ରାହେଲ କହିଲା, ମୁଁ ମାରେ ଭଉଣୀ ସହିତ ସଂଘର୍ଷ କରି ଜଯ କଲି। ଏଣୁ କରି ସେ ତାଙ୍କର ନାମ ନପ୍ତାଲି ରଖିଲେ।
Cross references
ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧିଅରେ ପରମେଶ୍ବରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନ ରେ ଯେ କୌଣସି ସ୍ଥାନ ରେ କବର ଦଇପୋରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କହେି ଅଟକାଇବୁ ନାହିଁ।
ଯାକୁବ ଏକୁଟିଆ ରହିଗଲେ ଏବଂ ଜଣେ ମନୁଷ୍ଯ ତାଙ୍କ ସହିତ ସକାଳ ପର୍ୟ୍ଯନ୍ତ ମଲ୍ଲ ୟୁଦ୍ଧ କଲେ।
ଦାନ ଓ ନପ୍ତାଲି ରାହେଲର ଦାସୀ ବିଲ୍ଲହାର ସନ୍ତାନ।
ନପ୍ତାଲିର ପୁତ୍ର ୟହସିଯଲେ, ଗୂନି, ଯେତ୍ସର ଓ ଶିଲମେ ଥିଲେ।
ନପ୍ତାଲି ମନୋହର ଏକ ହରିଣୀ ସ୍ବରୂପ, ସେ ଆନନ୍ଦଦାୟକ ବାକ୍ଯ କହିବ।
ଏହି ଶିଳାବୃଷ୍ଟି ୟଥେଷ୍ଟ ହେଲା! ସଦାପ୍ରଭୁଙ୍କୁ କୁହ ଏହି ବୃଷ୍ଟି ବନ୍ଦ କରିବା ପାଇଁ ଏବଂ ମୁଁ ତୁମ୍ଭର ଲୋକମାନଙ୍କୁ ଛାଡି ଦବେି। ତୁମ୍ଭମାନଙ୍କର ଆଉ ଏଠା ରେ ରହିବା ଦରକାର ନାହିଁ।
ମାଶାେ ନଲ୍ଗାଲିଙ୍କ ବିଷଯ ରେ ଏହିକଥା କହିଲେ, ନଲ୍ଗାଲି, ତୁମ୍ଭେ ଅମାପ ଧନର ଅଧିକାରୀ ହବେ। ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରିବେ। ତୁମ୍ଭେ ଗାଲିଲୀ ହ୍ରଦର ଦକ୍ଷିଣାଞ୍ଚଳ ସମସ୍ତ ଭୂମି ଅଧିକାର କରିବ।
ସମସ୍ତ ପଲେଷ୍ଟୀୟ ସୈନ୍ଯମାନେ ଯେଉଁମାନେ ସହେି କ୍ଷେତ୍ର ରେ ଥିଲେ, ଯେଉଁମାନେ ଛାଉଁଣୀ ରେ ଥିଲେ, ଯେଉଁମାନେ ଦକ୍ସ୍ଟର୍ଗ ରେ ଥିଲେ, ଭୟଭୀତ ହେଲେ। ଏପରିକି ସବୁଠାରକ୍ସ୍ଟ ସାହାସୀ ସୈନ୍ଯମାନେ ମଧ୍ଯ ଭୟ କଲେ। ଯେପରି ସଠାେରେ ଭୂମିକଐ ହେଲା ଏହି ବିଭୀଷିକା ପରମେଶ୍ବର ପଠାଇଥିଲେ।
ଯୀଶୁ କିନ୍ତୁ ନାଜରିତ ରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳ ରେ କଫର୍ନାହୂମ ସହର ରେ ବାସ କଲେ। କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳ ରେ ଅବସ୍ଥିତ।