ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ। ସହେି ଦେଶ ତୁମ୍ଭକୁ ଓ ତୁମ୍ଭର ଭବିଷ୍ଯତ ବଂଶଧରକୁ ଦବୋ।
Cross references
ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।
ଲୋଟ ଗଲାପରେ, ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭର ଚ଼ତୁପାଶର୍ବକୁ ଦେଖ, ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ଦେଖ।
ସହେିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦଲେି। ମିଶରୀଯ ନଦୀଠାରୁ ମହାନ ନଦୀ ଫରାତ୍ ପର୍ୟ୍ଯନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦଲେି।
ତୁମ୍ଭେ ଏହି ଦେଶ ରେ ପ୍ରବାସ କର। ତହିଁରେ ମୁଁ ତୁମ୍ଭକୁ ସାହାୟ୍ଯ ଓ ଆଶୀର୍ବାଦ କରିବି। ପୁଣି ମୁଁ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦବେି। ତୁମ୍ଭ ପିତା ଅବ୍ରାହାମଙ୍କ ନିକଟରେ କରିଥବା ଶପଥ ମୁଁ ସଫଳ କରିବି।
ସର୍ବଶକ୍ତିମାନ ପରମେଶ୍ବର ଆଶୀର୍ବାଦ କରି ଅନକେ ଜନସମାଜ ହବୋ ପାଇଁ ୟଥେଷ୍ଟ ବଂଶଧର କରନ୍ତୁ।
ଏବଂ ଯାକୁବ ଦେଖିଲେ ସଦାପ୍ରଭୁ ସହେି ସିଢ଼ି ପାଖ ରେ ଛିଡ଼ା ହାଇେଛନ୍ତି। ସଦାପ୍ରଭୁ କହୁଥିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ବର, ମଧ୍ଯ ଇସ୍ହାକର ପରମେଶ୍ବର। ତୁମ୍ଭେ ଶାଇେଥିବା ଭୂମି ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ତାହା ଦବୋ।
ପରମେଶ୍ବର ମାେତେ କହିଲେ, ' ଦେଖ ମୁଁ ତୁମ୍ଭର ପରିବାରକୁ ବୃଦ୍ଧି କରିବି ଓ ତୁମ୍ଭଠାରୁ ନାନା ଜନସମାଜ ସୃଷ୍ଟି କରିବି। ତୁମ୍ଭର ବଂଶଧରକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦବେି।
ପରମେଶ୍ବର ସମାନଙ୍କେର ଆତୁର ଡାକ ଶୁଣିଲେ। ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ କରିଥିବା ଆପଣା ନିଯମ ସ୍ମରଣ କଲେ।
ଏଥି ନିମନ୍ତେ ଆମ୍ଭେ ସମାନଙ୍କେୁ ମିଶରୀଯମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ଯକୁ ୟିବି। ଆମ୍ଭେ ସମାନଙ୍କେୁ ସେ ଭୂମିରୁ ଏକ ଉତ୍ତମ ଭୂମିକୁ ନଇୟିବୋ, ଯେଉଁଠା ରେ ପ୍ରଚୁର ପରିମାଣ ରେ ଦୁଗ୍ଧ ଓ ମହୁର ବନ୍ଯା ଛୁଟୁଥିବ। ସଠାେରେ ସମାନଙ୍କେ ପାଇଁ କୌଣସି ଅସୁବିଧ ହବେନାହିଁ। ତୁମ୍ଭେ ସଠାେରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ଯମାନ ମିଳିବ। ବହୁଦେଶୀଯ ଲୋକମାନେ ସଠାେରେ ବାସ କରୁଥିବେ। କିଣାନୀଯ, ହିତ୍ତୀଯ, ଇମାରେୀୟ, ପିରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ଯେଉଁ ସ୍ଥାନ ରେ ବାସ କରନ୍ତି ତୁମ୍ଭମାନେେ ସହେିଠା ରେ ବାସ କରିବ।
ଯିରୀହାେ ସହର ବନ୍ଦ ଥିଲା ଓ ଜଗା ହାଇେଥିଲା। ସହେି ସହରର ଲୋକମାନେ ଭୟଭୀତ ହାଇେ ୟାଇଥିଲେ। କାରଣ ଇଶ୍ରାୟେଲର ଲୋକମାନେ ସହେି ସହରର ନିକଟରେ ଥିଲେ, କୌଣସି ଲୋକ ସହେି ସହରର ଭିତରକକ୍ସ୍ଟ ପଶକ୍ସ୍ଟ ନ ଥିଲେ କି କହେି ମଧ୍ଯ ସହର ଭିତରକ୍ସ୍ଟ ବାହାରକକ୍ସ୍ଟ ମଧ୍ଯ ଆସକ୍ସ୍ଟ ନ ଥିଲେ।
ସହେିଦିନ ସମାନେେ ଲୋକମାନଙ୍କୁ ଜଣାଇବାକୁ ମାଶାଙ୍କେ ପୁସ୍ତକରୁ ପାଠ କଲେ। ପୁଣି ତହିଁ ମଧିଅରେ ଲିଖିତ ଏହି କଥା ମିଳିଲା, ଯେ ଅେମ୍ମାନୀୟ ଓ ମାୟୋବୀଯ ଲୋକ କବେେ ପରମେଶ୍ବରଙ୍କ ସଭା ରେ ପ୍ରବେଶ କରିବେ ନାହିଁ।