Home Bibles ଆଦି ପୁସ୍ତକ 37:21 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 37:21 · ଓଡ଼ିଆ ବାଇବେଲ

କିନ୍ତୁ ରୂବନେ ଏହା ଶୁଣିଲେ ସେ ଯୋଷଫେକୁ ସମାନଙ୍କେଠାରୁ ରକ୍ଷା କରିବାକୁ ଚାହିଁଲେ। ରୁବନେ କହିଲେ, ତାକୁ ମାର ନାହିଁ।

Cross references

ଆଦି ପୁସ୍ତକ 9:5

ମୁଁ ରକ୍ତ ପାତ, ଦ୍ବାରା ଦଣ୍ଡିତ କରିବି, ତାହା ପ୍ରାଣୀ ଦ୍ବାରା ହେଉ ବା ଲୋକମାନଙ୍କ ଦ୍ବାରା। ଯଦି ଲୋକମାନେ ପରସ୍ପରକୁ ହତ୍ଯା କରନ୍ତି, ମୁଁ ରକ୍ତପାତ ଦ୍ବାରା ଦଣ୍ଡିତ କରିବି।

ଆଦି ପୁସ୍ତକ 35:22

ଇଶ୍ରାୟେଲ ଯେତବେେଳେ ସଠାେରେ ରହୁଥିଲେ, ରୁବନ୍େ ୟାଇ ଏବଂ ବିଲହା ସହିତ ଶଯନ କଲା। ୟିଏ ଇଶ୍ରାୟେଲର ଉପପତ୍ନୀ ଥିଲା। ଏହି ବିଷଯ ରେ ଇଶ୍ରାୟେଲ ଜାଣିବାକୁ ପାଇଲେ।

ଆଦି ପୁସ୍ତକ 42:22

ରୂବନ୍େ ସମାନଙ୍କେୁ କହିଲା, ମୁଁ କହିଥିଲି ତୁମ୍ଭେ ତା'ର କିଛି କ୍ଷତି କର ନାହିଁ। କିନ୍ତୁ ତୁମ୍ଭମାନେେ ସେତବେେଳେ ମାେ କଥା ଶୁଣିଲ ନାହିଁ। ତେଣୁ ସେଥିପାଇଁ ଆମ୍ଭମାନେେ ଦଣ୍ଡ ଭୋଗୁଅଛୁ।

ଯିହୋଶୂୟ 10:28

ଏହାପରେ ଯିହାଶୂେୟ ସହେିଦିନ ମକ୍କଦୋ ଅକ୍ତିଆର କରି ଖଡ୍ଗ ଧାର ରେ ନଗରକକ୍ସ୍ଟ ଓ ତାହାର ରାଜାକକ୍ସ୍ଟ ହତ୍ଯା କଲେ। ସମାନଙ୍କେୁ ଓ ତନ୍ମଧ୍ଯସ୍ଥିତ ସମସ୍ତ ପ୍ରାଣୀକକ୍ସ୍ଟ ବର୍ଜିତ ରୂପେ ବିନାଶ କଲେ। କାହାକକ୍ସ୍ଟ ଅବଶିଷ୍ଟ ରଖିଲେ ନାହିଁ, ପକ୍ସ୍ଟଣି ସେ ଯେପରି ଯିରୀହାେ ରାଜାଙ୍କ ପ୍ରତି କରିଥିଲେ, ସହେିପରି ମକ୍କଦୋ ରାଜାପ୍ରତି କଲେ।

ମାଥିଉଲିଖିତ ସୁସମାଚାର 10:28

ଲୋକଙ୍କୁ ଭୟ କର ନାହିଁ। ସମାନେେ କବଳେ ତୁମ୍ଭର ଶରୀରକୁ ମାରି ପାରିବେ। ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କବଳେ ପରମେଶ୍ବରଙ୍କୁ ଭୟ କର। ସେ କବଳେ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦଇେ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠଇେ ପାରିବେ।

Interlinear

Choose Theme