Home Bibles ଆଦି ପୁସ୍ତକ 31:34 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 31:34 · ଓଡ଼ିଆ ବାଇବେଲ

ରାହେଲ ସହେି ଦବେତାଗଣଙ୍କୁ ତାଙ୍କର ଓଟର ହାଉଦା ଭିତ ରେ ରଖି ତହିଁ ଉପରେ ବସିଥିଲା। ଲାବନ ସମସ୍ତ ତମ୍ବୁକୁ ଖାଜେିଲେ କିନ୍ତୁ କେଉଁଠା ରେ ପାଇଲେ ନାହିଁ।

Cross references

ଆଦି ପୁସ୍ତକ 31:17

ତେଣୁ ଯାକୁବ ଫରେିୟିବା ପାଇଁ ପ୍ରସ୍ତୁତ ହେଲେ। ତେଣୁ ସେ ତାଙ୍କର ପୁତ୍ରମାନଙ୍କୁ ଓ ସ୍ତ୍ରୀମାନଙ୍କୁ ଓଟ ରେ ବସାଇଲେ।

ଆଦି ପୁସ୍ତକ 31:19

ଏହି ସମୟରେ ଲାବନ ମଷେପଲରୁ ଲୋମ ଛଦନେ କରିବାକୁ ୟାଇଥିଲା। ଯେତବେେଳେ ସେ ଯଇେଥିଲେ, ରାହେଲ ଆପଣା ପିତାଙ୍କର ଘରର ଦବେତାମାନଙ୍କୁ ଚୋରି କଲା।

ଲେବୀୟ ପୁସ୍ତକ 15:9

କ୍ଷରଣକାରୀ ଯେଉଁ ଘୋଡାର ସାଜ ଉପରେ ବ ସେ ସେ ମଧ୍ଯ ଅଶୁଚି ହବେ।

ବିଚାରକର୍ତାମାନଙ୍କ ବିବରଣ 18:24

ସେ ଉତ୍ତର ରେ କହିଲେ, ମାରେ ହାତ ରେ ତିଆରି କରିଥିବା ପ୍ରତିମାମାନଙ୍କୁ ଓ ମାରେ ଯାଜକକକ୍ସ୍ଟ ତୁମ୍ଭମାନେେ ନଇେ ୟାଇଛ। ମାରେ ଆଉ କ'ଣ ବାକି ଅଛି? ଏବଂ ତଥାପି ତୁମ୍ଭେ ପଗ୍ଭରକ୍ସ୍ଟଛ, 'ସମସ୍ଯା କ'ଣ?'

Interlinear

Choose Theme