ମାେତେ ନ ଜଣାଇ ତୁମ୍ଭେ ପଳାଇ ଆସିଲ କାହିଁକି? ମାେତେ ତୁମ୍ଭେ ଜଣାଇ ଆସିଥିଲେ ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାଯନ ପୁଣି ତବଲା ଓ ବିଣାବାଦ୍ଯ ସହିତ ବିଦାଯ କରିଥାନ୍ତି।
Cross references
ଜାବଳ ଭାଇର ନାମ ଥିଲା ୟୁବଳ। ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
ତେଣୁ ସମାନେେ ଅବ୍ରହାମଙ୍କର ଭୃତ୍ଯ ଏବଂ ତାଙ୍କ ସହିତ ଥିବା ଅନ୍ୟ ଲୋକମାନଙ୍କ ସହିତ ରିବିକାକୁ ପଠାଇ ଦେଲେ। ରିବିକାର ସବେୀକା ମଧ୍ଯ ତାଙ୍କ ସହିତ ଗଲା।
ସଦାପ୍ରଭୁ ଯାକୁବକୁ କହିଲେ, ତୁମ୍ଭେ ଆପଣା ନିଜ ଦେଶର ପୂର୍ବପୁରୁଷମାନଙ୍କ ନିକଟକୁ ଫରେିୟାଅ। ମୁଁ ତୁମ୍ଭ ସହିତ ରହିବି।
ଏବଂ ଯାକୁବ ନ ଜଣାର ଦୂରକୁ ୟିବା ପାଇଁ ଲାବନଙ୍କୁ ଠକି ଦଲୋ।
ଯାକୁବ ଉତ୍ତର ଦେଲେ, ମୁଁ ତୁମ୍ଭକୁ ନ କହି ପଳାଇ ଆସିଲି କାରଣ ମୁଁ ତୁମ୍ଭକୁ ଭୟ କରୁଥିଲି। ମୁଁ ଭାବିଲି ତୁମ୍ଭେ ତୁମ୍ଭର କନ୍ଯାମାନଙ୍କୁ ମାଠାରୁେ ଦୂ ରଇେ ନବେ।
ଏହାପରେ ହାରୋଣର ଭଉଣୀ, ଭବିଷ୍ଯଦ୍ବକ୍ତୀ ମରିଯମ ଦ୍ବାରା ନେଲେ ଏବଂ ସମସ୍ତ ସ୍ତ୍ରୀ ଲୋକମାନେ ଦାରା ବଜାଇଲେ ଓ ନାଚିଲେ। ମରିଯମ ସମାନଙ୍କେୁ ଗାଇବା ରେ ଅନୁସରଣ କଲେ।
ତେଣୁ ଗିଦ୍ଦିୟୋନ ତାଙ୍କର ସବେକଙ୍କ ମଧ୍ଯରକ୍ସ୍ଟ ଦଶଜଣଙ୍କକ୍ସ୍ଟ ନେଲେ, ଏବଂ ସଦାପ୍ରଭୁ ଯେପରି କରିବାକୁ କହିଥିଲେ, ସହେିପରି କଲେ। କିନ୍ତୁ ଗିଦ୍ଦିୟୋନ ତାଙ୍କର ପରିବାର ଓ ସହର ଲୋକମାନଙ୍କ ଭୟ ରେ ଏହି କାର୍ୟ୍ଯ ଦିନ ରେ ନ କରି ରାତ୍ରି ସମୟରେ କଲେ।
ଦୁଷ୍ଟ ଲୋକମାନେ ସମାନଙ୍କେ ପିଲାମାନଙ୍କୁ ମେଣ୍ଢା ପରି ବାହାରକୁ ଖାଜେିବକୁ ପଠାନ୍ତି। ସହେି ପିଲାମାନେ ଚାରିଆଡ଼େ ନୃତ୍ଯ କରନ୍ତି।
ଅନୁରାଗୀ କଥା ଓ ମନ୍ଦ ହୃଦଯ ରୂପା ଖାଦ ରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ଯ ଅଟେ।