Home Bibles ☰ Books ଆଦି ପୁସ୍ତକ 32:31 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 32:31 · ଓଡ଼ିଆ ବାଇବେଲ

ଏହାପରେ ସୂର୍ େଯ୍ଯାଦଯ ବଳକେୁ ସେ ପନୂଯଲେ ପାର ହେଲେ।ମାତ୍ର ତା'ର ଗୋଡ଼ ୟୋଗୁ େଛାଟାଇ ଚାଲିଲା।

Cross references

ଆଦି ପୁସ୍ତକ 16:13

ଏହାପରେ ହାଗାର ସଦାପ୍ରଭୁଙ୍କର ଏହି ନାମ ରଖିଲା ଯଥା, ଯେଉଁ ପରମେଶ୍ବର ମାେତେ ଦେଖନ୍ତି ସେ (ସ୍ତ୍ରୀ) ଏହା କହିଲା, କାରଣ ସେ ଚିନ୍ତା କଲା, ମୁଁ କଣ ପ୍ରକୃତ ରେ ତାଙ୍କୁ ଏଠା ରେ ଦେଖିଲି ୟିଏ ମତେ ଦେଖନ୍ତି?

ଆଦି ପୁସ୍ତକ 19:15

ତା'ପରଦିନ ସୁର୍ େଯ୍ଯାଦଯ ପୂର୍ବରୁ ଦୂତମାନେ ଲୋଟକୁ ତପ୍ତର କରାଇ କହିଲେ, ୟାଅ, ତୁମ୍ଭର ସ୍ତ୍ରୀ ଏବଂ ଦୁଇ ଝିଅ ସହିତ ଏସ୍ଥାନ ପରିତ୍ଯାଗ କର, ଯେଉଁମାନେ ତୁମ୍ଭ ସହିତ ରହୁଛନ୍ତି। ତାହାଲେ ତୁମ୍ଭେ ଧ୍ବଂସ ପାଇବ ନାହିଁ, ଯେତବେେଳେ ଏହି ନଗର ଦଣ୍ଡିତ ହବେ।

ଆଦି ପୁସ୍ତକ 19:23

ସୂର୍ େଯ୍ଯାଦଯ ହୁଅନ୍ତେ ଲୋଟ ସୋଯର ରେ ପହଞ୍ଚିଗଲେ।

ଆଦି ପୁସ୍ତକ 32:25

ସହେି ଲୋକଟି ଦେଖିଲା ସେ ଯାକୁବକୁ ପରାସ୍ତ କରିପାରିବ ନାହିଁ। ତେଣୁ ସେ ଯାକୁବର ଗୋଡ଼କୁ ଟାଣି ଦବୋରୁ ତା'ର ଗୋଡ଼ ଖଞ୍ଜାରୁ ଛାଡ଼ିଗଲା।

ଯାତ୍ରା ପୁସ୍ତକ 24:10

ଏବଂ ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କୁ ଦେଖିଲେ। ପର୍ବତ ଉପରେ ତାଙ୍କ ପାଦତଳେ ରାସ୍ତା ଉଜ୍ଜଳ ନୀଳକାନ୍ତମଣି ନିର୍ମିତ କାର୍ୟ୍ଯ ତୁଲ୍ଯ ଓ ନିର୍ମଳତା ରେ ଠିକ୍ ନୀଳ ଆକାଶ ପରି ଥିଲା।

ଯାତ୍ରା ପୁସ୍ତକ 24:11

ପରମେଶ୍ବର ଇଶ୍ରାୟେଲର ନେତାଗଣଙ୍କ ବିରୁଦ୍ଧ ରେ ହସ୍ତ ବିସ୍ତାର କଲେ ନାହିଁ। ସମାନେେ ସମସ୍ତେ ପରମେଶ୍ବରଙ୍କୁ ଦର୍ଶନ କଲେ। ଏବଂ ସମାନେେ ଭୋଜନ ଓ ପାନ କଲେ।

ଦିତୀୟ ବିବରଣ 5:24

ସମାନେେ କହିଲେ, ଦେଖ, 'ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି। ଆଉ ଆମ୍ଭମାନେେ ଅଗ୍ନି ମଧ୍ଯରକ୍ସ୍ଟ ତାହାଙ୍କ ବାକ୍ଯ ଶକ୍ସ୍ଟଣିଅଛକ୍ସ୍ଟ। ଆମ୍ଭମାନେେ ଆଜି ଦେଖିଲକ୍ସ୍ଟ ପରମେଶ୍ବର ମନକ୍ସ୍ଟଷ୍ଯ ସହିତ କଥା କହିଲେ ହେଁ ସେ ବଞ୍ଚିପା ରେ।

ଦିତୀୟ ବିବରଣ 5:26

ଅଗ୍ନି ମଧ୍ଯରକ୍ସ୍ଟ ଜୀବନ୍ତ ପରମେଶ୍ବର କାହିବାର କହେି ଶକ୍ସ୍ଟଣି ନାହାନ୍ତି। ଯେପରି ଆମ୍ଭମାନେେ ଶକ୍ସ୍ଟଣିଛକ୍ସ୍ଟ ଓ ବଞ୍ଚିଛକ୍ସ୍ଟ।

ବିଚାରକର୍ତାମାନଙ୍କ ବିବରଣ 6:22

ଏହାପରେ ଗିଦ୍ଦିୟୋନ ହୃଦଯଙ୍ଗମ କଲେ ଯେ, ସେ ସଦାପ୍ରଭୁଙ୍କର ଦୂତଙ୍କ ସହିତ କଥା ହେଉଥିଲେ। ତେଣୁ ଗିଦ୍ଦିୟୋନ ଚିତ୍କାର କଲେ, ହେ ସର୍ବଶକ୍ତିମାନ ପରମେଶ୍ବର, ମାରେପ୍ରଭକ୍ସ୍ଟ, ମୁ ସଦାପ୍ରଭୁଙ୍କ ଦୂତଙ୍କକ୍ସ୍ଟ ମକ୍ସ୍ଟହାଁ ମକ୍ସ୍ଟହିଁ ଦେଖିଛି!

ବିଚାରକର୍ତାମାନଙ୍କ ବିବରଣ 6:23

କିନ୍ତୁ ସଦାପ୍ରଭୁ ଗିଦ୍ଦିୟୋନକକ୍ସ୍ଟ କହିଲେ, ଶାନ୍ତ ହକ୍ସ୍ଟଅ! ଭୟ ନ କର! ତୁମ୍ଭର ମୃତକ୍ସ୍ଟ୍ଯ ହବେ ନାହିଁ!

ବିଚାରକର୍ତାମାନଙ୍କ ବିବରଣ 8:8

ଗିଦ୍ଦିୟୋନ ସହେି ସ୍ଥାନରକ୍ସ୍ଟ ପନୂଯଲକେକ୍ସ୍ଟ ଗଲେ ଓ ସଠାେରେ ଲୋକମାନଙ୍କୁ କିଛି ଖାଦ୍ୟ ଦବୋକକ୍ସ୍ଟ କହିଲେ, ସେ ଯେପରି ସେ ସୁକ୍କୋତର ଲୋକମାନଙ୍କୁ କହିଥିଲେ। କିନ୍ତୁ ଠିକ୍ ପନୂଯଲରେ ଲୋକମାନଙ୍କ ପରି ସୁକ୍କୋତର ଲୋକମାନେ ଉତ୍ତର ଦେଲେ।

ପ୍ରଥମ ରାଜାବଳୀ 12:25

ଏହି ସମୟରେ ୟାରବିଯାମ ଇଫ୍ରଯିମର ପର୍ବତମଯ ଦେଶ ଶିଖିମକୁ ଦୃଢ କରି ସଠାେରେ ବାସ କଲେ। ପରେ ସେ ପିନୂଯଲେ ନଗରକୁ ୟାଇ ଏହାକୁ ସୁଦୃଢ କଲେ।

ଗୀତସଂହିତା 38:17

ମୁଁ ଜାଣେ ମୁଁ ପାପର ଶାନ୍ତି ଭୋଗୁଛି, ମୁଁ ମାରେ ୟନ୍ତ୍ରଣାକୁ ଭୁଲିପାରିବି ନାହିଁ।

ଯିଶାଇୟ 6:5

ସେତବେେଳେ ମୁଁ ଭୟଭୀତ ହାଇେ କହିଲି, ହାୟ ! ହାୟ ! ମୁଁ ନଷ୍ଟ ହାଇଗଲିେ। କାରଣ ମୁଁ ଏତେ ଅପବିତ୍ର ଯେ ପରମେଶ୍ବରଙ୍କ ନିକଟରେ କହିବାକୁ ଅ ଯୋଗ୍ଯ। ପୁରି ଏପରି ଅଶୁଚି ଲୋକମାନଙ୍କ ମଧିଅରେ ବାସ କରୁଛି ଯେ ମୁଁ ସଦାପ୍ରଭୁଙ୍କ ନିକଟରେ କହିବାକୁ ଅୟୋଗ୍ଯ। ତଥାପି ମୁଁ ସର୍ବଶକ୍ତିମାନ ସଦାପ୍ରଭୁ ରାଜାଙ୍କୁ ଦେଖୁଛି।'

ମଲାଖୀ 4:2

ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦଯକାଳୀନ ସୂର୍ୟ୍ଯର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପ ରେ ଝକ୍ମକ୍ କରିବ। ଏହା ସୂର୍ୟ୍ଯକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭମାନେେ ବାଛୁରୀ ସଦୃଶ ଗୁହାଳରୁ ବାହାରି ସ୍ବାଧୀନ ଓ ସୁଖୀ ହବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:7

ମାେତେ ଦିଆଯାଇଥିବା ଆଶ୍ଚର୍ୟ୍ଯଜନକ ପ୍ରତ୍ଯାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ଯଧିକ ଗର୍ବ କରିବି, ସେଥିପାଇଁ ମାେତେ ଶରୀର ରେ ୟନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ବରୂପେ ଏହା ମାେତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମାେତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:9

କିନ୍ତୁ ପ୍ରଭୁ ମାେତେ କହିଲେ, ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ। ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ।

Interlinear

Choose Theme