Cross references
ଆଦି ପୁସ୍ତକ 36:2
ଏଷୌ କିଣାନୀଯମାନଙ୍କର ଦୁଇ କନ୍ଯାକୁ ବିବାହ କରିଥିଲେ। ସମାନେେ ହେଲେ ହିତ୍ତୀଯ ଏଲୋନର କନ୍ଯା ଆଦାକୁ ଓ ଅନାର କନ୍ଯା ହିଦ୍ଦୀଯ ସିବିଯୋର ପୌତ୍ରୀ ଅହଲୀବାମାକୁ।
ଆଦି ପୁସ୍ତକ 36:5
ଏବଂ ଅହଲୀବାମାର ତିନି ପୁତ୍ର ଥିଲେ। ସମାନେେ ହେଲେ, ୟିଯୂଶ, ୟାଲମ ଓ କୋରହ। ଏମାନେ ସମସ୍ତେ କିଣାନ ଦେଶ ରେ ଜନ୍ମ ହାଇେଥିଲେ।
ଆଦି ପୁସ୍ତକ 36:14
ସିବିଯୋନର ପୌତ୍ରୀ ଅନାର କନ୍ଯା ଯେ ଅହଲୀବାମା, ଏଷୌର ସ୍ତ୍ରୀ ଥିଲା। ତାହାର ସନ୍ତାନ ୟିଯୂଶ୍, ୟାଲମ୍ ଓ କୋରହ।
ଆଦି ପୁସ୍ତକ 36:18
ଆଉ ଏଷୌର ସ୍ତ୍ରୀ ଅହଲୀବାମାର ପୁତ୍ରଗଣ ଏହିମାନେ ଥିଲେ, ମୂଖ୍ଯ ୟିଯୂଶ, ମୂଖ୍ଯ ୟାଲମ୍ ଓମୂଖ୍ଯ କୋରହ। ଏମାନେ ସମାନଙ୍କେର ପିତୃ ଥିଲେ ଯେଉଁମାନେ ଏଷୌର ସ୍ତ୍ରୀ, ଅନାର କନ୍ଯା ଅହଲୀବାମାଠାରୁ ଆସିଲେ। ଅନାର ଅହଲୀବାମା ଏଷୌର ସ୍ତ୍ରୀ ଥିଲା, ଏମାନେ ତାହାର ପିତୃଗଣ ଥିଲେ।
ପ୍ରଥମ ବଂଶାବଳୀ 1:41
ଅନାର ପୁତ୍ର ଦିଶୋନ୍।