Home Bibles ☰ Books ଆଦି ପୁସ୍ତକ 30:7 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 30:7 · ଓଡ଼ିଆ ବାଇବେଲ

ରାହେଲର ଦାସୀ ବିଲହା ଆଉଥରେ ଗର୍ଭବତୀ ହେଲା ଏବଂ ସେ ଯାକୁବଙ୍କ ପାଇଁ ଦ୍ବୀତୀଯ ପୁତ୍ର ଜନ୍ମ କଲା।

Cross references

ଆଦି ପୁସ୍ତକ 46:24

ନପ୍ତାଲିର ପୁତ୍ର ୟହସିଯଲେ, ଗୂନି, ଯେତ୍ସର ଓ ଶିଲମେ ଥିଲେ।

ଗଣନା ପୁସ୍ତକ 1:42

ନପ୍ତାଲି ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।

ଯିହିଜିକଲ 48:3

ଏହା ଦମ୍ମେଶକ ଓ ହମାତର ସୀମା ଉପ ରେ ଥିଲା।

Interlinear

Choose Theme