ଯାକୁବ ଜାଣିବାକୁ ପାଇଲା ଯେ, ସହେି ୟୁବକ ଦୀଣା ଉପରେ ଅପମାନ ଆଣିଛି। କିନ୍ତୁ ଯାକୁବର ସମସ୍ତ ପୁଅମାନେ କ୍ଷେତ୍ର ରେ ପଶୁପଲଙ୍କ ସହିତ ଥିଲେ। ସେ କିଛି କଲା ନାହିଁ, ତା'ର ପୁତ୍ରମାନେ ଫରେିବା ପର୍ୟ୍ଯନ୍ତ ଅପେକ୍ଷା କଲ।
Cross references
ସହେିଦିନ ଲାବନ ବିନ୍ଦୁ ଚିହ୍ନିତ ଛାଗଳନମାନଙ୍କୁ ଲୁଚାଇ ଦଲୋ। ଏବଂ ଚିତ୍ର ବିଚିତ୍ର ଛାଗ ସବୁକୁ ଲୁଚାଇ ଦଲୋ। ଲାବନ ସମସ୍ତ ମାଟିଆ ବର୍ଣ୍ଣ ମଷଗେଣକୁ ସେ ତା'ର ପୁତ୍ରମାନଙ୍କୁ ଯତ୍ନ ନବୋକୁ ଦଲୋ।
ଇଶ୍ରାୟେଲ ଯୋଷଫେକୁ କହିଲେ, ଶିଖିମକୁ ୟାଅ। ତୁମ୍ଭର ଭାଇମାନେ ସଠାେରେ ମେଣ୍ଢା ରଖୁଛନ୍ତି।
ତୁମ୍ଭେ ତାଙ୍କୁ କହିବ. 'ଆମ୍ଭେ ମଷେପାଳକ ଅଟୁ, ଆମ୍ଭ ପରିବାର ସମସ୍ତେ ମଷେପାଳକ ଓ ଆମ୍ଭ ପୂର୍ବରୁ ଯେତବେେଳେ ଆମ୍ଭେ ୟୁବା ଥିଲୁ, ଜୀବନ୍ତ ପ୍ରଣୀମାନଙ୍କର ଯତ୍ନ ନେଉଥିଲୁ।' ଏହାପରେ ଫାରୋ ତୁମ୍ଭମାନଙ୍କୁ ଗୋଶନ ରେ ରହିବାକୁ ଅନୁମତି ଦବେେ। କାରଣ ମିଶରର ଲୋକମାନେ ମଷେପାଳକଙ୍କୁ ସମାନଙ୍କେର ଅଞ୍ଚଳ ପାଖ ରେ ରଖିବାକୁ ପସନ୍ଦ କରନ୍ତି ନାହିଁ।
ମାଶାେ ହାରୋଣଙ୍କୁ କହିଲେ, ସଦାପ୍ରଭୁ କୁହନ୍ତି, ' ଯେଉଁମାନେ ମାେ ନିକଟକୁ ଆସନ୍ତି, ସମାନେେ ଚିହ୍ନିବା ଉଚିତ୍ ଯେ, ମୁଁ ପବିତ୍ର କାରଣ ସବୁ ଲୋକଙ୍କ ସମ୍ମୁଖ ରେ ମୁଁ ଗୌରବାନ୍ବିତ ହବେି।' ତେଣୁ ହାରୋଣ ନିଜ ପୁତ୍ରମାନଙ୍କ ମୃତ୍ଯୁ କଥା ନ କହି ନୀରବ ରହିଲେ।
କିନ୍ତୁ କେତେ ଖଳ ବ୍ଯକ୍ତି କହିଲେ, କମେିତି ଏ ଲୋକ ଆମକକ୍ସ୍ଟ ରକ୍ଷା କରିବ? ସମାନେେ ଶାଉଲଙ୍କ ବିରକ୍ସ୍ଟଦ୍ଧ ରେ ଖରାପ କଥା କହିଲେ ଏବଂ ତାଙ୍କ ନିକଟକକ୍ସ୍ଟ ଉପହାର ଆଣିବା ପାଇଁ ବାରଣ କଲେ। କିନ୍ତୁ ଶାଉଲ ନୀରବ ରହିଲେ।
ଶାମକ୍ସ୍ଟଯଲେ ୟିଶୀଙ୍କକ୍ସ୍ଟ କହିଲେ, ତୁମ୍ଭର ସବୁ ସନ୍ତାନ କ'ଣ ଏଠା ରେ ଅଛନ୍ତି?
କିନ୍ତୁ ଦାଉଦ ଆପଣା ପିତାର ମଷେପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରକ୍ସ୍ଟ ବୈଥଲହମେକକ୍ସ୍ଟ ସମୟ ସମୟରେ ୟାଅ ଆସ କରୁଥାନ୍ତି।
ଅବଶାଲୋମ ଅମ୍ମାନେକକ୍ସ୍ଟ ଭଲ କି ମନ୍ଦ କିଛି କହିଲା ନାହିଁ। କାରଣ ତାହାର ଭଉଣୀ ତାମରକକ୍ସ୍ଟ ବଳାତ୍କାର କରିବାରକ୍ସ୍ଟ ଅବଶା ଲୋମ ଅମ୍ ନୋନକକ୍ସ୍ଟ ଘୃଣା କଲା।
ମୁଁ ମାରେ ପାଟି ଖାଲିେ ନାହିଁ। ମୁଁ କିଛି କହି ନାହିଁ। ହେ ସଦାପ୍ରଭୁ ତୁମ୍ଭେ ୟାହା କରିବା କଥା ତାହା କରିଛ।
ଏହି ସମୟରେ ଲୋକଟିର ବଡ ପୁଅ କ୍ଷତେ ରେ ଥିଲା। ଫରେିଲା ବେଳେ, ଘର ପାଖାପାଖି ପହଞ୍ଚିବା ବଳକେୁ ସେ ନାଚଗୀତର ଶବ୍ଦ ଶୁଣିଲା।
ବଡ ପୁଅ ବାପାଙ୍କୁ କହିଲା, 'ବର୍ଷବର୍ଷ ଧରି ମୁଁ ଗୋଟିଏ କ୍ରୀତଦାସ ଭଳି ତୁମ୍ଭର ସବୋ କରି ଆସିଛି। ତୁମ୍ଭର ଆଦେଶକୁ ସବୁବେଳେ ମାନି ଆସିଛି। କିନ୍ତୁ ତୁମ୍ଭେ ମାେ ପାଇଁ ଛଳେିଟିଏ ମଧ୍ଯ କବେେ ମାରିନାହଁ। ତୁମ୍ଭେ ମାେ ପାଇଁ ଓ ମାେ ବନ୍ଧୁମାନଙ୍କ ପାଇଁ କବେେ ହେଲେ ଭୋଜିଟିଏ ଦଇନୋହଁ।