Home Bibles ଆଦି ପୁସ୍ତକ 36:18 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 36:18 · ଓଡ଼ିଆ ବାଇବେଲ

ଆଉ ଏଷୌର ସ୍ତ୍ରୀ ଅହଲୀବାମାର ପୁତ୍ରଗଣ ଏହିମାନେ ଥିଲେ, ମୂଖ୍ଯ ୟିଯୂଶ, ମୂଖ୍ଯ ୟାଲମ୍ ଓମୂଖ୍ଯ କୋରହ। ଏମାନେ ସମାନଙ୍କେର ପିତୃ ଥିଲେ ଯେଉଁମାନେ ଏଷୌର ସ୍ତ୍ରୀ, ଅନାର କନ୍ଯା ଅହଲୀବାମାଠାରୁ ଆସିଲେ। ଅନାର ଅହଲୀବାମା ଏଷୌର ସ୍ତ୍ରୀ ଥିଲା, ଏମାନେ ତାହାର ପିତୃଗଣ ଥିଲେ।

Cross references

ଆଦି ପୁସ୍ତକ 36:5

ଏବଂ ଅହଲୀବାମାର ତିନି ପୁତ୍ର ଥିଲେ। ସମାନେେ ହେଲେ, ୟିଯୂଶ, ୟାଲମ ଓ କୋରହ। ଏମାନେ ସମସ୍ତେ କିଣାନ ଦେଶ ରେ ଜନ୍ମ ହାଇେଥିଲେ।

ଆଦି ପୁସ୍ତକ 36:14

ସିବିଯୋନର ପୌତ୍ରୀ ଅନାର କନ୍ଯା ଯେ ଅହଲୀବାମା, ଏଷୌର ସ୍ତ୍ରୀ ଥିଲା। ତାହାର ସନ୍ତାନ ୟିଯୂଶ୍, ୟାଲମ୍ ଓ କୋରହ।

ପ୍ରଥମ ବଂଶାବଳୀ 1:35

ଏଷୌର ପୁତ୍ରମାନେ ଥିଲେ : ଇଲୀଫସ୍, ରୁଯଲେ, ୟିଯସ୍, ୟାଲମ୍ ଓ କୋରହ।

Interlinear

Choose Theme