ୍ର ଇସ୍ହାକ ଆମ୍ଭର ଉତ୍ତରାଧିକାରୀ ହବେ। ମୁଁ ସହେି ଦାସୀର ପୁତ୍ର, ଇସ୍ହାକ ସହିତ ଅଂଶ ଅଧିକାର ପାଉ ବୋଲି ଚା ହେଁ ନାହିଁ।

ଆଦି ପୁସ୍ତକ 22:24

ଏବଂ ନାହାରରେ ରୂମା ନାମ୍ନୀ ଦାସୀଠାରୁ ଟବହେ, ଗହନ୍, ତହଶ୍ ଓ ମାଖା ଏମାନେ ଜନ୍ମ ନେଲେ।

ଆଦି ପୁସ୍ତକ 25:1

ଅବ୍ରହାମ ପୁନ୍ନରାଯ ବିବାହ କଲେ, ତାଙ୍କର ନୂତନ ସ୍ତ୍ରୀର ନାମ ଥିଲା କଟୂରା।

ଆଦି ପୁସ୍ତକ 25:6

ଅବ୍ରହାମ ମୃତ୍ଯୁ ପୂର୍ବରୁ ସେ ଦାମୀମାନଙ୍କ ପୁତ୍ରଗଣଙ୍କୁ କିଛି ଉପହାର ଦେଲେ ଓ ସହେି ପୁତ୍ରଗଣଙ୍କୁ ପୂର୍ବ ଦିଗସ୍ଥ ଦେଶ ରେ ରହିବାକୁ ବିଦାଯ କଲେ। ସେ ସମାନଙ୍କେୁ ଇସ୍ହାକଠାରୁ ହୂରକୁ ପଠାଇଲେ। ତା'ପରେ ଅବ୍ରହାମ ତାଙ୍କର ସମସ୍ତ ସମ୍ପତ୍ତି ଇସ୍ହାକକୁ ଦେଲେ।

ଆଦି ପୁସ୍ତକ 29:29

ଲାବନ ରାହେଲର ଦାସୀ ନିମନ୍ତେ ସେ ଆପଣାର ବିଲହା ନାମ୍ନୀ ଦାସୀକି ଦଲୋ।

ଆଦି ପୁସ୍ତକ 33:2

ଯାକୁବ, ଆଲଗ ଦୁଇ ଦାସୀ ଓସସମାନଙ୍କର ସନ୍ତାନଗଣଙ୍କୁ ତା' ପଲଛସଲୟା ଓ ତା'ର ସନ୍ତାନଗଣ, ସବା ଶଲଷସର ରାଲହଲ ଓସଯାଲଷଫକୁ ରଖିଲଲ।

ଆଦି ପୁସ୍ତକ 35:22

ଇଶ୍ରାୟେଲ ଯେତବେେଳେ ସଠାେରେ ରହୁଥିଲେ, ରୁବନ୍େ ୟାଇ ଏବଂ ବିଲହା ସହିତ ଶଯନ କଲା। ୟିଏ ଇଶ୍ରାୟେଲର ଉପପତ୍ନୀ ଥିଲା। ଏହି ବିଷଯ ରେ ଇଶ୍ରାୟେଲ ଜାଣିବାକୁ ପାଇଲେ।

ଆଦି ପୁସ୍ତକ 46:25

ଏମାନେ ବିଲହାର ପୁତ୍ରଗଣ ଥିଲେ। ଲାବନ ବିଲହାକୁ ସବେିକାରୂପେ ତା'ର କନ୍ଯା ରାହେଲକୁ ଦେଲେ। ତେଣୁ ଯାକୁବଙ୍କର ସାତଜଣ ବଂଶଧର ବିଲହାଠାରୁ ଜନ୍ମ ହାଇେଥିଲେ।

ଦିତୀୟ ଶାମୁୟେଲ 12:11

ସଦାପ୍ରଭୁ ଏକଥା କହନ୍ତି, 'ମୁ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ବିପତ୍ତି ଆଣିବାକକ୍ସ୍ଟ ଯାଉଅଛି ଏବଂ ଏବା ତକ୍ସ୍ଟମ୍ଭ ପରିବାରରକ୍ସ୍ଟ ଆସିବ। ମୁ ତୁମ୍ଭର ସ୍ତ୍ରୀମାନଙ୍କୁ ନଇୟିବେି ଓ ତୁମ୍ଭର ଅତି ନିଜର ଲୋକକୁ ଦବେି। ସେ ସମାନଙ୍କେ ସହିତ ଶଯନ କରିବ ଏବଂ ପ୍ରେତ୍ୟକକ ତାହା ଜାଣିବେ।

Interlinear

Choose Theme