ଯାକୁବର ପୁତ୍ରମାନେ ସହେି ନଗରକୁ ଗଲେ, ଯେଉଁଠା ରେ ତାଙ୍କ ଭଉଣୀ କଳୁଷିତ ହାଇେଥିଲା, ଏବଂ ପ୍ରେତ୍ୟକକ ଦ୍ରବ୍ଯ ହରଣ କଲେ।
Cross references
ସହେି ଦେଶର ରାଜା ଥିଲେ ହମାରେ। ତାଙ୍କର ପୁତ୍ର ଶିଖିମ ଦୀଣାକୁ ଦେଖିଲା। ଶିଖିମ ଦୀଣାକୁ ବଳପୂର୍ବକ ନଇଗେଲା ଏବଂ ତାକୁ ଧର୍ଷଣ କଲା।
କିନ୍ତୁ ଭାଇମାନେ କହିଲେ, ସହେି ଲୋକମାନେ ଆମ ଭଉଣୀ ପ୍ରତି ଏକ ବେଶ୍ଯା ଭଳି ବ୍ଯବହାର କରି ଠିକ୍ କରି ନାହାଁନ୍ତି।
ସହେି ଲୋକ ଜଣକ ଉତ୍ତର ଦଲୋ, କିଏ ତୁମ୍ଭକୁ ଆମ୍ଭମାନଙ୍କର ଶାସକ ଓ ବିଚାରକର୍ତ୍ତା କରି ନିୟୁକ୍ତ କରିଅଛି? ତୁମ୍ଭେ ସହେି ମିଶରୀଯ ଲୋକଟିକୁ ବଧ କଲା ପରି ମାେତେ ବଧ କରିବା ପାଇଁ ଯୋଜନା କରୁଛ କି?
କିନ୍ତୁ ଇଶ୍ରାୟେଲ ଲୋକମାନେ ସଦାପ୍ରଭୁଙ୍କ ଦ୍ରବ୍ଯ ନଷ୍ଟ ସମ୍ବନ୍ଧୀଯ ଆଦେଶ ମାନିଲେ ନାହିଁ। ସଠାେରେ ଜଣେ ୟିହକ୍ସ୍ଟଦା ଗୋଷ୍ଠୀବର୍ଗୀଯ ଲୋକ ଥିଲେ, ଯାହାର ନାମ ଆଖନ୍। ସେ କର୍ମିର ପକ୍ସ୍ଟତ୍ର ଥିଲା ଏବଂ କର୍ମି ଜିମୀର ପକ୍ସ୍ଟତ୍ର ଥିଲା। ଯାହା ଧ୍ବଂଶ କରିବାର ଥିଲା, ସେଥିରକ୍ସ୍ଟ କିଛି ଆଖନ ରଖିଥିଲା। ଯେଉଁଥିପାଇଁ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କ ଉପରେ କୋରଧିତ ହେଲେ।
ବର୍ତ୍ତମାନ ୟାଅ ଏବଂ ଲୋକମାନଙ୍କୁ ପ୍ରତିଷ୍ଠା କର। ଲୋକମାନଙ୍କୁ କକ୍ସ୍ଟହ, 'ନିଜକକ୍ସ୍ଟ ପବିତ୍ର କାର୍ୟ୍ଯ ପାଇଁ ପବିତ୍ର କର। ଆସନ୍ତା କାଲି ପାଇଁ ପ୍ରସ୍ତକ୍ସ୍ଟତ ହକ୍ସ୍ଟଅ। ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି ମୁ ନଷ୍ଟ କରିବା ପାଇଁ କହିଥିବା ଲକ୍ସ୍ଟସ୍ଖନ ଦ୍ରବ୍ଯକକ୍ସ୍ଟ ତୁମ୍ଭମାନେେ ଅଧିକାର କରିଅଛ। ତୁମ୍ଭେ ସେ ବସ୍ତକ୍ସ୍ଟ ନଷ୍ଟ ନ କରିବା ୟାଏଁ ଶତୃମାନଙ୍କ ଉପରେ ଜଯଲାଭ କରିପାରିବ ନାହିଁ।
ମୁ ଲକ୍ସ୍ଟଟିତ ଦ୍ରବ୍ଯ ମଧିଅରେ ଖଣ୍ତିଏ ସକ୍ସ୍ଟନ୍ଦର ବାବିଲୀଯ କୋଟ ଓ 200 ଶକେଲ ରୂପା ଓ ଏକ ପାଉଣ୍ତ ଓଜନର ସକ୍ସ୍ଟନାମକ୍ସ୍ଟଣ୍ତା ଦେଖି ଲୋଭ କରି ତାହା ନଲେି। ଏବଂ ସଗେୁଡିକୁ ମାେ ତମ୍ବୁ ମଧିଅରେ ପୋତି ଅଛି। ଆଉ ରୂପା ତହିଁ କୋଟ ତଳେ ଅଛି।
ୟିହୁଦୀଯମାନଙ୍କର ଶତୃ ହମ୍ମଦାଥାର ପୁତ୍ର ହାମନର ଏହି ଦଶ ପୁତ୍ରଙ୍କୁ ସମାନେେ ବଧ କଲେ। ମାତ୍ର ଲୁଟ କରିବାକୁ ସମାନେେ ଇଛା କଲନୋହିଁ।
ସହେି ସମୟରେ, ଅନ୍ୟ ପ୍ରଦେଶ ରେ ବାସ କରୁଥିବା ୟିହୁଦୀମାନେ ନିଜକୁ ଅଧିକ ଶକ୍ତି ଶାଳୀ କରିବା ପାଇଁ ଏକତ୍ରୀତ ହେଲେ। ଏହିପରି ଭାବରେ ସମାନେେ ସମାନଙ୍କେର ଶତୃମାନଙ୍କୁ ଜଯ କରିପାରିଲେ। ୟିହୁଦୀଯମାନେ ସମାନଙ୍କେର 75,000 ଶତୃମାନଙ୍କୁ ହତ୍ଯା କଲେ। କିନ୍ତୁ ୟିହୁଦୀଯମାନେ ସମାନଙ୍କେର ଧନ ଲୁଣ୍ଠନ କଲେ ନାହିଁ।
ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ଛାଡ଼ି ଦଇେଛନ୍ତି। କିନ୍ତୁ ସପରେି କରିବା ଦ୍ବାରା ସମାନେେ ନିଜ ଉପରକୁ ଅନକେ ଦୁଃଖ ଟାଣି ଆଣିଛନ୍ତି।