ଆଦି ପୁସ୍ତକ 31:8 · ଓଡ଼ିଆ ବାଇବେଲ
ଥରେ ଲାବନ କହିଲେ, 'ତୁମ୍ଭେ ସମସ୍ତ ଛିଟିଛିଟିକା ଦାଗଥିବା ପଶୁମାନଙ୍କୁ ରଖ ତାହା ତୁମ୍ଭର ବର୍ତ୍ତନ ହବେ।' ସେ ଏହା କହି ସାରିବାପରେ ସମସ୍ତ ପଶୁମାନେ ଛିଟିଛିଟିଆ ଦାଗଥିବା ଛୁଆ ଜନ୍ମ କଲେ। ତେଣୁ ସେ ସବୁ ମାରେ ହେଲା। କିନ୍ତୁ ଏହାପରେ ଲାବନ କହିଲା, 'ଗାର ଗାର ପଡ଼ିଥିବା ପଶୁଗୁଡ଼ିକ ତୁମ୍ଭର। ସେ ଏହା କହିସାରିବା ପରେ, ସହେିସବୁ ତୁମ୍ଭର ବର୍ତ୍ତନ ହବେ।' ସମସ୍ତ ପଶୁମାନେ ରଖାଙ୍କେିତ ପଶୁମାନଙ୍କୁ ଜନ୍ମ ଦେଲେ।
Cross references
ଆଦି ପୁସ୍ତକ 30:32
ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ଯଦଇେ ୟାଇ ମଷଗେଣ ମଧ୍ଯରୁ ଚିତ୍ର ବଚିତ୍ର ଓ ବିନ୍ଦୁ ଚିହ୍ନିତ ଓ କୃଷ୍ଣବର୍ଣ୍ଣ ମଷେମାନଙ୍କୁ ପୁଣି ଛାଗଳଗଣ ମଧ୍ଯରୁ ବିନ୍ଦୁ ଚିହ୍ନିତ ଓ ଚିତ୍ର ବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି। ସହେି ସବୁ ମାରେ ବର୍ତ୍ତନ ସ୍ବରୁପ ହବେ।