Home Bibles ଆଦି ପୁସ୍ତକ 30:5 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 30:5 · ଓଡ଼ିଆ ବାଇବେଲ

ଏହାପରେ ବିଲହା ଗର୍ଭବତୀ ହାଇେ ପିଲାଜନ୍ମ କଲା।

Cross references

ଆଦି ପୁସ୍ତକ 30:29

ଯାକୁବ ଉତ୍ତର ଦଲୋ, ତୁମ୍ଭେ ଜାଣ ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କରିଛି। ମୁଁ ତୁମ୍ଭର ପଶୁଗଣକୁ ବୃଦ୍ଧି କରିଅଛି। ଏବଂ ତାଙ୍କର ବହୁ ଯତ୍ନ ନଇେଅଛି।

ଆଦି ପୁସ୍ତକ 35:22

ଇଶ୍ରାୟେଲ ଯେତବେେଳେ ସଠାେରେ ରହୁଥିଲେ, ରୁବନ୍େ ୟାଇ ଏବଂ ବିଲହା ସହିତ ଶଯନ କଲା। ୟିଏ ଇଶ୍ରାୟେଲର ଉପପତ୍ନୀ ଥିଲା। ଏହି ବିଷଯ ରେ ଇଶ୍ରାୟେଲ ଜାଣିବାକୁ ପାଇଲେ।

ଗଣନା ପୁସ୍ତକ 1:5

ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହବେ, ସମାନଙ୍କେର ନାମ ଏହି;

ଗଣନା ପୁସ୍ତକ 1:38

ଦାନ ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।

ପ୍ରଥମ ବଂଶାବଳୀ 2:1

ଇଶ୍ରାୟେଲଙ୍କର ପୁତ୍ରମାନେ ଥିଲେ ରୁବନ୍େ,ଶିମିଯୋନ, ଲବେୀ, ଯିହୁଦା, ଇଷାଖର, ସବୂଲୂନ

ମାଥିଉଲିଖିତ ସୁସମାଚାର 1:2

ଅବ୍ରହାମ ଇସ୍ହାକଙ୍କ ବାପା

Interlinear

Choose Theme