Home Bibles ଆଦି ପୁସ୍ତକ 33:19 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 33:19 · ଓଡ଼ିଆ ବାଇବେଲ

ଏହାପଲର ଶିଖିମର ପିତା ହସମାରର ସନ୍ତାନମାନଙ୍କୁ ଏକଶ କସୀତା ନାମକସର ୗପ୍ୟ ମୁଦ୍ରାଲଦଇସସହି ତମ୍ବୁ ସ୍ଥାନଟିକୁ କିଣିଲଲ।

Cross references

ଆଦି ପୁସ୍ତକ 23:13

ଅବ୍ରହାମ ଇଫ୍ରୋଣକୁ ସମସ୍ତଙ୍କୁ ଆଗ ରେ କହିଲେ, କିନ୍ତୁ ମୁଁ ତୁମ୍ଭକୁ ସହେି ସ୍ଥାନ ରେ ସମସ୍ତ ପଇସା ଦବୋକୁ ଚାହୁଁଅଛି। ମାରେଅର୍ଥକୁ ଗ୍ରହଣ କରନ୍ତୁ। ଏବଂ ମୁଁ ମାରେସ୍ତ୍ରୀର ମୃତ ଦହକେୁ କବର ଦବେି।

ଆଦି ପୁସ୍ତକ 23:15

ମହାଶୟ, ମାରେକଥା ଶୁଣନ୍ତୁ। ଭୂମି ଖଣ୍ଡକର ମୂଲ୍ଯ ତ ଚାରିଶହ ସକେଲ ରୂପା ତୁମ୍ଭ ମାେପାଇଁ କିଛି ନୁହେଁ। ଭୂମି ଗ୍ରହଣ କରନ୍ତୁ ଏବଂ ଆପଣଙ୍କର ମୃତ ସ୍ତ୍ରୀକୁ କବର ଦିଅନ୍ତୁ।

ଆଦି ପୁସ୍ତକ 23:17

ଏଣୁ ଇଫ୍ରୋଣ ସହେି ଭୂମିର ମାଲିକାନା ବଦଳାଇଲେ। କାମ୍ରି ପାଖ ରେ ଯେଉଁ ଜମି ମକ୍ପଲୋ ରେ ଥିଲା ଗୁହା ପାଶର୍ବ ଏବଂ ଚତୁଃପାଶର୍ବ ରେ ଥିବା ବୃକ୍ଷଗୁଡ଼ିକ ଅବ୍ରହାମଙ୍କୁ ବିକାଗଲା।

ଆଦି ପୁସ୍ତକ 34:2

ସହେି ଦେଶର ରାଜା ଥିଲେ ହମାରେ। ତାଙ୍କର ପୁତ୍ର ଶିଖିମ ଦୀଣାକୁ ଦେଖିଲା। ଶିଖିମ ଦୀଣାକୁ ବଳପୂର୍ବକ ନଇଗେଲା ଏବଂ ତାକୁ ଧର୍ଷଣ କଲା।

ଆଦି ପୁସ୍ତକ 49:30

ଏଣୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶ ରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପଲୋର କ୍ଷେ ତ୍ର ହତେୀଯ ଇଫ୍ରୋଣଠାରୁ କିଣିଥିଲେ। ସହେି ହତେୀଯ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହା ରେ ମାରେ ପୂର୍ବପୁରୁଷମାନଙ୍କ ନିକଟରେ ମାେତେ କବର ଦବେ।

ଯିହୋଶୂୟ 24:32

ଯେତବେେଳେ ଇଶ୍ରାୟେଲବାସୀମାନେ ମିଶରକକ୍ସ୍ଟ ପରିତ୍ଯାଗ କଲେ। ସେତବେେଳେ ଯୋଷଫଙ୍କେ ଏହି ଅସ୍ଥିସବୁ ତାଙ୍କ ସହିତ ନଇେ ଆସିଥିଲେ। ତେଣୁ ଲୋକମାନେ ଯୋଷଫଙ୍କେର ଏହିସବୁ ଅସ୍ଥିକକ୍ସ୍ଟ ଶିଖିମଠା ରେ କବର ଦେଲେ। ସମାନେେ ତାଙ୍କର ଏହିସବୁ ଅସ୍ଥିକକ୍ସ୍ଟ ସହେି ଭୂମିରେ କବର ଦେଲେ, ଯେଉଁ ସ୍ଥାନ ଶିଖିମର ପିତା ହା ମାରେସନ୍ତାନମାନଙ୍କଠାରକ୍ସ୍ଟ କ୍ରଯ କରିଥିଲେ। ୟାକକ୍ସ୍ଟବ ସହେି ଭୂମିକକ୍ସ୍ଟ ଏକଶହ ରୈପ୍ଯ ମକ୍ସ୍ଟଦ୍ରା ରେ ତାହାକକ୍ସ୍ଟ କ୍ରଯ କରିଥିଲେ। ଏହି ଭୂମି ଯୋଷଫଙ୍କେର ସନ୍ତାନମାନଙ୍କର ଅଧିକାର ରେ ରହିଲା।

ବିଚାରକର୍ତାମାନଙ୍କ ବିବରଣ 9:28

ଏଥି ରେ ଏବଦର ପକ୍ସ୍ଟତ୍ର ଗାଲ୍ କହିଲା, ଆମ୍ଭେ ହେଉଛକ୍ସ୍ଟ ଶିଖିମ ନିବାସୀ, ଆମ୍ଭେ କାହିଁକି ଅବୀମଲକେକକ୍ସ୍ଟ ମାନିବକ୍ସ୍ଟ? ସେ କିଏ? ଆମେ କାହିଁକି ତାକକ୍ସ୍ଟ ମାନିବା? ଏହା ସତ୍ଯ ଅବୀମଲେକ୍ ହଇେଛି ୟିରକ୍ସ୍ଟଦ୍ଦାଲ୍ର ପକ୍ସ୍ଟତ୍ର, ନକ୍ସ୍ଟ ହେଁ କି? ଏବଂ ଅବୀମଲେକ୍ ସବୂଲୂକକ୍ସ୍ଟ ତା'ର ଅଧିକାରୀ କଲା, ନକ୍ସ୍ଟ ହେଁ କି? ଆମ୍ଭେ ଶିଖିମର ପିତା ହ ମାରେର ଲୋକମାନଙ୍କର ସବୋ କରିବା ଉଚିତ୍। କିନ୍ତୁ ଆମ୍ଭେ କାହିଁକି ଅବୀମଲକରେ ସବୋ କରିବକ୍ସ୍ଟ?

ଯୋହନଲିଖିତ ସୁସମାଚାର 4:5

ଯୀଶୁ ଶମିରୋଣର ସୁଖାର ରେ ଆସି ପହନ୍ଚିଲେ। ଏହି ନଗରଟି ଯାକୁବ ତାହାଙ୍କ ପୁତ୍ର ୟୋ ସଫଙ୍କେୁ ଦଇେଥିବା ଜମି ପାଖ ରେ ଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:16

ସମାନଙ୍କେୁ ଶିଖିମକୁ ନିଆଯାଇ କବର ଦିଆଗଲା। ଶିଖିମର ଏହି କବର ସ୍ଥାନକୁ ଅବ୍ରାହାମ ହ ମାରେର ପୁତ୍ରମାନଙ୍କୁ ପାଖରୁ କିଛି ରୂପା ଟଙ୍କା ଦଇେ କିଣିଥିଲେ।

Interlinear

Choose Theme