କୌଣସି ରକ୍ତପାତ କର ନାହିଁ! ତାକୁ ଏକ ଜଙ୍ଗଲର ଶୁଷ୍କ କୂଅ ରେ ଫିଙ୍ଗି ଦିଅ, କିନ୍ତୁ, ତୁମ୍ଭମାନେେ ନିଜେ ତାକୁ ଆଘାତ କରନାହିଁ। କାରଣ ତାକୁ ନମାରି ପିତାଙ୍କ ନିକଟକୁ ପଠାଇ ଦବୋ ପାଇଁ ରୂବନରେ ଏହି ଯୋଜନା ଥିଲା।
Cross references
ସଦାପ୍ରଭୁଙ୍କର ଦୂତ ଅବ୍ରହାମକୁ କହିଲେ, ତୁମ୍ଭର ପୁତ୍ରକୁ ହତ୍ଯା କର ନାହିଁ କି କିଛି ଆଘାତ କର ନାହିଁ। ବର୍ତ୍ତମାନ ମୁଁ ଦେଖି ପାରୁଛି ଯେ, ତୁମ୍ଭେ ପରମେଶ୍ବରଙ୍କୁ ସମ୍ମାନ କରୁଛ ଏବଂ ତାଙ୍କର ଆଜ୍ଞା ମାନି ଚଳୁଛ। କାରଣ ତୁମ୍ଭେ ତୁମ୍ଭର ଏକମାତ୍ର ପୁତ୍ରକୁ ମାେ ସକାେଶ ଉତ୍ସର୍ଗ କରିବାକୁ କୁଣ୍ଠା ବୋଧ କରିନାହଁ।
ରୂବନ୍େ ସମାନଙ୍କେୁ କହିଲା, ମୁଁ କହିଥିଲି ତୁମ୍ଭେ ତା'ର କିଛି କ୍ଷତି କର ନାହିଁ। କିନ୍ତୁ ତୁମ୍ଭମାନେେ ସେତବେେଳେ ମାେ କଥା ଶୁଣିଲ ନାହିଁ। ତେଣୁ ସେଥିପାଇଁ ଆମ୍ଭମାନେେ ଦଣ୍ଡ ଭୋଗୁଅଛୁ।
ପରମେଶ୍ବର ଇଶ୍ରାୟେଲର ନେତାଗଣଙ୍କ ବିରୁଦ୍ଧ ରେ ହସ୍ତ ବିସ୍ତାର କଲେ ନାହିଁ। ସମାନେେ ସମସ୍ତେ ପରମେଶ୍ବରଙ୍କୁ ଦର୍ଶନ କଲେ। ଏବଂ ସମାନେେ ଭୋଜନ ଓ ପାନ କଲେ।
ମାତ୍ର, ତୁମ୍ଭେ ସହେି ବ୍ଯକ୍ତିକକ୍ସ୍ଟ ହତ୍ଯା କରିବ। ତୁମ୍ଭେ ତାଙ୍କୁ ପଥର ରେ ଛଚେି ହତ୍ଯା କରିବ। ତୁମ୍ଭେ ପ୍ରଥମେ ତାଙ୍କୁ ପଥର ଫିଙ୍ଗିବ। କାହିଁକି ଜାଣ ସେ ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଠାରକ୍ସ୍ଟ ଦୂ ରଇେ ନବୋକକ୍ସ୍ଟ ଗ୍ଭହାଁନ୍ତି।
ପୀଲାତ ଦେଖିଲେ ଯେ, ସେ ଲୋକମାନଙ୍କ ମତ ବଦଳଇବୋକୁ କିଛି କରିପାରିବେ ନାହିଁ ବରଂ ଲୋକେ ବଳକେୁ ବଳେ ଉତ୍ତଜେିତ ହାଇେ ଉଠୁଛନ୍ତି। ପୀଲାତ କିଛି ପାଣି ନେଲେ ଓ ସମସ୍ତେ ଦେଖି ପାରିବା ଭଳି ତାହାଙ୍କର ଦୁଇହାତ ଧୋଇଲେ। ସେ କହିଲେ, ଏ ଲୋକର ମୃତ୍ଯୁ ପାଇଁ ମୁଁ ତାଯୀ ନୁହେଁ। ତୁମ୍ଭମାନେେ କବଳେ ଏସବୁ କରୁଛ।
ରାଜା ହରେୋଦ ସେ ସମୟରେ ମଣ୍ଡଳୀ ରେ କେତକେ ଲୋକଙ୍କ ଉପରେ ଅତ୍ଯାଚ଼ାର କରିବା ଆରମ୍ଭ କରି ଦେଲେ।