Home Bibles ଆଦି ପୁସ୍ତକ 32:22 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 32:22 · ଓଡ଼ିଆ ବାଇବେଲ

ସହେି ରାତ୍ରି ରେ ଯାକୁବ ଉଠି ସହେି ସ୍ଥାନ ଛାଡ଼ିଲା। ଯାକୁବ ତା'ର ଦୁଇ ସ୍ତ୍ରୀ, ଏଗାର ଜଣ ପିଲାମାନଙ୍କୁ ଏବଂ ତା'ର ଦାସୀକୁ ନଇେ ଗଲେ। ଯାକୁବ ୟଜ୍ବୋକ ପାର କରାଇବା ପାଇଁ ସଙ୍ଗ ରେ ନେଲେ।

Cross references

ଆଦି ପୁସ୍ତକ 29:21

ସାତବର୍ଷ ପରେ ଯାକୁବ ଲାବନକୁ କହିଲେ, ମାେତେ ରାହେଲକୁ ଦିଅ ମୁଁ ତାଙ୍କୁ ବିବାହ କରିବି। ତୁମ୍ଭ ପାଇଁ ମାରେ କାମ କରିବା ସମୟ ସରିୟାଇଛି।

ଆଦି ପୁସ୍ତକ 35:18

ରାହେଲ ପୁତ୍ର ସନ୍ତାନ ଜନ୍ମ ଦଇେ ମଲା। ମଲା ପୂର୍ବରୁ ରାହେଲ ସହେି ସନ୍ତାନର ନାମ ଦଇେଥିଲା, ବିନୋନୀ। କିନ୍ତୁ ଯାକୁବ ତାକୁ ଡାକିଲେ ବିନ୍ଯାମିନ୍।

ଆଦି ପୁସ୍ତକ 35:22

ଇଶ୍ରାୟେଲ ଯେତବେେଳେ ସଠାେରେ ରହୁଥିଲେ, ରୁବନ୍େ ୟାଇ ଏବଂ ବିଲହା ସହିତ ଶଯନ କଲା। ୟିଏ ଇଶ୍ରାୟେଲର ଉପପତ୍ନୀ ଥିଲା। ଏହି ବିଷଯ ରେ ଇଶ୍ରାୟେଲ ଜାଣିବାକୁ ପାଇଲେ।

ଦିତୀୟ ବିବରଣ 2:37

କବଳେ ଅମ୍ମାନେ-ସନ୍ତାନଗଣଙ୍କ ଦେଶ ଅର୍ଥାତ ୟଦ୍ଦୋଶ ନଦୀର ପାଶର୍‌ବସ୍ଥ ପ୍ରଦେଶ ଓ ପର୍ବତମଯ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷଯ ରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ନିଷଧେ କରିଥିଲେ, ତହିଁ ନକଟକକ୍ସ୍ଟ ତୁମ୍ଭମାନେେ ୟାଅ ନାହିଁ।

ଦିତୀୟ ବିବରଣ 3:16

ଏବଂ ଗିଲିଯଦ ଠାରକ୍ସ୍ଟ ଅର୍ନୋନ୍-ଉପତ୍ୟକା ପର୍ୟ୍ଯନ୍ତ ସମସ୍ତ ଭୂମି ଏବଂ ଉପତ୍ୟକାର ମଧ୍ଯସ୍ଥାନ ଓ ତାହାର ସୀମା ସମସ୍ତ ଏବଂ ସଠାେରକ୍ସ୍ଟ ଅେମ୍ମାନୀୟମାନଙ୍କର ସୀମା ଯଦ୍ଦୋକ୍ ନଦୀ ପର୍ୟ୍ଯନ୍ତ ମୁ ରକ୍ସ୍ଟବନେ ଓ ଗାଦ ଗୋଷ୍ଠୀକକ୍ସ୍ଟ ଦଲେି।

ଯିହୋଶୂୟ 12:2

ହିଷ୍ବୋନ ନିବାସୀ ଇ ମାରେୀଯଲମାନଙ୍କର ସହରର ସୀହାନେ ରାଜାଙ୍କକ୍ସ୍ଟ ପରାସ୍ତ କଲେ ଓ ଅର୍ନୋନ ଗିରି ସଂକଟ ନିକଟସ୍ଥ ଆ ରଯରେଠାେରକ୍ସ୍ଟ ଓ ଉପତ୍ୟକାର ମଧ୍ଯବର୍ତ୍ତୀ ନଗର ଓ ଗିଲିଯଦର ଅର୍ଦ୍ଧ ଦେଶଠାରକ୍ସ୍ଟ ଅମ୍ମାନେ ସନ୍ତାନଗଣର ସୀମାସ୍ଥିତ ୟବୋକ୍ ନଦୀ ପ୍ରର୍ୟ୍ଯନ୍ତ ଶାସନ କଲେ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:8

ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନବୋ ଜଣେ ଲୋକର କର୍ତ୍ତବ୍ଯ ଅଟେ। ଏପରିକି ଆଉ ମଧ୍ଯ ସେ ନିଜ ପରିବାରର ଯତ୍ନ ନବୋ ଅଧିକ ଗୁରୁତ୍ବପୂର୍ଣ୍ଣ। ଯଦି ଜଣେ ଲୋକ ସପରେି କରୁ ନାହିଁ, ତା ହେଲେ ସେ ଲୋକ ସତ୍ଯ ବିଶ୍ବାସକୁ ଅନୁସରଣ କରୁ ନାହିଁ। ସହେି ଲୋକ ଜଣେ ଅବିଶ୍ବାସୀଠାରୁ ମଧ୍ଯ ଖରାପ।

Interlinear

Choose Theme