Home Bibles ☰ Books ଆଦି ପୁସ୍ତକ 32:25 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 32:25 · ଓଡ଼ିଆ ବାଇବେଲ

ସହେି ଲୋକଟି ଦେଖିଲା ସେ ଯାକୁବକୁ ପରାସ୍ତ କରିପାରିବ ନାହିଁ। ତେଣୁ ସେ ଯାକୁବର ଗୋଡ଼କୁ ଟାଣି ଦବୋରୁ ତା'ର ଗୋଡ଼ ଖଞ୍ଜାରୁ ଛାଡ଼ିଗଲା।

Cross references

ଆଦି ପୁସ୍ତକ 19:22

କିନ୍ତୁ ଶିଘ୍ର ସଠାେକୁ ଦୌଡ଼ିୟାଅ। କାରଣ ଯେ ପର୍ୟ୍ଯନ୍ତ ତୁମ୍ଭମାନେେ ନିରାପଦ ରେ ନ ପହଁଞ୍ଚିଛ, ମୁଁ ସଦୋମକୁ ଧ୍ବଂସ କରିପାରିବି ନାହିଁ। ସହେି ସହରର ନାମ ଥିଲା ସୋଯର କାରଣ ଏହା ଅତି କ୍ଷୁଦ୍ର ଥିଲା।

ଆଦି ପୁସ୍ତକ 32:32

ତେଣୁ ଆଜି ପର୍ୟ୍ଯନ୍ତ ଇଶ୍ରାୟେଲର ସନ୍ତାନମାନେ ଉପରିସ୍ଥ ସନ୍ଧିଶିରା ବା ଏ ସନ୍ଧିଶିରାର ମାଂସ ଭୋଜନ କରନ୍ତି ନାହିଁ। କାରଣ ସନ୍ଧିଶିରା ରେ ଯାକୁବଙ୍କୁ ଆଘାତ ଲାଗିଥିଲା।

ଗଣନା ପୁସ୍ତକ 14:13

ତା'ପରେ ମାଶାେ ସଦାପ୍ରଭୁଙ୍କୁ କହିଲେ, ତବେେ ମିଶରୀଯ ଲୋକମାନେ ତ ଏହା ଶୁଣିବେ, କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ବାରା ସମାନଙ୍କେ ମଧ୍ଯରୁ ଏହି ଲୋକମାନଙ୍କୁ ଆଣିଅଛ।

ଗୀତସଂହିତା 30:6

ମୁଁ ସେତବେେଳେ ନିରାପଦରେ ନିଶ୍ଚିତ ଥିଲି, ମୁଁ ଭାବୁଥିଲି ମାରେ କିଛି କ୍ଷତି ହବେ ନାହିଁ।

ଯିଶାଇୟ 41:14

ହେ କୀଟରୂପୀ ଯାକୁବ ଓ ହେ ଇଶ୍ରାୟେଲୀୟ ନରଗଣ, ଭୟ କର ନାହିଁ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା ଓ ଇଶ୍ରାୟେଲର ଧର୍ମସ୍ବରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।

ଯିଶାଇୟ 45:11

ସଦାପ୍ରଭୁ ଯେ ଇଶ୍ରାୟେଲର ଧର୍ମସ୍ବରୂପ ଓ ନିର୍ମାଣ କର୍ତ୍ତା, ସେ ଏହି କଥା କୁହନ୍ତି,

ହୋଶେୟ 12:3

ଯାକୁବ ମାତୃଗର୍ଭ ରେ ଥିଲା ଏବଂ ତା'ର ଭାଇ ସହିତ କୌଶଳ କରିଥିଲା। ସେ ଗୋଟିଏ ଶକ୍ତିଶାଳୀ ୟୁବକ ଥିଲା ଏବଂ ସେତବେେଳେ ସେ ପରମେଶ୍ବରଙ୍କ ସହିତ ଲଢୁଥିଲା।

ହୋଶେୟ 12:4

ଯାକୁବ ପରମେଶ୍ବରଙ୍କ ଦୂତ ସହିତ ମଲ୍ଲୟୁଦ୍ଧ କରୁଥିଲା ଏବଂ ଜିତୁଥିଲା। ସେ ଚିତ୍କାର କରି ପ୍ରଭୁକୃପା ମାଗୁଥିଲା। ଏହା ବୈଥଲ୍ ରେ ଘଟିଥିଲା। ସହେିସ୍ଥାନ ରେ ସେ ପରମେଶ୍ବରଙ୍କୁ ପାଇଲା ଓ ତାଙ୍କ ସହିତ କଥା ହେଲା।

ମାଥିଉଲିଖିତ ସୁସମାଚାର 15:22

ସହେି ଅଞ୍ଚଳର ଜମେ କିଣାନୀଯା ସ୍ତ୍ରୀ ଆସି ବଡପାଟି କରି କହିଲା, ହେ ପ୍ରଭୁ! ହେ ଦାଉଦଙ୍କ ପୁତ୍ର! ମାେ ପ୍ରତି ଦୟା କରନ୍ତୁ। ମାେ ଝିଅ ଦହେ ରେ ଗୋଟିଏ ଭୂତ ପଶି ରହିଛି। ମାେ ଝିଅ ଭାରି କଷ୍ଟ ପାଉଛି।

ମାଥିଉଲିଖିତ ସୁସମାଚାର 26:41

ତୁମ୍ଭମାନେେ ଜାଗି ରହି ପ୍ରାର୍ଥନା କର ଯେପରି ତୁମ୍ଭମାନେେ ପରୀକ୍ଷା ରେ ନପଡ଼! ଯାହା ଠାକ୍ ତାହା କରିବାକୁ ତୁମ୍ଭମାନଙ୍କର ଆତ୍ମା ଚାହୁଁଛି। କିନ୍ତୁ ତୁମ୍ଭମାନଙ୍କର ଦହେ ଦୁର୍ବଳ।

ମାଥିଉଲିଖିତ ସୁସମାଚାର 26:44

ଯୀଶୁ ଶିଷ୍ଯମାନଙ୍କୁ ଛାଡ଼ି ପୁଣି ଫରେି ଯାଇ ତୃତୀୟ ଥର ପ୍ରାର୍ଥନା କଲେ। ଏଥର ମଧ୍ଯ ସେ ପୂର୍ବଭଳି ସହେି ଏକା କଥା କହିଲେ।

ଲୂକଲିଖିତ ସୁସମାଚାର 11:5

ତା'ପରେ ଯୀଶୁ ସମାନଙ୍କେୁ କହିଲେ, ମନକରେ ତୁମ୍ଭମାନଙ୍କ ଭିତରୁ ଜଣେ କହେି ନିଜ ସାଙ୍ଗ ପାଖକୁ ରାତି ରେ ବହୁତ ଡରେି ରେ ଯାଇ କହିଲ, ' ମାରେ ଅନ୍ୟ ସହର ରେ ଜଣେ ବନ୍ଧୁ ମାେତେ ଦଖାେ କରିବାକୁ ଆସିଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:7

ମାେତେ ଦିଆଯାଇଥିବା ଆଶ୍ଚର୍ୟ୍ଯଜନକ ପ୍ରତ୍ଯାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ଯଧିକ ଗର୍ବ କରିବି, ସେଥିପାଇଁ ମାେତେ ଶରୀର ରେ ୟନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ବରୂପେ ଏହା ମାେତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମାେତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି।

Interlinear

Choose Theme