ଯୋଷଫେର ଭାଇମାନେ ତାଙ୍କ ପ୍ରତି ବହୁତ ଇର୍ଷାପରାଯଣ ହେଲେ। କିନ୍ତୁ ଯୋଷଫେର ପିତା ଏକଥାକୁ ଗଭୀର ଭାବରେ ଚିନ୍ତା କଲେ, ଏହାର ଅର୍ଥ କ'ଣ ହାଇପୋ ରେ।
Cross references
ଲାବନ କହିଲେ, ଭିତରକୁ ଆସ, ସଦାପ୍ରଭୁ ତୁମ୍ଭଙ୍କୁ ଆଶୀର୍ବାଦ କରିଛନ୍ତି। ତୁମ୍ଭର ବାହା ରେ ଠିଆ ହବୋ ଦରକାର ନାହିଁ। ମୁଁ ତୁମ୍ଭ ପାଇଁ ଏବଂ ତୁମ୍ଭର ଓଟ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିଅଛି।
ତାଙ୍କର ପଲପଲ ମଷେ, ପଶୁପଲ ଏବଂ ଦାସ ଥିଲେ। ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଇର୍ଷା କରିବାକୁ ଲାଗିଲେ।
ଏବଂ ଯୋଷଫେ ପୂର୍ବରୁ ସମାନଙ୍କେର ଭାଇମାନଙ୍କ ବିଷଯ ରେ ଯେଉଁ ସ୍ବପ୍ନ ଦେଖିଥିଲେ ତାହା ମନେ କଲେ।
ଏଥି ରେ ଶାଉଲ ଅତି ରାଗିଗଲେ ଓ ବ୍ଯତିବ୍ଯସ୍ତ ହାଇେ ପଡିଲେ। ଏଣୁ ସେ ଚିନ୍ତା କଲେ, ସମାନେେ ଦାଉଦଙ୍କକ୍ସ୍ଟ ଅଯକ୍ସ୍ଟତ ଅଯକ୍ସ୍ଟତର ଜଯୀ ଓ ଆମ୍ଭକକ୍ସ୍ଟ କବଳେ ସହସ୍ର ସହସ୍ର ଜଯୀ ବୋଲି କହିଲେ। ରାଜ୍ଯ ପାଇବା ଛଡା ତା'ର ଆଉ କ'ଣ ପାଇବାର ବାକି ଅଛି?
ଲୋକମାନେ ମାଶାଙ୍କେ ପ୍ରତି ଇର୍ଷା କଲେ। ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ୟାଜକ ହାରୋଣଙ୍କ ପ୍ରତି ଇର୍ଷାପରାଯଣ ହେଲେ।
ଏହାପ ରେ ମୁଁ ଭାବିଲି, କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି। ମୁଁ ଦେଖିଲି ଲୋକମାନେ ଜୀବନ ରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସମାନେେ କବେେ ଚାହାଁନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ଯ ଅଟେ।
ସେ ସମୟରେ ଇଫ୍ରଯିମ ଯିହୁଦାକୁ ଈର୍ଷା କରିବ ନାହିଁ। ଯିହୁଦାର କହେି ଶତ୍ରୁ ରହିବେ ନାହିଁ। ଯିହୁଦା ଇଫ୍ରଯିମକୁ କଷ୍ଟ ଦବେ ନାହିଁ।
ମାତ୍ର ହେ ସଦପ୍ରଭୁ ! ସମାନଙ୍କେୁ ଦଣ୍ଡ ଦବୋକୁ ତୁମ୍ଭର ହସ୍ତ ଉତ୍ଥିତ ହବେ, ତଥାପି ସମାନେେ ତାହା ଦେଖିବେ ନାହିଁ। ମାତ୍ର ଲୋକମାନଙ୍କ ପକ୍ଷ ରେ ତୁମ୍ଭର ଅତିଶଯ ପ୍ ରମେକୁ ଦେଖି ସମାନେେ ଲଜ୍ଜିତ ହବେେ ଓ ତୁମ୍ଭର ଶତ୍ରୁଗଣ ଅଗ୍ନି ରେ ଦଗ୍ଧିଭୂତ ହବେେ।
ଏହିଠା ରେ ମାରେ ସ୍ବପ୍ନ ଶଷେ ହେଲା। ମୁଁ ଦାନିୟେଲ ମାରେ ଭାବନା ମାେତେ ଉଦ୍ବିଗ୍ନ କଲା ଓ ମାରେ ମୁଖ ବିବର୍ଣ୍ଣ ହେଲା। ମାତ୍ର ମୁଁ ସେ କଥା ଅନ୍ୟ ଆଗ ରେ କହି ପାରିଲି ନାହିଁ।
ପୀଲାତ ଜାଣିଥିଲେ ଯେ ଲୋକମାନେ ଯୀଶୁଙ୍କ ପ୍ରତି ଇର୍ଷାପରାୟଣ ଥିଲେ। ସେଥିପାଇଁ ତାହାଙ୍କ ହାତ ରେ ଯୀଶୁଙ୍କୁ ସମର୍ପି ଦଇେଛନ୍ତି।
ପୀଲାତ ଏକଥା କହିବାର କାରଣ ହେଲା, ସେ ଜାଣିଥିଲେ ଯେ ପ୍ରଧାନଯାଜକମାନେ ଈର୍ଷାନ୍ବିତ ହାଇେ ଯୀଶୁଙ୍କୁ ତାହାଙ୍କ ହାତ ରେ ସମର୍ପଣ କରି ଦଇେଛନ୍ତି।
କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତ ରେ ଗୋପନ ରଖି ନିରନ୍ତର ଚିନ୍ତା କରିବାକୁ ଲାଗିଲେ।
ଯୀଶୁ ସମାନଙ୍କେ ସହିତ ନାଜରିତକୁ ଗଲେ। ସେ ବାପାମାଆଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମାଆ ତଥାପି ଏହି ସବୁ କଥା ନିଜ ମନ ଭିତ ରେ ରଖି ଚିନ୍ତା କରୁଥିଲେ।
ସହେି ପୂର୍ବପୁରୁଷମାନେ ଯୋଷଫଙ୍କେର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବୁକ୍ରୀ କରି ଦେଲେ। କିନ୍ତୁ ପରମେଶ୍ବର ଯୋଷଫଙ୍କେ ସହିତ ଥିଲେ।
ଯିହୂଦୀୟମାନେ ଲୋକମାନଙ୍କର ଭିଡ଼ ଦେଖି ଈର୍ଷା କଲେ। ସମାନେେ ପାଉଲଙ୍କ କଥାକୁ ବିରୋଧ କରି ଅପମାନଜନକ ଶବ୍ଦ ସବୁ ପ୍ରଯୋଗ କଲେ।
ପରଶ୍ରୀକାତରତା, ନିଶାସକ୍ତ ହବୋ, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ଯ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମ ରେ ଲିପ୍ତ ରୁହନ୍ତି, ସମାନେେ କୌଣସି ପ୍ରକା ରେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାର ପାଇବେ ନାହିଁ।
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।
ଯଦି ତୁମ୍ଭେ ନିହାତି ସ୍ବାର୍ଥପର ଓ ତୁମ୍ଭ୍ ହୃଦୟ ରେ ଈର୍ଷାଭାବ ଅଛି, ତା' ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କବଳେ ମିଛ, ଏବଂ ତାହା ସତ୍ଯକୁ ଘାଡ଼ୋଇ ଦିଏ।
ତୁମ୍ଭେ କ'ଣ ଭାବୁଛ କି ଶାସ୍ତ୍ରର ଅର୍ଥ କିଛି ନାହିଁ ? ଶାସ୍ତ୍ର କୁ ହେ : ପରମେଶ୍ବର ଆମ୍ଭ ମଧିଅରେ ବାସ କରିବା ପାଇଁ ଯେଉଁ ଆତ୍ମାଙ୍କୁ ଦଇେଛନ୍ତି, ସେ ଆମ୍ଭକୁ ସମ୍ପୂର୍ଣ୍ଣରୂପେ ଅଧିକାର କରିବା ନିମନ୍ତେ ଚାହାଁନ୍ତି।334