Home Bibles ଆଦି ପୁସ୍ତକ 37:7 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 37:7 · ଓଡ଼ିଆ ବାଇବେଲ

ଆମ୍ଭେ ସମସ୍ତେ କ୍ଷତେ ରେ କାର୍ୟ୍ଯ କରୁଥିଲୁ। ଆମ୍ଭେ କ୍ଷତେ ରେ ବିଡ଼ା ବାନ୍ଧୁଥିଲୁ। ତହିଁରେ ମୁଁ ଦେଖିଲି ମାରେ ବିଡ଼ା ଉଠି ଛିଡ଼ା ହେଲା। ତୁମ୍ଭମାନଙ୍କର ବିଡ଼ା ସବୁ ମାେ ବିଡ଼ାକୁ ଚାରିଆଡ଼େ ଘରେି ପ୍ରଣାମ କଲେ।

Cross references

ଆଦି ପୁସ୍ତକ 42:6

ସହେି ସମୟରେ ମିଶର ରେ ଯୋଷଫେ ଅଧ୍ଯକ୍ଷ୍ଯ ଥିଲେ। ଯେଉଁମାନେ ମିଶରରୁ ଖାଦ୍ୟ ଶସ୍ଯ କ୍ରଯ କରୁଥିଲେ ସମାନଙ୍କେୁ ଯୋଷଫେ ଖାଦ୍ୟ ବିକ୍ରୀ କରୁଥିଲେ। ତେଣୁ ଯୋଷଫେର ଭାଇମାନେ ଆସିଲେ ଏବଂ ସମାନଙ୍କେର ମୁଖ ଭୂମି ଆଡ଼କୁ କରି ଯୋଷଫେକୁ ପ୍ରଣାମ କଲେ।

ଆଦି ପୁସ୍ତକ 42:9

ଏବଂ ଯୋଷଫେ ପୂର୍ବରୁ ସମାନଙ୍କେର ଭାଇମାନଙ୍କ ବିଷଯ ରେ ଯେଉଁ ସ୍ବପ୍ନ ଦେଖିଥିଲେ ତାହା ମନେ କଲେ।

ଆଦି ପୁସ୍ତକ 43:26

ଯୋଷଫେ ଗୃହକୁ ପ୍ରବେଶ କଲେ, ଭାଇମାନେ ଆଣିଥିବା ଉପହାର ସବୁ ତାଙ୍କୁ ଦେଲେ। ଏହାପରେ ସମାନେେ ଯୋଷଫଙ୍କେୁ ଆଣ୍ଠୁମାଡ଼ି ଭୂମିଷ୍ଠ ପ୍ରଣାମ କଲେ।

ଆଦି ପୁସ୍ତକ 43:28

ଭାଇମାନେ ଉତ୍ତର ଦେଲେ, ହଁ, ମହାଶୟ ଆମ୍ଭର ପିତା ଏବେ ଜୀବିତ। ଏବଂ ସମାନେେ ପୁନ୍ନର୍ବାର ଯୋଷଫଙ୍କେୁ ପ୍ରଣାମ କଲେ।

ଆଦି ପୁସ୍ତକ 44:14

ଯିହୁଦା ଏବଂ ତା'ର ଭାଇମାନେ ଯୋଷଫଙ୍କେ ଗୃହକୁ ଗଲେ। ଯୋଷଫେ ସହେିଠା ରେ ଥିଲେ। ଭାଇମାନେ ତାଙ୍କର ପାଦତଳେ ଲୋଟି ଗଲେ।

ଆଦି ପୁସ୍ତକ 44:19

ପୂର୍ବରୁ ଆପଣ ଆମ୍ଭକୁ ପଚାରି ଥିଲେ, 'ତୁମ୍ଭମାନଙ୍କର ଭାଇ ଓ ପିତା ଅଛନ୍ତି କି?'

ଆଦି ପୁସ୍ତକ 50:18

ତା'ର ଭାଇମାନେ ତାଙ୍କ ନିକଟକୁ ଗଲେ ଏବଂ ତାଙ୍କୁ ପ୍ରଣାମ କଲେ। ସମାନେେ ତାଙ୍କୁ କହିଲେ, ଆମ୍ଭମାନେେ ତୁମ୍ଭର ଦାସ ହବେୁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:10

ଏପରି କରିବାର ଉଦ୍ଦେଶ୍ଯ ଥିଲା ଯେ ସ୍ବର୍ଗର, ପୃଥିବୀର ଓ ପାତାଳର ପ୍ରେତ୍ୟକକ ଲୋକ ଯେପରି ଯୀଶୁଙ୍କ ନାମ ଆଗ ରେ ମୁଣ୍ଡ ନୁଆଇଁବେ।

କଲସୀୟଙ୍କ ପ୍ରତି ପତ୍ର 1:18

ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ଯ ଅଟନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କଠାରୁ ଆସିଥାଏ। ସେ ମୃତ୍ଯୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ବର ହାଇେଥିବା ପ୍ରଭୁ। ଅତଏବ ପ୍ରେତ୍ୟକକ ବିଷୟ ରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ବପୂର୍ଣ୍ଣ ଅଟନ୍ତି।

Interlinear

Choose Theme