ଆଦି ପୁସ୍ତକ 36:37 · ଓଡ଼ିଆ ବାଇବେଲ
ଏହାପରେ ସମ୍ଲର ମୃତ୍ଯୁପରେ ଫରାତ୍ ନଦୀ ନିକଟସ୍ଥ ରହୋବତ୍ ନିବାସୀ ଶୌଲ ତାହା ପଦ ରେ ରାଜତ୍ବ କଲେ।
Cross references
ଆଦି ପୁସ୍ତକ 10:11
ସହେି ଦେଶରୁ ଅଗ୍ରିଯା ବାହାରି ନୀନିବୀ ରହୋବୋଚ୍ ପୁରୀ ଓ କଲହେ
ପ୍ରଥମ ବଂଶାବଳୀ 1:48
ସମ୍ଲଙ୍କ ମୃତ୍ଯୁ ପରେ ଶୌଲ୍ ନୂତନ ରାଜା ହେଲେ। ଶୌଲ୍ ଫରାତ୍ ନଦୀ କୂଳସ୍ଥ ରହୋବୋତରୁ ଆସିଥିଲେ।