Home Bibles ଆଦି ପୁସ୍ତକ 31:7 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 31:7 · ଓଡ଼ିଆ ବାଇବେଲ

ତୁମ୍ଭର ପିତା ମାେତେ ପ୍ରତାରଣା କଲେ। ତୁମ୍ଭର ପିତା ମାରେ ବତନେ ଦଶଥର ବଦଳାଇଛନ୍ତି। କିନ୍ତୁ ସଦାପ୍ରଭୁ ମାେତେ ରକ୍ଷା କଲେ। ସେ ଲାବନକୁ ମାରେ କ୍ଷତି କରିବାକୁ ଦେଲେ ନାହିଁ।

Cross references

ଆଦି ପୁସ୍ତକ 20:6

ଏହାପରେ ପରମେଶ୍ବର ଅବିମଲକେକୁ ସ୍ବପ୍ନ ରେ କହିଲେ, ହଁ ମୁଁ ଜାଣେ ତୁମ୍ଭେ ନିର୍ ଦୋଷ। ତେଣୁ ମୁଁ ତୁମ୍ଭକୁ ରକ୍ଷା କଲି। ମୁଁ ତୁମ୍ଭକୁ ମାେ ବିରୁଦ୍ଧ ରେ ପାପ କରିବାକୁ ଦବେି ନାହିଁ। ମୁଁ ତୁମ୍ଭକୁ ତାଙ୍କ ସହିତ ସହବାସ କରିବାକୁ ଦଇେ ନଥିଲି।

ଆଦି ପୁସ୍ତକ 31:29

ତୁମ୍ଭକୁ ଆଘାତ କରିବା ପାଇଁ ମାରେ ଶକ୍ତି ଅଛି। କିନ୍ତୁ ଗତ ରାତି ରେ ତୁମ୍ଭ ପିତାଙ୍କର ପରମେଶ୍ବର ସ୍ବପ୍ନ ରେ ମାେତେ ସତର୍କ କରାଇ ଦେଲେ, ତୁମ୍ଭକୁ ଉତ୍ସାହିତ ବା ହତୋତ୍ସାହିତ ନ କରିବାକୁ।

ଆଦି ପୁସ୍ତକ 31:41

ମୁଁ କୋଡ଼ିଏ ବର୍ଷକାଳ ତୁମ୍ଭ ନିକଟରେ ରହିଲି, ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉତ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ କର୍ମ କଲି। ଏଥି ମଧିଅରେ ତୁମ୍ଭେ ଦଶଥର ମାହେର ବର୍ତ୍ତନ ପରିବର୍ତ୍ତନ କରିଅଛ।

ଲେବୀୟ ପୁସ୍ତକ 26:26

ଯେତବେେଳେ ମୁଁ ତୁମ୍ଭମାନଙ୍କର ରୋଟୀ ପଠାଇବା ବନ୍ଦ କରେ, ଦଶ ଜଣ ସ୍ତ୍ରୀ ଗୋଟିଏ ଚୂହ୍ଲୀ ରେ ତୁମ୍ଭମାନଙ୍କର ରୋଟୀ ପାକ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୋଟୀ ଦବେେ, ଆଉ ତୁମ୍ଭମାନେେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହବେ ନାହିଁ।

ଗଣନା ପୁସ୍ତକ 14:22

ଏମାନଙ୍କ ମଧ୍ଯରୁ ଏହି ଲୋକ ମାରେମହିମା ଦେଖିଲେ, ପୁଣି ଯେଉଁମାନେ ମିଶର ରେ ଓ ମରୁଭୂମିରେ ଚିହ୍ନସ୍ବରୂପ ମାରେ କୃତ କର୍ମ ଦଖାଇେଛନ୍ତି ଏବଂ ଯେଉଁମାନେ ମାେତେ ବହୁତ ଥର ପରୀକ୍ଷା କରିଛନ୍ତି ଓ ଯେଉଁମାନେ ମାେ ବାକ୍ଯ ରବ ରେ ଅମନୋୟୋଗୀ ହାଇେଅଛନ୍ତି,

ନିହିମିୟା 4:12

ଆଉ ସମାନଙ୍କେ ନିକଟରେ ବାସ କରୁଥିବା ୟିହୁଦୀମାନେ ଆସି ଆମ୍ଭମାନଙ୍କୁ ଦଶଥର କହିଲେ, 'ଗ୍ଭରିଆଡେ ସମାନେେ ଆମ୍ଭର ବିରୋଧି ହବେେ।'

ଆୟୁବ ପୁସ୍ତକ 1:10

ଆପଣ ସବୁବେଳେ ଆୟୁବକୁ ସୁରକ୍ଷା ପ୍ରଦାନ କରନ୍ତି। ତା'ର ପରିବାରକୁ, ତା'ର ଯାହା କିଛି ନିଜର, ସବୁକୁ ଆପଣ ସୁରକ୍ଷା ଦିଅନ୍ତି। ସେ ଯେଉଁ କାର୍ୟ୍ଯ କରେ ସବୁଥି ରେ ଆପଣ ତାକୁ କୃତକାର୍ୟ୍ଯ କରାନ୍ତି। ହଁ, ଆପଣ ତାକୁ ଆଶୀର୍ବାଦ ପ୍ରଦାନ କରନ୍ତି, ସେଥିପାଇଁ ସବୁଥି ରେ ସେ ଏତେ ଧନୀ ଯେ, ତା'ର ମଷେପଲ ଓ ଗୋପଲ ସାରଦେଶ ରେ ଥିଲେ।

ଆୟୁବ ପୁସ୍ତକ 19:3

ତୁମ୍ଭେ ବର୍ତ୍ତମାନ ସୁଦ୍ଧା ମାେତେ ଦଶଥର ଅପମାନିତ କଲଣି। ତୁମ୍ଭକୁ ଟିକେ ଲଜ୍ଜା ଲାଗୁନି ଯେତବେେଳେ ମାେତେ ଆକ୍ରମଣ କରୁଛ।

ଆୟୁବ ପୁସ୍ତକ 19:8

ପରମେଶ୍ବର ମାରେ ପଥରୋଧ କରିଛନ୍ତି। ମୁଁ ତାହାକୁ ଅତିକ୍ରମ କରିବି ନାହିଁ। ସେ ମାରେ ବାଟକୁ ଅନ୍ଧକାର ରେ ବୁଡ଼ାଇ ରଖିଛନ୍ତି।

ଗୀତସଂହିତା 37:28

ସଦାପ୍ରଭୁ ନ୍ଯାଯକୁ ଭଲ ପାଆନ୍ତି ଓ ତାଙ୍କର ବିଶ୍ବସ୍ତ ଅନୁସରଣକାରୀମାନଙ୍କୁ ପରିତ୍ଯାଗ କରନ୍ତି ନାହିଁ, ତଣେୁ ସମାନେେ ଚିରଦିନ ସୁରକ୍ଷିତ। କିନ୍ତୁ ଦୁଷ୍ଟ ଲୋକମାନେ ଧ୍ବଂସ ହବେେ।

ଗୀତସଂହିତା 105:14

କିନ୍ତୁ ପରମେଶ୍ବର, ସମାନଙ୍କେର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ଯକୁ ଅନୁମତି ଦେଲେ ନାହିଁ। ଆହୁରି ସେ ରାଜଗଣଙ୍କୁ ସମାନଙ୍କେର କ୍ଷତି ନ କରିବା ପାଇଁ କହିଲେ।

ଯିଶାଇୟ 4:1

ସହେି ସମୟରେ ସାତଜଣ ସ୍ତ୍ରୀ ଏକ ପୁରୁଷକୁ ଧରି କହିବେ, ଆମ୍ଭମାନେେ ଆମ୍ଭ ନିଜର ଅନ୍ନ ଭୋଜନ କରିବୁ ଓ ନିଜର ବସ୍ତ୍ର ପରିଧାନ କରିବୁ। ତୁମ୍ଭେ ଯଦି ଆମ୍ଭମାନଙ୍କୁ ବିବାହ କରିବ ତାହା ହେଲେ ଆମ୍ଭମାନେେ ଆମ୍ଭମାନଙ୍କର ସମସ୍ତ କାର୍ୟ୍ଯ କରିବୁ। ଆମ୍ଭମାନଙ୍କୁ କବଳେ ତୁମ୍ଭର ନାମ ରେ ଖ୍ଯାତ କର ଓ ଆମ୍ଭମାନଙ୍କର ଲଜ୍ଜା ଅପମାନକୁ ଦୂର କର।'

ଯିଶାଇୟ 54:17

ତୁମ୍ଭ ବିପକ୍ଷ ରେ ନିର୍ମିତ କୌଣସି ଅସ୍ତ୍ର ସାର୍ଥକ ହବେ ନାହିଁ। ତୁମ୍ଭ ପ୍ରତିକୂଳ ରେ କହୁଥିବା ବ୍ଯକ୍ତି ଦୋଷୀ ବୋଲି ବିଚାରିତ ହବେ।'

ଯିଖରିୟ 8:23

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ସହେି ଦିନମାନଙ୍କ ରେ ଏପରି ଘଟିବ ଯେ ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ଯରୁ ଦଶଜଣ ଲୋକ, ଜଣେ ୟିହୁଦୀ ଲୋକର ବସ୍ତ୍ରାଞ୍ଚଳ ଧରି କହିବେ, 'ତୁମ୍ଭ ସହିତ ଆମ୍ଭେ ୟିବୁ। ଆମ୍ଭେ ଶୁଣିଲୁ ଯେ, ପରମେଶ୍ବର ତୁମ୍ଭ ମଧିଅରେ ଅଛନ୍ତି।'

Interlinear

Choose Theme